ରାଜ୍ୟ

୪ ତାରିଖଯାଏ ବର୍ଷିବ

ଭୁବନେଶ୍ୱର,୩୧ା୭(ଅନୁରାଧା ମହାରଣା):ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଶନିବାର ଉତ୍ତର ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପର ରୂପ ନେବା ପରେ ବର୍ଷା ପରିମାଣ ବଢ଼ିଛି।...

ପହିଲାରୁ ଯୁକ୍ତ୨ ପାଠପଢ଼ା

ଭୁବନେଶ୍ୱର,୩୧।୭(ଅନୁରାଧା ମହାରଣା):ଅଗଷ୍ଟ ପହିଲାରୁ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ। ୨୦୨୩-୨୪ ଶିକ୍ଷାବର୍ଷରେ ନାମ ଲେଖାଇଥିବା ପିଲାଙ୍କ ପାଇଁ ପ୍ରତି ବିଦ୍ୟାଳୟରେ ପ୍ରବେଶ ଉତ୍ସବର ଆୟୋଜନ କରାଯିବ। ଏନେଇ ଉଚ୍ଚ ମାଧ୍ୟମିକ...

ଭୁଶୁଡି ପଡ଼ିଲା ବ୍ୟାଙ୍କ ଛାତ

ସମ୍ବଲପୁର,୩୦ା୭( ଶୁଭାଶିଷ ପାଢ଼ୀ): ସମ୍ବଲପୁର କୁଞ୍ଜେଲପଡ଼ାରେ ବହୁବର୍ଷ ଧରି ଚାଲିଥିବା ସମ୍ବଲପୁର ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କର ସିଟି ଶାଖା କୋଠା ଛାତ ରବିବାର ଭୁଶୁଡ଼ି ପଡିଛି। କିଛି ଦିନ ପୂର୍ବରୁ ପାଣି ଝରୁଥିବା ଯୋଗୁଁ ବ୍ୟାଙ୍କ କାର୍ଯ୍ୟ ବାଧାପ୍ରାପ୍ତ...

ଦିବ୍ୟାଙ୍ଗ ଝିଅକୁ ଅସଦାଚରଣ: ଅଭିଯୁକ୍ତଙ୍କୁ ପିଟି ପିଟି ମାରିଦେଲେ ଦୁଇ ଭାଇ

ରାଇକିଆ,୩୦ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମାଣିକେଶ୍ୱର ପଞ୍ଚାୟତ ସିକବାଡି ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ଦିବ୍ୟାଙ୍ଗ ଝିଅକୁ ଅସଦାଚରଣ କରିଥିବା ଜଣେ ଅଣଓଡ଼ିଆ ଯୁବକଙ୍କୁ ବାପା ଓ ଦାଦା ପିଟି ପିଟି ହତ୍ୟା କରିଛନ୍ତି। ମୃତକ ହେଲେ...

ଟ୍ରେନ୍‌ ଦୁର୍ଘଟଣାରେ ଚାଲିଗଲା ଆହତ ହାତୀର ଜୀବନ

କେନ୍ଦୁଝର, ୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅଧୀନ ବ୍ରାହ୍ମଣୀପାଳ ରେଞ୍ଜ ଶଗଡ଼ପଟା-ଟାଙ୍ଗିରିଆପାଳ ଷ୍ଟେଶନ ପାଖ ବାଲିଦାଣ୍ଡ ସାହି ନିକଟରେ ଟ୍ରେନ୍‌ ଦୁର୍ଘଟଣାରେ ଆହତ ହୋଇଥିବା ହାତୀର ମୃତ୍ୟୁ ଘଟିଛି। ବ୍ୟବଚ୍ଛେଦ ପରେ ରବିବାର ଜଙ୍ଗଲରେ...

ଲଘୁଚାପ ବର୍ଷାରେ ଚାଷଜମି ଜଳାର୍ଣ୍ଣବ

ଭେଡ଼େନ,୩୦।୭(ସୁଦନ ମହାକୁର): ଉତ୍ତର ଓଡ଼ିଶା ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଏହି କ୍ରମରେ ବରଗଡ଼ ଜିଲା ଭେଡ଼େନ ଅଞ୍ଚଳରେ ଶନିବାର ରାତିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ଅନେକ ସ୍ଥାନରେ...

ନାବାଳକଙ୍କୁ ବଳି ସନ୍ଦେହ ମାମଲା: ମଙ୍ଗଳା କୋଠି ପୂଜାରିଣୀଙ୍କ ସହ ୩ ଗିରଫ

ଅନୁଗୋଳ,୩୦ା୭(ଅମିତ କୁମାର ସାମଲ): ଅନୁଗୋଳ ଜିଲା ଆଠମଲ୍ଲିକ ବାରିଣୀ ଜଙ୍ଗଲରୁ ନାବାଳକଙ୍କ ଗୋଡ଼, ହାତ ନ ଥିବା କ୍ଷତବିକ୍ଷତ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଅନ୍ୟପକ୍ଷେ ନାବାଳକଙ୍କୁ ବଳି ପାଇଁ ହତ୍ୟା କରାଯାଇଥିବା ସନ୍ଦେହ ହେଉଥିବା ବେଳେ ଏବେ ବି...

ଚାରିଧାମ ଦର୍ଶନରେ ବାହାରିଥିବା ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ସୁବଳୟା ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସ୍ୟାମ ହରାଇ ରାସ୍ତାପାର୍ଶ୍ୱ ଏକ ଖୁଣ୍ଟରେ ପିଟି ହୋଇଯାଇଥିଲା l ହେଲେ ସୌଭାଗ୍ୟ ବଶତଃ...

ୟୁରୋପର ସର୍ବୋଚ୍ଚ ଶୃଙ୍ଗ ଚଢ଼ିବେ ସୌଭାଗ୍ୟ

ଭୁବନେଶ୍ୱର,୩୦ା୭(ଅସମାପିକା ସାହୁ): ନୟାଗଡ଼ ଗୌରବ ଆଇରନ ମ୍ୟାନ ତଥା ପର୍ବତାରୋହୀ ସୌଭାଗ୍ୟ କୁମାର ରଥ ଅଗଷ୍ଟ ମାସରେ ୟୁରୋପ ଓ ରୁଷିଆର ସର୍ବୋଚ୍ଚ ଶୃଙ୍ଗ ୧୮୫୧୦ ଫୁଟ ଉଚ୍ଚ ମାଉଣ୍ଟ ଏଲ୍ବ୍ରସ ଚଢ଼ିବାକୁ ଯାଉଛନ୍ତି। ତାଙ୍କୁ ଶୁଭେଚ୍ଛା ଜଣାଇବା ସହ...

୬ବର୍ଷ ହେଲା ହାତୀ ଗଣନା ହୋଇନି, ମଲେଣି ୫୨୬

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ରାଜ୍ୟରେ ମଣିଷ ଏବଂ ବନ୍ୟପ୍ରାଣୀ ବିବାଦ ବଢ଼ୁଛି। ବିଶେଷ କରି ହାତୀ ଏବଂ ମଣିଷ ଅଧିକାଂଶ ସମୟ ମୁହଁାମୁହିଁ ହେଉଥିବା ଦେଖାଦେଉଛି। କେଉଁଠି ହାତୀ ମଣିଷକୁ ମାରୁଛି ତ ଆଉ କେଉଁଠି ଶିକାରୀ ହାତୀକୁ ମାରୁଛି। ଏଥିସହ...

ନବ ଦାସ ହତ୍ୟା ମାମଲାରେ ଭାଜପା ହୀନ ରାଜନୀତି କରୁଛି: ବିଜେଡି

ଭୁବନେଶ୍ୱର,୩୦।୭ (ଅନିଲ ଦାସ): ଓଡ଼ିଶା ଭାଜପା ନେତାଙ୍କ ପାଖରେ କୌଣସି ପ୍ରସଙ୍ଗ ନାହିଁ। ସେମାନେ ପ୍ରତି ୧୫ ଦିନରେ ଏହି ସମ୍ବେଦନଶୀଳ ବିଷୟ ଉପରେ ଦୁର୍ଭାଗ୍ୟପୂର୍ଣ୍ଣ ମନ୍ତବ୍ୟ ଦେଉଛନ୍ତି ବୋଲି ବିଜେଡି ମୁଖପାତ୍ର ତୁମ୍ବନାଥ ପଣ୍ଡା କହିଛନ୍ତି ା ଶଙ୍ଖ...

ବିଜେଡି ସରକାର ସବୁଜ ପତ୍ରିକାଧାରୀଙ୍କୁ ପ୍ରତାରଣା କରିଛନ୍ତି : ଭାଜପା

ଭୁବନେଶ୍ୱର,୩୦।୭ (ଅନିଲ ଦାସ): ଦେଶରେ ଦ୍ରୁତ ଜନସଂଖ୍ୟା ବୃଦ୍ଧିକୁ ରୋକିବା ପାଇଁ ଦେଶବାସୀଙ୍କ ସହଯୋଗରେ ୧୯୮୩ରେ ‘ଆମେ ଦୁଇ, ଆମର ଦୁଇ’ର ନାରା ଦେଇ ତତ୍କାଳୀନ ସରକାର ସବୁଜ ପତ୍ରିକା ଆରମ୍ଭ କରିଥିଲେ । ବିଭିନ୍ନ ସାମାଜିକ ପ୍ରତିବନ୍ଧକ ଓ ପରିବାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri