ରାଜ୍ୟ

ସ୍କିଲ୍ଡ ଇନ୍‌ ଓଡ଼ିଶା ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର, ୮ା୮(ଅସମାପିକା ସାହୁ): ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଆଇଟିଆଇ ଛାତ୍ରୀଛାତ୍ରଙ୍କ ଦ୍ୱାରା ଖାରବେଳ ଭବନ ପରିସରରେ ସ୍କିଲ୍ଡ ଇନ୍‌ ଓଡ଼ିଶା ପ୍ରଦର୍ଶନୀ ‘ବର୍ଜ୍ୟବସ୍ତୁରୁ ସମ୍ପଦ’ ଆରମ୍ଭ ହୋଇଛି। ସୋମବାର ପଶ୍ଚିମ ଓଡିଶା ବିକାଶ ପରିଷଦ...

ମୌସୁମୀ ନିଷ୍କ୍ରିୟ, କମିଲା ବର୍ଷା

ଭୁବନେଶ୍ୱର,୮ା୮(ଅନୁରାଧା ମହାରଣା): ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ସହ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଗତ...

ରତ୍ନଭଣ୍ଡାର ତୁରନ୍ତ ମରାମତି ଜରୁରୀ: ଏଏସ୍‌ଆଇ

କଟକ,୮ା୮(କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ଜରୁରୀ ବୋଲି ସୋମବାର ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଇଛି ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ (ଏଏସ୍‌ଆଇ)। ୨୦୧୮ରେ ଶେଷଥର ପାଇଁ ରତ୍ନଭଣ୍ଡାରର ଅନୁଧ୍ୟାନ ହୋଇଥିଲା ବୋଲି ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ଥିବା...

୧୦ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୭।୮(ଅନୁରାଧା ମହାରଣା): ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ସହ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହ ରାଜ୍ୟର କେତେକ ସ୍ଥାନରେ ବର୍ଷା ରେକର୍ଡ଼ କରାଯାଇଛି। ଗତ ୨୪...

ମିଟର ରିଡିଂ ଅଧିକ ଆସିବାରୁ ବିଦ୍ୟୁତ୍‌ କର୍ମଚାରୀଙ୍କୁ ହତ୍ୟା କଲେ ଉପଭୋକ୍ତା

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀନରେ କାର୍ଯ୍ୟରତ ଗାଲେରୀର ଜଣେ କର୍ମଚାରୀଙ୍କୁ ସୋମବାର ଅତି ନିର୍ମମ ଭାବେ କୁପାଟି ଗ୍ରାମରେ ହତ୍ୟା କରାଯାଇଛି। ମୃତ କର୍ମଚାରୀ ଜଣଙ୍କ ହେଲେ ଗାଲେରୀର ଲକ୍ଷ୍ମୀନାରାୟଣ ତ୍ରିପାଠୀ (୫୨)। ମିଟର...

ୟୁନିୟନ ବ୍ୟାଙ୍କ ଡକାୟତି ମାମଲା: ମାଷ୍ଟରମାଇଣ୍ଡଙ୍କୁ ଧରିଲା ପୋଲିସ

ବାଲେଶ୍ୱର,୭।୮(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚନ୍ଦନେଶ୍ୱର ୟୁନିୟନ ବ୍ୟାଙ୍କ ଡକାୟତି ମାମଲା ବାଲେଶ୍ୱର ପୋଲିସକୁ ବଡ଼ ସଫଳତା ମିଳିଛି। ପଶ୍ଚିମବଙ୍ଗ ଚବିଶପ୍ରଗଣା ଅଞ୍ଚଳରୁ ପୋଲିସ ଡକାୟତି ମାମଲାର ମାଷ୍ଟରମାଇଣ୍ଡକୁ ଗିରଫ କରିଛି। ଏପରିକି ପୋଲିସ ଅଭିଯୁକ୍ତଙ୍କଠାରୁ ୮୫୪ ଗ୍ରାମ ସୁନା...

୨୦୧୯ର ଦ୍ୱିତୀୟ ରନର୍ସ ଅପ୍‌ ଏଥରର ୱିନର୍‌

ଭୁବନେଶ୍ୱର,୭ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦୁଇଦିନିଆ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ‘ମେଟଲ୍‌ ମିଟ୍‌ ୨୦୨୩’ ରବିବାର ଶେଷ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ୍‌ଠାରେ ଚାଲିଥିବା ଏହି ପ୍ରତିଯୋଗିତାରେ ଜୁନିୟର ବର୍ଗରେ କଟକ ସିଡିଏ...

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ

କଟକ,୭ା୮: ସୋମବାର ପ୍ରକାଶ ପାଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ। ଫର୍ମପୂରଣ କରିଥିବା ୧୩୧୦ ପିଲାଙ୍କ ମଧ୍ୟରୁ ୪୩୩ ଜଣ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ରାଜ୍ୟ ମୁକ୍ତ ବିଦ୍ୟାଳୟର ୮୧୯୫ ଛାତ୍ରୀଛାତ୍ର ମଧ୍ୟରୁ  ୬୬୭୮ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ପରୀକ୍ଷା ରେଜଲ୍ଟ...

ଜଗା ଦର୍ଶନ କରି ଫେରୁଥିବା ବେଳେ ଓଲଟିଲା କାର୍‌

ପଟାଙ୍ଗି,୭ା୮(ଶରତ ଧଳ): ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରି ଘରକୁ ଫେରୁଥିବା ସମୟରେ ବାଟରେ ଘଟିଛି ଏକ ଅଘଟଣ। ମାତ୍ର ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ କାହାରି କିଛି କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ଏହି ଘଟଣା ଦେଖିବାକୁ ମିଳିଛି କୋରାପୁଟ...

ସାଳନ୍ଦୀ ନଦୀରେ ଭାସିଗଲେ ଦୁଇ କାଉଡ଼ିଆ

ଖଇରା,୭ା୮(ଉତ୍କଳବନ୍ଧୁ ପଣ୍ଡା): ଅଣିଜସ୍ଥିତ ସିନ୍ଧୁକେଶ୍ବର ଶିବ ମନ୍ଦିରରେ ପାଣି ଢାଳିବାକୁ ସାଳନ୍ଦୀରେ ଗାଧୋଇବାକୁ ଯାଇ ସୋମବାର ୨ କାଉଡ଼ିଆ ନିଖୋଜ ହୋଇ ଯାଇଛନ୍ତି। ନିଖୋଜ ଦ୍ବୟ ହେଲେ ଖଇରା ବ୍ଲକ ସାନଜୟୀପୁର ଗ୍ରାମର ରାଜେନ୍ଦ୍ର ସାହୁ (୨୨) ଓ କାଠିଆ...

ହୋଟେଲରୁ ଭଦ୍ରକ ଯୁବତୀଙ୍କ ଝୁଲନ୍ତା ମୃତଦେହ ମିିଳିବା ଘଟଣା: ସିସିଟିଭି କ୍ୟାମେରାରେ ଲୁଚିଛି ସତ

ଭୁବନେଶ୍ୱର,୭।୮(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ କଟକ ରୋଡ୍‌ରେ ଥିବା ଦୀପାଳି ହୋଟେଲ ଆଣ୍ଡ୍‌ ବାର୍‌ର ଏକ ରୁମ୍‌ରୁ ଭଦ୍ରକ ଯୁବତୀ ଶୁଭଲକ୍ଷ୍ମୀ ସାହୁ (୧୮)ଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ରହସ୍ୟ ଲାଗି ରହିଛି। ୨୪ ଘଣ୍ଟାରୁ...

ଜିଲା ମତ୍ସ୍ୟ ଅଧିକାରୀଙ୍କ ଜାଲ୍‌ ଦସ୍ତଖତ କରି ୧୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିଥିଲେ କିରାଣି, ବାନ୍ଧିଲା ପୋଲିସ

ଦେବଗଡ଼,୭ା୮(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ମତ୍ସ୍ୟ ବିଭାଗରେ କାର୍ଯ୍ୟରତ ଜଣେ ବରିଷ୍ଠ କିରାଣି ଜିଲା ମତ୍ସ୍ୟ ଅଧିକାରୀଙ୍କ ଦସ୍ତଖତ ଜାଲିଆତି କରି ମୋଟ୍‌ ୧୩ ଲକ୍ଷ ୨୦ ହଜାର ୬୪୯ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗରେ ସମ୍ପୃକ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri