ରାଜ୍ୟ

ସରକାରୀ କ୍ୱାର୍ଟର୍ସରୁ ଖସିଲା ପ୍ଲାଷ୍ଟର: ରାଜସ୍ବ ନିରୀକ୍ଷକ ଗୁରୁତର

ମୋରଡା,୨୫।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଗଡ଼ିଗାଁ ପଞ୍ଚାୟତରେ ଥିବା ସରକାରୀ କ୍ୱାର୍ଟର୍ସ ଛାତର ପ୍ଲାଷ୍ଟର ଖସି ଗଡିଗାଁ ରାଜସ୍ବ ନିରୀକ୍ଷକ ଗୁରତର ଆହତ ହୋଇଛନ୍ତି l ମିଳିଥିବା ସୂଚନା ମୁତାବକ, ରାଜସ୍ବ ନିରୀକ୍ଷକ ସେବତୀ କିସ୍କୁ...

ବିଧାୟକ ପ୍ରଦୀପଙ୍କ ଗାଡ଼ି ଉପରକୁ ଅଣ୍ଡା, ପଥର ମାଡ଼

ଗୋପାଳପୁର,୨୫।୮(ନବୀନରାଜ ଆଚାରୀ): ବ୍ରହ୍ମପୁର ନିକଟସ୍ଥ ୧୬ ନଂ. ଜାତୀୟ ରାଜପଥ ଲାଞ୍ଜିପଲ୍ଲୀ ନିକଟରେ ଶୁକ୍ରବାର ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସମର୍ଥକ ଏବଂ ବିଜେଡି କର୍ମୀ ମୁହାଁମୁହିଁ ହୋଇଛନ୍ତି। ପୋଲିସ ଉପସ୍ଥିତିରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଏପରିକି ପ୍ରଦୀପଙ୍କ...

ବିଏମ୍‌ସି ପାଇଁ ୪୧୬ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୮(ଅସମାପିକା ସାହୁ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ରାଜ୍ୟର ସବୁଠାରୁ ବୃହତ ସ୍ବାୟତ୍ତ ଶାସନ ଅନୁଷ୍ଠାନ। ରାଜ୍ୟର ରାଜଧାନୀ ତଥା ଏକ ଆଧୁନିକ ସହର ଭାବେ ଭୁବନେଶ୍ୱରର ପରିଚୟକୁ ଆହୁରି ସୁଦୃଢ କରିବା ସହିତ ଏହି ଐତିହ୍ୟ ସମ୍ପନ୍ନ ସହରର...

ଓଡ଼ିଶାର କଳା, ସଂସ୍କୃତି, ପାରମ୍ପରିକ ଖାଦ୍ୟକୁ ଉଚ୍ଚପ୍ରଶଂସା

ଭୁବନେଶ୍ୱର,୨୫ା୮(ଅନିଲ ଦାସ):ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ସେଫ୍‌, ଉଦ୍ୟୋଗୀ ତଥା ଲେଖକ ବିକାଶ ଖାନ୍ନା ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍‌ଫରେନ୍ସ ଜରିଆରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ଖାନ୍ନା ଓଡ଼ିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ...

ଗୌରବ ବଢ଼ାଇଲେ ଓଡ଼ିଆ ବୈଜ୍ଞାନିକ

ଭୁବନ/ତାଳଚେର/କେନ୍ଦୁଝର/ ପଟ୍ଟାମୁଣ୍ଡାଇ/ବ୍ରହ୍ମପୁର, ୨୫।୮(ବିପିନ ବିହାରୀ ସେଠୀ/ମନୋଜ ନନ୍ଦ/ନରେଶ ଚନ୍ଦ୍ର ପଟ୍ଟନାୟକ/କଳ୍ପତରୁ ନାୟକ/ ସ୍ମୃତିରଞ୍ଜନ ମହାଲିକ): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ‘ଚନ୍ଦ୍ରାୟନ-୩’ ମିଶନ ସଫଳ ହେବା ପରେ ଚନ୍ଦ୍ରର ଦକ୍ଷିଣ ମେରୁରେ ୧୪ ଦିନିଆ ଅଭିଯାନ ଆରମ୍ଭ କରିଛି...

ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ‘ପ୍ରତୀକ୍ଷା’

ଭୁବନେଶ୍ୱର,୨୪।୮(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ଏଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛି। ଫିଚର ଫିଲ୍ମ ବର୍ଗରେ ଏହା ମନୋନୀତ ହୋଇଥିବାବେଳେ ନନ୍‌ ଫିଚର ଫିଲ୍ମ ବର୍ଗର ସ୍ପେଶାଲ ମେନ୍‌ସନ୍‌ରେ ଅନ୍ୟତମ ଓଡ଼ିଆ ଚଳଚ୍ଚିତ୍ର ‘ଦ ହିଲିଙ୍ଗ...

୩୦ ଯାଏ ବର୍ଷା ନାହିଁ: ୨ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର,୨୫ା୮(ଅନିଲ ଦାସ):ଚଳିତ ବର୍ଷ ମୌସୁମୀ ଧୋକା ଦେଇଛି। ରାଜ୍ୟରେ ଏହା ସ୍ବାଭାବିକ ହେଉନାହିଁ। ୧୧ ଜିଲାରେ ନିଅଣ୍ଟିଆ ପରିସ୍ଥିତି। ନିକଟରେ ରାଜ୍ୟକୁ ଆଉ ବଡ଼ ବର୍ଷାର କୌଣସି ସୂଚନା ନ ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଚାଷ କେମିତି...

ବିନା ଅନୁମତି ଯୋଗୁ ବାହାନଗା ଦୁର୍ଘଟଣା

ନୂଆଦିଲ୍ଲୀ,୨୫ା୮(ପି.ଟି.):ବାଲେଶ୍ୱର ଜିଲା ବାହାନଗା ବଜାର ରେଳ ଷ୍ଟେଶନ ନିକଟ ଲେଭଲ କ୍ରସିଂରେ ମରାମତି କାର୍ଯ୍ୟ ପୂର୍ବରୁ ବରିଷ୍ଠ ଡିଭିଜନାଲ ଏବଂ ଟେଲିକମ୍‌ ଇଞ୍ଜିନିୟରଙ୍କ ଅନୁମତି ନିଆଯାଇ ନ ଥିଲା। ଏପରି କି ଏଥିପାଇଁ କୌଣସି ସର୍କିଟ୍‌ ଡାଏଗ୍ରାମକୁ ମଧ୍ୟ ଅନୁମୋଦନ...

ଏନର୍ଜି ଅଡିଟର ନିଯୁକ୍ତ କରିବ ବିଏମ୍‌ସି

ଭୁବନେଶ୍ୱର, ୨୫।୮(ବନ୍ଦନା ସେଠୀ): ଶକ୍ତି ସଞ୍ଚୟ ନାମରେ ବିଏମ୍‌ସିରେ ହରିଲୁଟ୍‌ ଚାଲିଛି। ଏନେଇ ନିୟୋଜିତ ସଂସ୍ଥାକୁ କେହି ଜଗିବାକୁ ନ ଥିବାରୁ ସେମାନେ ମନଇଚ୍ଛା କାମ କରୁଛନ୍ତି। ଦୀର୍ଘ ୧୦ବର୍ଷ ଧରି ବିଏମ୍‌ସିରେ ଇଣ୍ଡିପେଣ୍ଡେଣ୍ଟ ଏନର୍ଜି ଅଡିଟର ନିଯୁକ୍ତ ନ...

ହୃଷୀଙ୍କ ଯୋଗଦାନ କଂଗ୍ରେସକୁ ସୁଦୃଢ କରିବ: ନିରଞ୍ଜନ

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର କଲ୍ୟାଣ ମଣ୍ଡପରେ ଗୁରୁବାର ପାଟଣା ନିର୍ବାଚନ ମଣ୍ଡଳସ୍ତରୀୟ ମହାମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ମିଶ୍ରଣ ପର୍ବ ପୂର୍ବରୁ ରାଜ୍ୟ ନେତୃତ୍ୱଙ୍କୁ ରାଜନଗର ଛକରୁ ଏକ ବିରାଟ ପଟୁଆରରେ ରାଜଗର...

ଅପରାଧୀ ପିନୁଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪।୮(ଅଜିତ ମହାନ୍ତି): ପୁରୀ,୨୪।୮(ଅଜିତ ମହାନ୍ତି): ପୁରୀ ବାସେଳି ସାହି ଥାନା ଅନ୍ତର୍ଗତ ଶଙ୍କରେଶ୍ୱର ମନ୍ଦିର ନିକଟ ଜଙ୍ଗଲରେ ଗୁରୁବାର ଏନ୍‌କାଉଣ୍ଟର ହୋଇଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ପିନୁ ବରାଳ ଗୁରୁତର ଆହତ ହୋଇଛନ୍ତି। ପିନୁଙ୍କ ବାମ ଗୋଡ଼ରେ ଗୁଳି...

ବ୍ୟାନର ମାରି ମନ୍ତ୍ରୀ, ପୂର୍ବତନ ଏମ୍‌ପି, ବିଜେଡି ସଭାପତିଙ୍କୁ ଧମକ ଦେଲେ ମାଓବାଦୀ

ରାୟଗଡ଼ା,୨୪ା୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଓ କନ୍ଧମାଳ ସୀମାନ୍ତରେ ମାଓବାଦୀ ବ୍ୟାନର ମାରିଛନ୍ତି। ରାୟଗଡା ଜିଲା କାଶୀପୁର ବ୍ଲକର ସୁଙ୍ଗେରୁ ପଞ୍ଚାୟତର ୨୧ ଜଣଙ୍କୁ ପୋଲିସ ଗିରଫ କରିବା ନେଇ ମାଓବାଦୀମାନେ ପ୍ରତିକ୍ରିୟା ରଖିଛନ୍ତି। ସେଥିପାଇଁ ବିଜେଡିର ତୁଙ୍ଗ ନେତା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri