ରାଜ୍ୟ

ଆଲୋଚନା ପରେ ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର,୧୯।୮(ଅନୁରାଧା ମହାରଣା): ୩ଦିନ ଧରି ୫୦ହଜାରରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ, ଶିକ୍ଷକ ଓ ଶିକ୍ଷା କର୍ମଚାରୀ ନିଜର ଅଧିକାର ପାଇବା ପାଇଁ ରାଜଧାନୀର ରାଜରାସ୍ତାରେ ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଦ୍ୟାଳୟ ଛାଡ଼ି ଶିକ୍ଷକ ରାଜରାସ୍ତାରେ ଶୋଉଥିବାବେଳେ ସରକାର ସେମାନଙ୍କ...

ରେଳ ଟ୍ରାକ୍‌ରେ ହାତୀ ମୃତ୍ୟୁ ରୋକିବ ଆଇଡିଏସ୍‌

ଭୁବନେଶ୍ୱର,୧୯।୮(ଅଭିଜିତ ଦାସ): ରାଜ୍ୟରେ ଅନେକ ସମୟରେ ଟ୍ରେନ୍‌ ଧକ୍କାରେ ବହୁ ହାତୀଙ୍କ ମୃତ୍ୟୁ ଘଟୁଛି। ରାଜ୍ୟ ବନ ବିଭାଗ ତଥ୍ୟ ଅନୁଯାୟୀ ୨୦୧୨-୧୩ରୁ ୨୦୨୧-୨୨ ପର୍ଯ୍ୟନ୍ତ ଟ୍ରେନ୍‌ ଧକ୍କାରେ ୩୦ ହାତୀଙ୍କ ମୃତ୍ୟୁ ହୋଇଛି। ୨୦୨୧-୨୨ ରେ ୩ଟି ଓ...

‘ଗଦର-୨’ରେ ଓଡ଼ିଶାର ବରୁଣ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): ବଲିଉଡ ଚଳଚ୍ଚିତ୍ର ‘ଗଦର-୨’ରେ ଫଲି ରେକର୍ଡିଷ୍ଟ ଭାବେ ପ୍ରସିଦ୍ଧି ଲାଭ କରିଛନ୍ତି ଓଡ଼ିଆ ପୁଅ ତଥା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବରୁଣ ମାଲବିଶୋଇ। ସେ ଓଡ଼ିଆ ଫିଲ୍ମ ‘ଦମନ’ ସମେତ ବହୁ ଭାଷାରେ ମଧ୍ୟ ଫଲି ରେକର୍ଡିଷ୍ଟ...

୪ ଶିକ୍ଷୟିତ୍ରୀ ଶିକ୍ଷକ ଚାକିରିରୁ ବହିଷ୍କୃତ

ବଲାଙ୍ଗୀର, ୧୯ା୮(ବୀରେନ୍ଦ୍ର କୁମାର ଝାଙ୍କର): ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିବା ୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ବଲାଙ୍ଗୀର ଶିକ୍ଷା ବିଭାଗ ପକ୍ଷରୁ ଉପରୋକ୍ତ ୪ ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଶୁକ୍ରବାର ଚାକିରିରୁ ବହିଷ୍କୃତ କରାଯାଇଥିବା ଜିଲା ଶିକ୍ଷା...

ପାଣି ପାଇପ୍‌ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ

ସମ୍ବଲପୁର,୧୮ା୮(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଜିଲା ହୀରାକୁଦ ଥାନା ଅଞ୍ଚଳରେ ଆରଡବ୍ଲ୍ୟୁଏସ୍‌ଏସ୍‌ ପକ୍ଷରୁ ବିଛା ଯାଇଥିବା ପାଣି ପାଇପ୍‌ ଚୋରି ର଼୍ୟାକେଟର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ୯ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ହୀରାକୁଦର ବସୁଦେବ ଓରାମ,...

ଚାଉଳ ବୋଝେଇ ଟ୍ରକକୁ ଧରିଲା ପୋଲିସ

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟାରୁ ଏକ ଚାଉଳ ବୋଝେଇ ଟ୍ରକକୁ(ନଂ. ଓଡି୧୫ସି-୪୦୬୨) ଲୋଇସିଂହା ପୋଲିସ ଶୁକ୍ରବାର ଜବତ କରିଛି। ହରଭଙ୍ଗା ଅଞ୍ଚଳରୁ ପଦ୍ମପୁର ଅଞ୍ଚଳକୁ ଯାଉଥିବା ଉକ୍ତ ଟ୍ରକରେ ୩୮୦ ପ୍ୟାକେଟ ଚାଉଳ ଥିବା...

ଭଡ଼ା ଘରେ ଚାଲିଥିଲା ଅଙ୍ଗନଓ୍ବାଡି: ଟଙ୍କା ନ ଦେବାରୁ କେନ୍ଦ୍ରରେ ପକାଇଲେ ତାଲା

ରାଉରକେଲା,୧୮ା୮(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରାଞ୍ଚଳରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକରେ ଭିତ୍ତିଭୂମିର ଅଭାବ ରହିଛି। ଫଳରେ ସରକାରଙ୍କ ଲକ୍ଷ୍ୟ ସାଧନ ହୋଇପାରୁନାହିଁ। ରାଉରକେଲା ସହରରେ ୧୬୦ଟି ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ସେଥିମଧ୍ୟରୁ ୧୦୭ଟି କେନ୍ଦ୍ର ଭଡା ଘରେ ଚାଲିଥିବା ବେଳେ...

ଭତ୍ତା ପାଇଁ ଟ୍ରଲିରେ ବୁହାହେଲେ

ପାରଳାଖେମୁଣ୍ଡି,୧୮।୮(ଗିରିଧାରୀ ପରିଛା): ଭତ୍ତା ଟଙ୍କା ସିଧାସଳଖ ବ୍ୟାଙ୍କ ଖାତାକୁ ଟ୍ରାନ୍ସଫର ବ୍ୟବସ୍ଥା ବନ୍ଦ କରି ହିତାଧିକାରୀଙ୍କ ହାତରେ ଭତ୍ତା ଦେବା ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଯେଉଁ ହିତାଧିକାରୀ ଚାଲି ପାରୁନାହାନ୍ତି ସେମାନଙ୍କୁ ଘରେ ଭତ୍ତା ଟଙ୍କା ଦିଆଯିବା ବ୍ୟବସ୍ଥା...

ବିଏସ୍‌କେଓ୍ବାଇରେ ଅନ୍ତର୍ଭୁକ୍ତ ହୋଇ ଚିକିତ୍ସା ହେଲେ ସନ୍ଦୀପ

ଭୁବନେଶ୍ୱର,୧୮ା୮(ଅସମାପିକା ସାହୁ): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ନୂଆ ସୁଙ୍ଗୁଡ଼ା ଗ୍ରାମର ସନ୍ଦୀପ ଜେନାଙ୍କ ଅସୁସ୍ଥତା କଥା ଗଣମାଧ୍ୟମରୁ ଜାଣିବା ମାତ୍ରେ ରାଜ୍ୟ ବି.ଏସ୍‌.କେ.ଓ୍ବାଇ. ଟିମ୍‌ ପକ୍ଷରୁ ତାଙ୍କର ଚିକିତ୍ସା ସହାୟତା ନିମନ୍ତେ ତ୍ୱରିତ ପଦକ୍ଷେପ ନିଆଯାଇଥିଲା। ଇତିମଧ୍ୟରେ...

ଅନୁଗୋଳ ଅତିରିକ୍ତ ଏସ୍‌ପିଙ୍କ ଅକାଳ ବିୟୋଗ

ଅନୁଗୋଳ,୧୮ା୮(ଅମିତ କୁମାର ସାମଲ): ଅନୁଗୋଳ ଜିଲାର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁରେଶ ଚନ୍ଦ୍ର ପାଣିଗ୍ରାହୀ (୫୮)ଙ୍କ ଗୁରୁବାର ସକାଳେ ହୃଦ୍‌ଘାତରେ ଅକାଳ ବିୟୋଗ ଘଟିଛି। ବଜାରରୁ ଫେରି ଘରେ କିଛି କାମ କରୁଥିବା ବେଳେ ତାଙ୍କର ବାନ୍ତି ହୋଇଥିଲା। ଏହାପରେ...

ମାଓବାଦୀଙ୍କ ହିଂସା ଯୋଜନା ପଣ୍ଡ: ରେଳଧାରଣା ନିକଟରୁ ମିଳିଲା ଲ୍ୟାଣ୍ଡମାଇନ୍‌

ଟେନ୍‌ସା,୧୮ା୮(ଡି.ଏନ୍‌.ଏ.): ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ଥମୁନି ମାଓବାଦୀ ହିଂସା। ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ଅନ୍ତର୍ଗତ ଟୋପାଡିହିରେ ମାଓବାଦୀଙ୍କ ବଡ଼ଧରଣର ହିଂସାକାଣ୍ଡ ଯୋଜନା ପଣ୍ଡ ହୋଇଯାଇଛି। ଟୋପାଡିହି ରେଳଷ୍ଟେଶନ ରେଳଧାରଣା ପାଶର୍‌ବରୁ ଡିଭିଏଫ୍‌ ଯବାନମାନେ ୧୦ କେଜିରୁ ଅଧିକ ଓଜନର ଲ୍ୟାଣ୍ଡମାଇନ...

ଗଣମାଧ୍ୟମ ଗଣତନ୍ତ୍ରର ଜଗୁଆଳି

ବାଲେଶ୍ୱର,୧୮।୮(ମାନସ ବିଶ୍ୱାଳ): ଗଣତନ୍ତ୍ରର ମୁଖ୍ୟ ସ୍ତମ୍ଭ ହେଉଛି ଗଣମାଧ୍ୟମ ଓ ଯୁବପିଢ଼ି। ‘ଧରିତ୍ରୀ’ ଖବରକାଗଜ ରାଜ୍ୟର ଏକ ଶକ୍ତିଶାଳୀ ସ୍ବର ଭାବେ ପ୍ରତିପାଦିତ ହୋଇଛି। ସଭ୍ୟତା ଆରମ୍ଭରୁ ପୃଥିବୀ ଯେତେ ପ୍ରକାର ଶାସନ ବ୍ୟବସ୍ଥାକୁ ଆପଣାଇଛି, ସେଥିମଧ୍ୟରୁ ଗଣତନ୍ତ୍ର ହେଉଛି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri