ରାଜ୍ୟ

କନ୍ୟାଶ୍ରମରେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ପୋଲିସ ବସ୍‌ ପୋଡ଼ିଲେ ଗ୍ରାମବାସୀ

ରାୟଗଡ଼ା/ଟିକିରି,୨୩।୯ (ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡଙ୍ଗାସିଲ ଗ୍ରାମରେ ଥିବା ଏକ କନ୍ୟାଶ୍ରମରେ ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ଶନିବାର ପୋଲିସ ଅଭିଯୁକ୍ତ ପିଅନ ଶିବପ୍ରସାଦ ମିଶ୍ରଙ୍କୁ ଗିରଫ କରିଛି।...

ପ୍ରଭାତ, ସ୍ତ୍ରୀ ଲକ୍ଷ୍ମୀ ବିଳାସିନୀଙ୍କ ନାଁରେ ଚାର୍ଜଫ୍ରେମ୍‌

ଭୁବନେଶ୍ୱର,୨୪।୯(ସୂର୍ଯ୍ୟକାନ୍ତ ବେହେରା): ବହୁଚର୍ଚ୍ଚିତ ସିଶୋର ଚିଟ୍‌ଫଣ୍ଡ ଠକେଇ ମାମଲାର ୯ବର୍ଷ ପରେ ଭୁବନେଶ୍ୱର ସିବିଆଇ-୧ କୋର୍ଟରେ ଚାର୍ଜଫ୍ରେମ ହୋଇଛି। କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ଏବଂ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ବିଳାସିନୀଙ୍କ ନାଁରେ ବେଆଇନ ଅର୍ଥ କାରବାର ଅଭିଯୋଗରେ...

ଆହୁରି ବିଗିଡ଼ିବ ସ୍କୁଲ ପଢ଼ା, ୨୫ରୁ ଆନ୍ଦୋଳନକୁ ଓହ୍ଲାଇବେ ମାଧ୍ୟମିକ ଶିକ୍ଷକ

ଭୁବନେଶ୍ୱର, ୨୪।୯ (ଅସମାପିକା ସାହୁ): ରାଜ୍ୟର ଶିକ୍ଷା କ୍ଷେତ୍ରରେ ଶିକ୍ଷକ ସଙ୍କଟ ଲାଗି ରହିଥିବାବେଳେ ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ପିଲାଙ୍କ ପାଠପଢ଼ା ଗୁରୁତର ପ୍ରଭାବିତ ହୋଇଛି। ପ୍ରାଥମିକ ଶିକ୍ଷକମାନେ କାର୍ଯ୍ୟ ବନ୍ଦ କରି ବିଇଓଙ୍କ ଅଫିସ୍‌ ଆଗରେ ଧାରଣାରେ ବସିଥିବାରୁ...

ଶିକ୍ଷକ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର,୨୩।୯(ଅସମାପିକା ସାହୁ) ସରକାରଙ୍କ ସହ ଆଲୋଚନା ପରେ ପ୍ରାଥମିକ ଶିକ୍ଷକ ସଂଘର ଆନ୍ଦୋଳନ ସ୍ଥଗିତ କରାଯାଇଛି। ୯ଟି ପ୍ରାଥମିକ ଶିକ୍ଷକ ସଂଘ ଓ ସରକାରଙ୍କ ମଧ୍ୟରେ ଆଲୋଚନା ହେବା ପରେ ଆନ୍ଦୋଳନରୁ ଓହରିଛନ୍ତି ଶିକ୍ଷକ ସଂଘ। ଶିକ୍ଷକଙ୍କ ଦାବିକୁ ମୁଖ୍ୟମନ୍ତ୍ରୀଙ୍କ...

ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ନାକ୍‌ ‘ଏ’ ଗ୍ରେଡ ମାନ୍ୟତା

ବାଲେଶ୍ୱର,୨୩|୯(ମାନସ ବିଶ୍ୱାଳ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ଜାତୀୟ ମୂଲ୍ୟାୟନ ଓ ଅଧିସ୍ୱୀକୃତି ପରିଷଦ (ନାକ୍‌) ‘ଏ’ ଗ୍ରେଡ ମାନ୍ୟତା ମିଳିଛି। ସିଜିପିଏରେ ଫକୀରମୋହନ ଓଡ଼ିଶାର ଅନ୍ୟ ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟକୁ ପଛରେ ପକାଇଛି। ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ୩.୧୮ ସିଜିପିଏ ମିଳିଥିବା...

ଆଜି ଆଲୋଚନା, ବାହାରିପାରେ ନିଷ୍କର୍ଷ

ଭୁବନେଶ୍ୱର,୨୩।୯(ଅସମାପିକା ସାହୁ): ପ୍ରାଥମିକ ଶିକ୍ଷକଙ୍କ ୩ଦଫା ଦାବି ସମ୍ପର୍କରେ ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଲୋଚନା ହେବ। ପୂର୍ବରୁ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ବୈଠକରେ ଆଲୋଚନା ହୋଇଥିଲେ ମଧ୍ୟ ଶିକ୍ଷକମାନେ ଜିଦ୍‌ରେ ଅଟଳ ରହିଥିଲେ। ତେଣୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ...

ଫଟୋ ସହ ଦୈନିକ ରିପୋର୍ଟ ଦେବାକୁ ତାଗିଦ

ଭୁବନେଶ୍ୱର, ୨୩।୯(ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ଡେଙ୍ଗୁ ସଂକ୍ରମଣ ନିୟନ୍ତ୍ରଣକୁ ଆସୁନାହିଁ। ଗତ କିଛିବର୍ଷ ହେବ ଡେଙ୍ଗୁ ପାଇଁ ଭୁବନେଶ୍ୱର ହଟ୍‌ସ୍ପଟ୍‌ ପାଲଟିଥିବାବେଳେ ଚଳିତ ବର୍ଷ ମଧ୍ୟ ସମାନ ଅବସ୍ଥା ଲାଗି ରହିଛି। ଆକ୍ରାନ୍ତଙ୍କ ସଂଖ୍ୟାରେ ରୋକ୍‌ ଲଗାଇ...

ଜାନୁୟାରୀ ୫ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ୱର, ୨୩।୯(ସୁନିତ୍‌ ମିଶ୍ର): ସାଧାରଣ ନିର୍ବାଚନ ୨୦୨୪କୁ ଦୃଷ୍ଟିରେ ରଖି ରାଜ୍ୟର ସବୁ ନିର୍ବାଚନମଣ୍ଡଳୀ ପାଇଁ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲାଗି ଶୁକ୍ରବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସମସ୍ତ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳ କର୍ମକର୍ତ୍ତାଙ୍କୁ...

ଗୃହରେ ଉପସ୍ଥିତ ରହିବାକୁ ବିଧାୟକଙ୍କୁ ନିର୍ଦ୍ଦେଶଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩।୯(ସୁନିତ୍‌ ମିଶ୍ର): ବିଧାନସଭା ମୌସୁମୀ ଅଧିବେଶନରେ ବିରୋଧୀ ଦଳ ବିଭିନ୍ନ ପ୍ରସଙ୍ଗରେ ଶାସକ ଦଳକୁ ଘେରିବା ଲାଗି ରଣନୀତି ପ୍ରସ୍ତୁତ କରୁଛନ୍ତି। ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିଠାରୁ ଆରମ୍ଭକରି ଶିକ୍ଷା, ସ୍ବାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ବିରୋଧୀ...

ଏସିପି, ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୩।୯(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର-କଟକ କମିଶନରେଟ ପୋଲିସ୍‌ରେ ଏସିପି ଓ ଇନ୍ସପେକ୍ଟର ସ୍ତରରେ ଶୁକ୍ରବାର ଅଦଳବଦଳ ହୋଇଛି। ଜଣେ ଏସିପି ଓ ୧୪ ଜଣ ଇନ୍ସପେକ୍ଟରଙ୍କୁ ବଦଳି କରାଯାଇଛି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଖଣ୍ଡଗିରି...

ରାଜଧାନୀରେ ଅଙ୍ଗନଓ୍ବାଡି କର୍ମୀଙ୍କ ବିକ୍ଷୋଭ

ଭୁବନେଶ୍ୱର,୨୩ା୯(ଅନୁରାଧା ମହାରଣା): ୧୦ ଦଫା ଦାବି ନେଇ ପୁଣି ରାସ୍ତାକୁ ଓହ୍ଲାଇଛନ୍ତି ଅଙ୍ଗନୱାଡ଼ି କର୍ମଚାରୀ। ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍‌ ଓଡ଼ିଶା ଅଙ୍ଗନୱାଡ଼ି ଲେଡ଼ିଜ୍‌ ୱାର୍କର୍ସ ଆସୋସିଏଶନର ଆହ୍ବାନ କ୍ରମେ ଶୁକ୍ରବାର ହଜାର ହଜାର ଅଙ୍ଗନୱାଡ଼ି କର୍ମୀ,...

ଭାବ ଆଦାନପ୍ରଦାନରେ ସାଙ୍କେତିକ ଭାଷାର ଗୁରୁତ୍ୱ

ଚିକିତ୍ସା ବିଜ୍ଞାନ ଅନୁସାରେ ଶୁଣି ଅନୁକରଣ କରିବା ପ୍ରତିଟି ପ୍ରାଣୀର ସହଜାତ ପ୍ରବୃତ୍ତି। ମାତ୍ର ଶ୍ରବଣ ସମସ୍ୟା ରହିଲେ ଅନୁକରଣ କରିବା ସମ୍ଭବ ହୋଇ ନ ଥାଏ। ଶ୍ରବଣ ସମସ୍ୟା ଯୋଗୁ ବାକ କ୍ଷମତା ହରାଇଥିବା ଶିଶୁ ବଡ଼ ହୋଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri