ରାଜ୍ୟ

ବଲାଙ୍ଗୀରର ସମସ୍ତ ସ୍କୁଲ, ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛୁଟି ଘୋଷଣା କଲେ ଜିଲାପାଳ

ଭୁବନେଶ୍ୱର,୧୪ା୯(ଅସମାପିକା ସାହୁ): ବଲାଙ୍ଗୀରରେ ସମ୍ଭାବ୍ୟ ବନ୍ୟା ଓ ଜରୁରୀକାଳିନ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୁରୁବାର ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ ଚଞ୍ଚଳ ରାଣା। ଏନେଇ ଜରୁରୀକାଳିନ ନମ୍ବର ମଧ୍ୟ ଜାରି କରାଯାଇଛି।...

କଲେଜ ପରିସରରେ ଅଧ୍ୟକ୍ଷ, କର୍ମଚାରୀଙ୍କ ମାରପିଟ୍‌, ଭିଡିଓ ଭାଇରାଲ

ବାଲେଶ୍ୱର,୧୪ା୯(ମାନସ ବିଶ୍ୱାଳ): ପାଣି ମଟର ଚଲାଇବାକୁ କେନ୍ଦ୍ର କରି କଲେଜ ପରିସରରେ ଅଧ୍ୟକ୍ଷ ଏବଂ କର୍ମଚାରୀଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଅମର୍ଦ୍ଦା ରୋଡ୍‌ସ୍ଥିତ...

ପୂର୍ବତନ ସରପଞ୍ଚ, ଗ୍ରାମରକ୍ଷୀଙ୍କୁ ହତ୍ୟା କରି କୂୂଅରେ ଫିଙ୍ଗିଦେଲେ

ହାଟଡିହୀ,୧୪ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ମୟୂରନଚା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଉଭୟ ସ୍ତ୍ରୀ ଏବଂ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସ୍ତ୍ରୀ ରମ୍ଭାମଣି ପାତ୍ର (୪୦) ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର...

ନିଶାଦ୍ରବ୍ୟ ଚାଲାଣ ରୋକିବାକୁ ବସ୍‌ରେ ହେବ ଯାଞ୍ଚ

ଭୁବନେଶ୍ୱର,୧୪।୯(ସୂର୍ଯ୍ୟକାନ୍ତ ବେହେରା)ରାଜ୍ୟରେ ଦିନକୁ ଦିନ ନିଶାଦ୍ରବ୍ୟ ଚୋରା ଚାଲାଣ ବଢିବାରେ ଲାଗିଛି। ଅପରାଧୀମାନେ ପୋଲିସକୁ ଚ୍ୟାଲେଞ୍ଜ କରି ବିଭିନ୍ନ ଗଳାବାଟ ଦେଇ ଗୋଟିଏ ସ୍ଥାନରୁ ଅନ୍ୟଏକ ସ୍ଥାନକୁ ଗଞ୍ଜେଇ, ବ୍ରାଉନସୁଗାର, କଫ ସିରଫ ଆଦି ଚାଲାଣ କରୁଛନ୍ତି। କେତେଜଣ ନିଶା...

ବ୍ୟାଙ୍କ ନ ଥିବା ପଞ୍ଚାୟତରେ ଶାଖା ଖୋଲିବାକୁ ପଦକ୍ଷେପ ନିଆଯାଇଛି: ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୧୪।୯(ସୁନିତ୍‌ ମିଶ୍ର)ଓଡ଼ିଶା ସ୍ବଳ୍ପ ସଞ୍ଚୟ ନିର୍ଦ୍ଦେଶାଳୟ ଅର୍ଥ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସ୍ବଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା ଏ.ଟି. ସିରିଜ୍‌ ଉଠାଣ ସୂଚନା ଭବନଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ...

ଭୋଟର ତାଲିକାରେ ୩.୪୫ ଲକ୍ଷ ମୃତ ମତଦାତା

ଭୁବନେଶ୍ୱର,୧୪ା୯(ଅନିଲ ଦାସ)ରାଜ୍ୟରେ ୩,୪୫,୦୦୦ ମୃତ ମତଦାତାଙ୍କ ନାମ ଭୋଟର ତାଲିକାରେ ରହିଛି। ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କ ଦ୍ୱାରା ନିକଟରେ ଘରକୁ ଘର ବୁଲି କରାଯାଇଥିବା ସର୍ଭେରୁ ଏହା ଜଣାପଡ଼ିଛି। ସେଗୁଡ଼ିକୁ ତୁରନ୍ତ ଭୋଟର ତାଲିକାରୁ ବାଦ୍‌ ଦେବା ନିମନ୍ତେ ମୁଖ୍ୟ ନିର୍ବାଚନ...

ଏସିଆନ ଗେମ୍ସ ପାଇଁ ଓଡ଼ିଶା ଆଥ୍‌ଲେଟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ ପ୍ରୋତ୍ସାହନ

ଭୁବନେଶ୍ୱର,୧୪।୯(ତପନ ସ୍ବାଇଁ)ଚାଇନାର ହାଙ୍ଗଝୋଠାରେ ଚଳିତ ମାସ ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଏସିଆନ ଗେମ୍ସ ଅନୁଷ୍ଠିତ ହେବ। ଏସିଆର ଏହି ମେଗା ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଓଡ଼ିଶାର ୧୩ ଆଥ୍‌ଲେଟ ଯୋଗ୍ୟତା ଅର୍ଜନ କରିଛନ୍ତି। ସେମାନଙ୍କ ଟ୍ରେନିଂ, ପ୍ରସ୍ତୁତି ଓ...

ହେବନି ଛାତ୍ର ସଂସଦ ନିର୍ବାଚନ, ବିରୋଧ ତେଜିଲା

ଭୁବନେଶ୍ୱର, ୧୪।୯(ଅସମାପିକା ସାହୁ)ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ କଥା ଉଲ୍ଲେଖ କରାଯାଇନାହିଁ। ଫଳରେ ରାଜ୍ୟରେ ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ ନ ହେବା ସ୍ପଷ୍ଟ ହୋଇଛି। ଏହାପରେ ବିରୋଧ ଓ ପ୍ରତିବାଦ...

ଲାଇଫ୍‌ ଜ୍ୟାକେଟ୍‌ ବିନା ନୌଚଳାଚଳ

କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ଏବଂ ୨୭ ନାଳ ରହିଛି। ଏହି ସବୁ ନଦୀ, ନାଳ ଘେରରେ ଥିବା ୧୭ ପଞ୍ଚାୟତକୁ ସଂଯୋଗ ପାଇଁ ସେତୁ ନାହିଁ। ଡଙ୍ଗା ଦ୍ୱାରା ଯାତାୟାତ ଚାଲିଛି। ସେହି ପରିମାଣରେ ଡଙ୍ଗାବୁଡ଼ି ଘଟଣା ବାରମ୍ବାର...

ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩ା୯(ଅନିଲ ଦାସ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଏବଂ ଛତିଶଗଡ଼ରେ ପ୍ରବଳ...

ଯଯାତି କେଶରୀଙ୍କ ନାମରେ ନାମିତ ହେବ ଯାଜପୁର ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ

ଭୁବନେଶ୍ୱର,୧୩ା୯(ଅସମାପିକା ସାହୁ): ଯାଜପୁର ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ଯଯାତି କେଶରୀଙ୍କ ନାମରେ ନାମିତ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି। ନିକଟରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଗସ୍ତ ସମୟରେ ଯାଜପୁରବାସୀ...

ଜୁଲୁସ୍‌ରେ ବାହାରିବ ୬୦ ମେଢ଼

ଭଦ୍ରକ,୧୨।୯(ସନାତନ ରାଉତ): ବଡ଼ ସରକାର ବାବାଙ୍କ ଉର୍ସ ଉତ୍ସବ ଓ ପ୍ରଫେଟ୍‌ ମହମ୍ମଦଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରଶାସନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଏଥିରେ ଅଧ୍ୟକ୍ଷତା କରିଥିଲେ। ଏସ୍‌ପି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri