ରାଜ୍ୟ

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏହା ଦ୍ୱାରା ୮୦ ହଜାର ହେକ୍ଟର ଢିପ ଜମିକୁ ଜଳସେଚନର...

ଯାଜପୁରରୁ ବନ୍ଧାହେଲେ  କଶ୍ମୀର ଆତଙ୍କବାଦୀ, ୫ ବର୍ଷ ଧରି ଲୁଚିରହିଥିଲେ 

ଭୁବନେଶ୍ୱର,୧୬।୧୨: ଯାଜପୁର ଜିଲା ଧର୍ମଶାଳାର ନେଉଳପୁରରୁ ଇଶାନ ବୁଖାରୀ ନାମକ ଜଣେ ବ୍ୟକ୍ତିଙ୍କୁ ଏସ୍‌ଟିଏଫ୍‌ ଗିରଫ କରିଛି  । ତାଙ୍କ ନିକଟରୁ ନକଲି ଡାକ୍ତରୀ ସାର୍ଟିଫିକେଟ ସହ ଅନେକ କାଗଜପତ୍ର ମଧ୍ୟ ଜବତ ହୋଇଛି । କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌  ଘଟଣାରେ...

 ଶ୍ରୀମୟୀ ମିଶ୍ର ହେବେ ଭୁବନେଶ୍ୱର ଏମ୍‌ପି ପ୍ରାର୍ଥୀ! ପାଟ୍ଟଶାଣୀ କହିଲେ- ‘ଦଳ ସେ ଭୁଲ୍‌ କରିବନି’

ଭୁବନେଶ୍ୱର,୧୬।୧୨: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ  ବିଜେଡିରୁ  ଶ୍ରୀମୟୀ ମିଶ୍ରଙ୍କୁ  ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ଏମ୍‌ପି ପ୍ରାର୍ଥୀ ଭାବେ ବାଛିଥିବା ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି । ସେ କହିଥିଲେ  ଶ୍ରୀମୟୀଙ୍କୁ  ପ୍ରାର୍ଥୀ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଭୁବନେଶ୍ୱର ଲୋକ ସଭା ଆସନ କାହାର

ଭୁବନେଶ୍ବର,୧୬।୧୨: ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭୁବନେଶ୍ୱର ଲୋକ ସଭା ଆସନ ଉପରେ ସମସ୍ତଙ୍କ ନଜର ରହିଛି। ଏହି ଆସନ ପାଇଁ ଘମାଘୋଟ ଲଢ଼େଇ ହେବ । ବିଜେଡିରୁ ଶ୍ରୀମୟୀ ମିଶ୍ର ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ନିର୍ବାଚନ...

ପୁରୀ ଜିଲାର ଚାରିଟି ବ୍ଲକରେ ୭ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୧୬।୧୨: ପୁରୀ ଜିଲାର ଚାରିଟି ବ୍ଲକର ୭ଟି ପଞ୍ଚାୟତରେ ୭ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପ୍ରକାଶଯୋଗ୍ୟ ଯେ ଏହି ବାତ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ଦ୍ୱାରା ବ୍ରହ୍ମଗିରୀ...

ବିଦ୍ୟୁତ୍‌ ଖୁଣ୍ଟରେ ପିଟିହୋଇ ଚାଲିଗଲା ଦୁଇ ବାଇକ୍‌ ଆରୋହୀଙ୍କ ଜୀବନ

ସାକ୍ଷୀଗୋପାଳ,୧୬।୧୨(କିଶୋର ମହାପାତ୍ର): ପୁରୀ ଜିଲା ସତ୍ୟବାଦୀ ଥାନା ଦାଶବିଦ୍ୟାଧରପୁର ପଞ୍ଚାୟତ ଭଣ୍ଡାରିଦଣ୍ଡା ନିକଟରେ ଶନିବାର ଭୋରରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନିକଟସ୍ଥ ଇନ୍ଦିପୁର ଗ୍ରାମର ଆଦିତ୍ୟ ପାଢ଼ୀ...

ଶ୍ୱଶୁର, ଜ୍ୱାଇଁଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

ରାଇଘର,୧୬।୧୨(କିରଣ କୁମାର ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ସଦର ମହକୁମାର ଡିଏନ୍‌କେ ଛକ ପୋଷ୍ଟ ଅଫିସ ସମ୍ମୁଖରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଶ୍ୱଶୁର, ଜ୍ୱାଇଁଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଶ୍ୱଶୁର ବଳି ଜାନି ଏବଂ...

ଗୋଡାଇ କାମୁଡୁଛନ୍ତି କୁକୁର

ଭୁବନେଶ୍ୱର, ୧୬।୧୨ (ବନ୍ଦନା ସେଠୀ): ରାଜଧାନୀ ରାସ୍ତାଘାଟରେ ବୁଲା କୁକୁର ରାଜ୍‌ ଚଳାଇଛନ୍ତି। ଗଳିକନ୍ଦିରୁ ରାଜରାସ୍ତାରାରେ ସେମାନଙ୍କ ପ୍ରାର୍ଦୁଭାବ ଦେଖିବାକୁ ମିଳୁଛି। ଗାଡ଼ି ଚାଳକ ହୁଅନ୍ତୁ ଅବା ପଥଚାରୀ, ଏପରିକି ଛୋଟ ପିଲାଙ୍କୁ ମଧ୍ୟ ଏମାନେ ଆକ୍ରମଣ କରିବାକୁ ପଛାଉ...

ନୂଆବର୍ଷରୁ ଶ୍ରୀମନ୍ଦିରରେ ପ୍ଲାଷ୍ଟିକ୍‌, ପଲିଥିନ ମନା

ପୁରୀ, ୧୬ା୧୨(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିରକୁ ପଲିଥିନ ଓ ପ୍ଲାଷ୍ଟିକମୁକ୍ତ କରିବାକୁ ପ୍ରୟାସ ଆରମ୍ଭ ହୋଇଛି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଶୁକ୍ରବାର ଏକ ବିଜ୍ଞପ୍ତି ମାଧ୍ୟମରେ ନିର୍ଦ୍ଦେଶ ଜାରି କରିଛନ୍ତି। ମୁଖ୍ୟ ପ୍ରଶାସକ ଦାସ ବିଜ୍ଞପ୍ତିରେ...

ଦାରିଙ୍ଗବାଡିରେ ବଢୁଛି ଶୀତ: ଘନ କୁହୁଡିରେ ଦିଶୁନି ବାଟ

ଦାରିଙ୍ଗବାଡି,୧୬।୧୨(ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେବା ସହ ଘନ କୁହୁଡି ଶୀତର ପ୍ରକୋପକୁ ଆହୁରି ଦ୍ବିଗୁଣିତ କରିଦେଉଛି। କୁହୁଡି ଯୋଗୁ ଶନିବାର ଗାଡ଼ି ଚଳାଚଳରେ ସମସ୍ୟା ଦେଖାଦେଇଛି। ରାତିରେ...

ଆଜିଠୁ ପହିଲି ଭୋଗ ନୀତି

ପୁରୀ, ୧୬ା୧୨(ଅଜିତ୍‌ ମହାନ୍ତି): ଶନିବାର ଧନୁ ସଂକ୍ରାନ୍ତି ପଡୁଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହେବ। ଏହି ନୀତି ଧନୁସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଦୀର୍ଘ ୧ମାସ ଧରି ଚାଲିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର...

୧୪୭ ଆସନରେ ମୁଖ୍ୟମନ୍ତ୍ରୀଙ୍କ ପଛରେ ଠିଆହେବି: କାର୍ତ୍ତିକ

ଭୁବନେଶ୍ୱର ୧୬ା୧୨(ଅନିଲ ଦାସ): ମୋର କୌଣସି ପଦପଦବୀ ଆଶା ନାହିଁ, ଆଗାମୀ ନିର୍ବାଚନରେ କେଉଁଠାରୁ ପ୍ରତିଦ୍ୱନ୍ଦ୍ୱିତା କରିବି ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ରାଜ୍ୟର ୧୪୭ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ, ଅର୍ଥାତ୍‌ ମୁଖ୍ୟମନ୍ତ୍ରୀ ସମସ୍ତ ୧୪୭ ଆସନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri