ରାଜ୍ୟ

ମେଟଲ୍‌ ମିଟ୍‌-୨୦୨୩ର ପ୍ରଥମ ଦିବସ କାର୍ଯ୍ୟକ୍ରମ ଶେଷ, ଫିନାଲେରେ ୧୬ଟିମ୍

ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା ‘ମେଟଲ ମିଟ୍‌-୨୦୨୩’ ଶନିବାର ଭୁବନେଶ୍ୱରସ୍ଥିତ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ଠାରେ ଆରମ୍ଭ ହୋଇଯାଇଛି। ୨ଦିନ ଧରି ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରଥମ ଦିବସରେ ରାଜ୍ୟର...

ମେଟଲ୍‌ ମିଟ୍‌-୨୦୨୩: ଗ୍ରାଣ୍ଡ୍‌ ଫିନାଲେକୁ ଗଲେ ସିନିୟର ୮ ଟିମ୍‌

ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ବୌଦ୍ଧିକ ପ୍ରତିଯୋଗିତା ପାଇଁ ଏକ ଉତ୍କୃଷ୍ଟ ପ୍ଲାଟ୍‌ଫର୍ମ ଯୋଗାଇଦେବା ଲକ୍ଷ୍ୟରେ ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୨୩’ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ଆୟୋଜିତ ହୋଇଛି।...

ମେଟଲ୍‌ ମିଟ୍‌ ୨୦୨୩: ଗ୍ରାଣ୍ଡ୍‌ ଫିନାଲେକୁ ଗଲେ ଜୁନିୟର ୮ ଟପ୍‌ ଟିମ୍‌

ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ‘ମେଟଲ୍‌ ମିଟ୍‌-୨୦୨୩’ର ଜୁନିୟର ପ୍ରିଲିମ୍ସ ରାଉଣ୍ଡ୍‌ ଶେଷ ହୋଇଛି। ଗ୍ରାଣ୍ଡ୍‌ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି ‘ଟପ୍‌-୮’ ଟିମ୍‌। ଜୁନିୟର ବର୍ଗରେ ମୋଟ୍‌  ୪୧ ଟିମ୍‌ ଭାଗ ନେଇଥିବା ବେଳେ ସେଥିମଧ୍ୟରୁ ୮ଟି ଟିମ୍‌ ଗ୍ରାଣ୍ଡ୍‌ ଫିନାଲେକୁ...

ପୋଖରୀରେ ବୁଡ଼ି ଚାଲିଗଲା ଚାଷୀଙ୍କ ଜୀବନ

ଠାକୁରମୁଣ୍ଡା,୫।୮(ତାରାକାନ୍ତ ପଟ୍ଟନାୟକ): ପୋଖରୀରେ ବୁଡ଼ି ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ବେତଝରି ଗ୍ରାମର ଫାଗୁ ମାଝୀ(୬୫)। ମିଳିଥିବା ସୂଚନା ଅନୁଯାୟୀ, ଫାଗୁ ନିଜ ଧାନବିଲକୁ କାମ କରିବାକୁ ଯାଇଥିଲେ। କାମ ସାରି...

ପଥରମାଡ଼ରେ ଆର୍‌ଆଇ ଗୁରୁତର

ବାରିପଦା,୫।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶର ଖୁଣ୍ଟା ତହସିଲ ଅଧୀନ ସୁବର୍ଣ୍ଣମଞ୍ଜରୀ ଅଞ୍ଚଳରେ ପଥର ମାଫିଆଙ୍କ ପଥରମାଡ଼ରେ ଜନୈକ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ଗୁରୁତର ଆହତ ହୋଇଛନ୍ତି । ତାଙ୍କ ମୁଣ୍ଡ ଫାଟି ଗଭୀର ଆଘାତ ଲାଗିଛି।...

‘ମେଟଲ୍‌ ମିଟ୍‌ -୨୦୨୩ରେ ଭାଗନେଲେ ୭୫ ଟିମ୍‌

ଭୁବନେଶ୍ୱର,୫।୮(ଶର୍ମିଷ୍ଠା ପାଣିଗ୍ରାହୀ): ମେଟଲ୍‌ ମିଟ୍‌-୨୦୨୩ରେ ଜୁନିୟର୍‌, ସିନିୟର୍‌ ଗ୍ରୁପ ପାଇଁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଶେଷ ହୋଇଛି। ଏଥିରେ ଓଡ଼ିଶାର ପ୍ରମୁଖ ଶିକ୍ଷାନୁଷ୍ଠାନରୁ ଜୁନିୟର୍‌, ସିନିୟର ବିଭାଗରେ ୭୫ ଟିମ୍‌ ଭାଗ ନେଇଛନ୍ତି। ଜୁନିୟର୍‌ରେ ୪୨ଟିମ୍‌ ଭାଗ ନେଇଥିବା ବେଳେ ସିନିୟରରେ...

ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌ -୨୦୨୩’ ଆରମ୍ଭ

ଭୁବନେଶ୍ୱର,୫।୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ପ୍ରତିଯୋଗିତା ‘ମେଟଲ୍‌ ମିଟ୍‌ ୨୦୨୩’ ଶନିବାର ଭୁବନେଶ୍ୱର ସ୍ଥିତ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ଆରମ୍ଭ ହୋଇଛି। ଏହି ପ୍ରତିଯୋଗିତାରେ ଭାଗ ନେବାପାଇଁ ଓଡ଼ିଶାର ପ୍ରମୁଖ ସ୍କୁଲ,...

୨ ଦିନିଆ ଓଡ଼ିଶା ଗସ୍ତରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର,୫।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଶୁକ୍ରବାର ରାତିରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି...

ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ସଂଖ୍ୟାରେ ବୃଦ୍ଧି

ଭୁବନେଶ୍ୱର,୫।୮(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ପୁରସ୍କାର ସଂଖ୍ୟା ଦ୍ୱିଗୁଣୀତ ହୋଇଛି। ପୂର୍ବରୁ ୧୭ଟି କ୍ଷେତ୍ରରେ ପୁରସ୍କାର ଦିଆଯାଉଥିବାବେଳେ ଏବେ ଏହା ୩୪କୁ ବୃଦ୍ଧି କରାଯାଇଛି। ପ୍ରଥମକରି ନୃତ୍ୟ,...

ନୂଆ ରୂପ ପାଇବ ଓଡ଼ିଶାର ୨୫ ରେଳଷ୍ଟେଶନ

ଭୁବନେଶ୍ୱର,୫।୮(ଅଭିଜିତ ଦାସ): ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅମୃତ ଭାରତ ଷ୍ଟେଶନ ଯୋଜନାରେ ନବୀକରଣ ପାଇଁ ଭାରତୀୟ ରେଳ ବିଭାଗ ପକ୍ଷରୁ ଦେଶର ୧୩୦୯ ଷ୍ଟେଶନକୁ ଅନ୍ତର୍ଭୁକ୍ତ କରାଯାଇଛି। ଏଥିମଧ୍ୟରୁ ପ୍ରାରମ୍ଭିକ ପର୍ଯ୍ୟାୟରେ ୫୦୮ ରେଳ ଷ୍ଟେଶନର...

ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା

ଭୁବନେଶ୍ୱର,୫।୮(ଅଭିଜିତ ଦାସ): ରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ସ୍ଥିତି ନିୟନ୍ତ୍ରଣରେ ଥିବା ସ୍ବାସ୍ଥ୍ୟ ବିଭାଗ କହୁଥିବାବେଳେ ବାସ୍ତବ ସଂଖ୍ୟା କିନ୍ତୁ ଭିନ୍ନ ରହୁଛି। ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଥିବାବେଳେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ରୋଗୀ ଚିହ୍ନଟ...

ଉଠାଦୋକାନୀଙ୍କ ଦୋକାନ ଭାଙ୍ଗିଲେ ସ୍ଥାୟୀ ଦୋକାନୀ

ଭୁବନେଶ୍ୱର, ୫।୮ (ବନ୍ଦନା ସେଠୀ): ଦୀର୍ଘ ୧୮ଦିନ ପରେ ଗୁରୁବାର ଅପରାହ୍ନରୁ ୟୁନିଟ୍‌-୨ରେ ଥିବା ରାଜ୍ୟର ପ୍ରମୁଖ ବଜାର ମାର୍କେଟ ବିଲ୍ଡିଂ ଖୋଲିଥିଲେ ମଧ୍ୟ ଶୁକ୍ରବାରଠାରୁ ଠିକ୍‌ ଭାବେ ବେପାର ଆରମ୍ଭ ହୋଇଥିଲା। ତେବେ ମାର୍କେଟ ଖୋଲିବାର ମଧ୍ୟାହ୍ନ ୧୨ଟା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri