ରାଜ୍ୟ

ବିନା ଅନୁମତି ଯୋଗୁ ବାହାନଗା ଦୁର୍ଘଟଣା

ନୂଆଦିଲ୍ଲୀ,୨୫ା୮(ପି.ଟି.):ବାଲେଶ୍ୱର ଜିଲା ବାହାନଗା ବଜାର ରେଳ ଷ୍ଟେଶନ ନିକଟ ଲେଭଲ କ୍ରସିଂରେ ମରାମତି କାର୍ଯ୍ୟ ପୂର୍ବରୁ ବରିଷ୍ଠ ଡିଭିଜନାଲ ଏବଂ ଟେଲିକମ୍‌ ଇଞ୍ଜିନିୟରଙ୍କ ଅନୁମତି ନିଆଯାଇ ନ ଥିଲା। ଏପରି କି ଏଥିପାଇଁ କୌଣସି ସର୍କିଟ୍‌ ଡାଏଗ୍ରାମକୁ ମଧ୍ୟ ଅନୁମୋଦନ...

ଏନର୍ଜି ଅଡିଟର ନିଯୁକ୍ତ କରିବ ବିଏମ୍‌ସି

ଭୁବନେଶ୍ୱର, ୨୫।୮(ବନ୍ଦନା ସେଠୀ): ଶକ୍ତି ସଞ୍ଚୟ ନାମରେ ବିଏମ୍‌ସିରେ ହରିଲୁଟ୍‌ ଚାଲିଛି। ଏନେଇ ନିୟୋଜିତ ସଂସ୍ଥାକୁ କେହି ଜଗିବାକୁ ନ ଥିବାରୁ ସେମାନେ ମନଇଚ୍ଛା କାମ କରୁଛନ୍ତି। ଦୀର୍ଘ ୧୦ବର୍ଷ ଧରି ବିଏମ୍‌ସିରେ ଇଣ୍ଡିପେଣ୍ଡେଣ୍ଟ ଏନର୍ଜି ଅଡିଟର ନିଯୁକ୍ତ ନ...

ହୃଷୀଙ୍କ ଯୋଗଦାନ କଂଗ୍ରେସକୁ ସୁଦୃଢ କରିବ: ନିରଞ୍ଜନ

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର କଲ୍ୟାଣ ମଣ୍ଡପରେ ଗୁରୁବାର ପାଟଣା ନିର୍ବାଚନ ମଣ୍ଡଳସ୍ତରୀୟ ମହାମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ମିଶ୍ରଣ ପର୍ବ ପୂର୍ବରୁ ରାଜ୍ୟ ନେତୃତ୍ୱଙ୍କୁ ରାଜନଗର ଛକରୁ ଏକ ବିରାଟ ପଟୁଆରରେ ରାଜଗର...

ଅପରାଧୀ ପିନୁଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪।୮(ଅଜିତ ମହାନ୍ତି): ପୁରୀ,୨୪।୮(ଅଜିତ ମହାନ୍ତି): ପୁରୀ ବାସେଳି ସାହି ଥାନା ଅନ୍ତର୍ଗତ ଶଙ୍କରେଶ୍ୱର ମନ୍ଦିର ନିକଟ ଜଙ୍ଗଲରେ ଗୁରୁବାର ଏନ୍‌କାଉଣ୍ଟର ହୋଇଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ପିନୁ ବରାଳ ଗୁରୁତର ଆହତ ହୋଇଛନ୍ତି। ପିନୁଙ୍କ ବାମ ଗୋଡ଼ରେ ଗୁଳି...

ବ୍ୟାନର ମାରି ମନ୍ତ୍ରୀ, ପୂର୍ବତନ ଏମ୍‌ପି, ବିଜେଡି ସଭାପତିଙ୍କୁ ଧମକ ଦେଲେ ମାଓବାଦୀ

ରାୟଗଡ଼ା,୨୪ା୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଓ କନ୍ଧମାଳ ସୀମାନ୍ତରେ ମାଓବାଦୀ ବ୍ୟାନର ମାରିଛନ୍ତି। ରାୟଗଡା ଜିଲା କାଶୀପୁର ବ୍ଲକର ସୁଙ୍ଗେରୁ ପଞ୍ଚାୟତର ୨୧ ଜଣଙ୍କୁ ପୋଲିସ ଗିରଫ କରିବା ନେଇ ମାଓବାଦୀମାନେ ପ୍ରତିକ୍ରିୟା ରଖିଛନ୍ତି। ସେଥିପାଇଁ ବିଜେଡିର ତୁଙ୍ଗ ନେତା...

ନୃସିଂହନାଥ ମନ୍ଦିରରୁ ଦାନବାକ୍ସ ନେଇଗଲେ ଦୁର୍ବୃତ୍ତ

ପାଇକମାଳ,୨୪ା୮(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ନୃସିଂହନାଥ ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରର ରହିଥିବା ଦାନବାକ୍ସ ନେଇଯାଇଛନ୍ତି। ସେଠାରେ ଥିବା ବଡ଼ ଦାନବାକ୍ସ ଭାଙ୍ଗି ସବୁ ଟଙ୍କା ନେଇ ଯାଇଛନ୍ତି। ଚାଳଧାର ପଟେ...

ହାତୀ ନେଲା ଦୁଇ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରେ ବସିଲେ ଲୋକେ

ଅନୁଗୋଳ,୨୪ା୮(ଅମିତ କୁମାର ସାମଲ): ହାତୀ ଆକ୍ରମଣରେ ଦୁଇ ଜଣଙ୍କ ଜୀବନ ଯାଇଛି। ମୃତକ ଦ୍ୱୟ ହେଲେ ଅନୁଗୋଳ ବନଖଣ୍ଡ ପାତେଳି ଗାଁର ଶଙ୍କର ବିଶ୍ୱାଳ ଓ ଝିଲି ମାଝି। ତେବେ ପ୍ରତିବାଦରେ ଅନୁଗୋଳ-ବନ୍ତଳା ରାସ୍ତାକୁ ଉତ୍ତ୍ୟକ୍ତ ଲୋକେ ଅବରୋଧ କରିଛନ୍ତି।...

ବନଖଣ୍ଡ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରାୟଗଡ଼ା,୨୪ା୮(ଆଶିଷ ରଞ୍ଜନ ପଣ୍ଡା): ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ବନଖଣ୍ଡ ଅଧିକାରୀ ବିଜୟ କୁମାର ପରିଡ଼ାଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ କରିଛି। ଭିଜିଲାନ୍ସ ଡିଏସ୍‌ପି ସନ୍ଧ୍ୟାରାଣୀ ସାହୁଙ୍କ ନେତୃତ୍ୱରେ ୫ ଜଣିଆ ଟିମ୍‌ ଚଢ଼ାଉ କରିଛନ୍ତି। ରାୟଗଡ଼ା...

ଅବହେଳିତ ଅବସ୍ଥାରେ ବ୍ରିଟିଶ ଅମଳର ବିଦ୍ୟାଳୟ, ଗୋଟିଏ କୋଠରିରେ ପଢୁଛନ୍ତି ୩ ଶ୍ରେଣୀ ପିଲା

ରାୟଗଡ଼ା,୨୪।୮(ଭାଗ୍ୟଶ୍ରୀ ମିଶ୍ର): ପିଲାଙ୍କ ଗୁଣାତ୍ମକ ଶିକ୍ଷା ପାଇଁ ରାଜ୍ୟ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ଅନେକ ସ୍ଥାନରେ ଏହାର ସୁଫଳ ପହଞ୍ଚତ୍ ପାରୁ ନ ଥିବା ଅଭିଯୋଗ ହେଉଛି।...

ସରକାରୀ ଜମିରେ ନିର୍ମାଣ ହେଉଛି ଆବାସ

କୋରୁକୋଣ୍ଡା ୨୪ା୮(ଅବିନାଶ ବେହେରା): ସରକାରଙ୍କ ପ୍ରତିଶ୍ରୁତି ଅନୁଯାୟୀ ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ହିତାଧିକାରୀଙ୍କୁ ଯୋଗାଇ ଦିଆଯାଉଛି  ପ୍ରଧାନମନ୍ତ୍ରୀ ଆବାସ ଯୋଜନା। କିନ୍ତୁ କେତେକ ସ୍ଥାନରେ  ନିୟମ ଉଲ୍ଲଂଘନ କରାଯାଉଥିବା ନଜିର ରହିଛି। ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ...

୫ ଜିଲାରେ ଖୁବ୍‌ଶୀଘ୍ର ଇ-ବସ୍‌ ସେବା

ଭୁବନେଶ୍ୱର, ୨୪।୮(ସୁନିତ୍‌ ମିଶ୍ର)କ୍ୟାପିଟାଲ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍ସପୋର୍ଟ(କ୍ରୁଟ୍‌)ର ୪୪ତମ ବୋର୍ଡ ବୈଠକ ରାଜ୍ୟ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ତଥା କ୍ରୁଟ୍‌ ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେନ୍ଦୁଝର ଜିଲାରେ ତୁରନ୍ତ ‘ମୋ ବସ୍‌’ ସେବା ଆରମ୍ଭ...

ରାତିରେ ଖୋଲିବ ନନ୍ଦନକାନନ

ଭୁବନେଶ୍ୱର,(ଅସମାପିକା ସାହୁ)/ ବାରଙ୍ଗ,୨୪।୮(ଲିଙ୍ଗରାଜ ରାଉତ)ନନ୍ଦନକାନନ କର୍ତ୍ତୃପକ୍ଷ ପର୍ଯ୍ୟଟକଙ୍କ ପାଇଁ ରାତିରେ ନନ୍ଦନକାନନ ଖୋଲିବାକୁ ନେଇ ଯୋଜନା କରିଛନ୍ତି। ବର୍ତ୍ତମାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଖୋଲା ରହୁଛି। କିନ୍ତୁ ଖୁବ୍‌ଶୀଘ୍ର ରାତିରେ ବି ନନ୍ଦନକାନନ ବୁଲିବାର ମଜା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri