ରାଜ୍ୟ

ସ୍ପଷ୍ଟ କଲେ ସରକାର: ଦ୍ଵିତୀୟ ପର୍ଯ୍ୟାୟ ପୂର୍ବରୁ ଏକ ଟଙ୍କା ପଠାଯାଇ ନାହିଁ

ଭୁବନେଶ୍ୱର,୭।୧୦: ଅକ୍ଟୋବର ୯ ତାରିଖରେ ବା ବୁଧବାର ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ ପୂର୍ବରୁ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି ସରକାର। ସୋମବାର ଦିନ ତମାମ ଖବର ଚାଲିଥିଲା...

ସୁଭଦ୍ରା ଟଙ୍କା ପାଇଁ କୋଟିଏ ମହିଳା କଲେଣି ଆବେଦନ

ଭୁବନେଶ୍ୱର,୭।୧୦: ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ...

୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ

ମୟୁରଭଞ୍ଜ,୭।୧୦: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତନ କରିବାକୁ ପ୍ରସ୍ତୁତ ହେଉଥିଲା ବେଳେ ଆସନ୍ତା ପର୍ଯ୍ୟଟନ ଋତୁ ୨୦୨୪-୨୫ ପାଇଁ ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବାକୁ ଯାଉଛି ଶିମିଳିପାଳ ଜାତୀୟ ଅଭ୍ୟାୟାରଣ୍ୟ। ବାରିପଦା ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ସଂରକ୍ଷକ...

ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବୋମା: ବଳଦ ମୁହଁରେ ଫୁଟିଲା…

କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବୋମା ବଳଦ ମୁହିଁରେ ଫୁଟି ଯିବାରୁ ସେ ଗୁରୁତର ହୋଇଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ତେଲକୋଇ ରେଞ୍ଜ କୁଲାଡେରା ଗାଁ କେନ୍ଦୁଆଦରି ସାହିରେ । ବଳଦଟି...

ଗାଁ ସଭାପତିଙ୍କ ଗଳା କାଟି ଫେରାର ମାରୁଥିଲେ ଅଭିଯୁକ୍ତ, ବାଟରେ ଗାଡ଼ି ଧକ୍କା ହେବାରୁ …

ହିଞ୍ଜିଳିକାଟୁ,୭।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ବଡଖଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ନିକଟରେ ରବିବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମୃତକ ହେଲେ ବ୍ରହ୍ମପୁର ସଦର ଥାନା ସାତପାଣ୍ଡିଆ ଗ୍ରାମର...

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିବ ସରକାରୀ କୋଠାର ରଙ୍ଗ

ଭୁବନେଶ୍ୱର,୭।୧୦: ଓଡ଼ିଶାରେ ସରକାର ପରିବର୍ତ୍ତନ ପରେ ନୂତନ ସରକାର ଅନେକ ନୂଆ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ସମସ୍ତ ନିଷ୍ପତ୍ତି ଅନୁଯାୟୀ ସମସ୍ତ ନୂତନ...

କାଲିଠୁ ୟୁନିଫର୍ମ ପିନ୍ଧି ପାରିବି ନାହିଁ ଏମିତି କହି ଭାବବିହ୍ବଳ ହେଲେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର,୭ା୧୦: କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ। ଶୁଣିଲେ ଦୁଃଖ ଲାଗୁଛି। ଏତେଶୀଘ୍ର ୟୁନିଫର୍ମ ଖୋଲିବି ଭାବି ନ ଥିଲି। ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହୋଇ ଏମିତି କଥା କହିଛନ୍ତି ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ଷଡ଼ଙ୍ଗୀ। ରାଜ୍ୟ...

ନଭେମ୍ବର ୨୯ରୁ ଆରମ୍ଭ ହେବ ଲୋକକଳାର ମହାକୁମ୍ଭ ‘ନୃତ୍ୟ ସଙ୍ଗମ’

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଅନୁଷ୍ଠାନ ପ୍ରତିଭା ଅନୁଷ୍ଠାନ ପକ୍ଷରୁ ‘ନୃତ୍ୟ ସଂଗମ’-୨୦୨୪ ପାଇଁ ସୋମବାର ଭବାନୀପାଟଣାସ୍ଥିତ ଏକ ହୋଟେଲରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ନଭେମ୍ବର ୨୯, ୩୦ ଓ ଡିସେମ୍ବର ୧ ତାରିଖରେ ସ୍ଥାନୀୟ...

ଅନ୍ୟ ଜିଲା ଶିକ୍ଷକଙ୍କୁ ନବରଙ୍ଗପୁର ମନା

ଭୁବନେଶ୍ୱର,୭।୧୦: ନବରଙ୍ଗପୁରରେ ଜିଲାଭିତ୍ତିକ ନିଯୁକ୍ତି ଦାବିରେ ବିବାଦ ତେଜିଛି। ଅନ୍ୟ ଜିଲାର ନିଯୁକ୍ତି ପାଇଥିବା ଶିକ୍ଷକଙ୍କୁ ଜଏନ୍‌ ସୁଯୋଗ ମିଳୁନି ଅବିଭକ୍ତ କୋରାପୁଟ ଜିଲାର ଶିକ୍ଷକ ବ୍ୟତୀତ ଅନ୍ୟମାନଙ୍କୁ ବିରୋଧ କରାଯାଇଛି। ତେବେ ନିରାଶ ହେଉଛନ୍ତି ସରକାରଙ୍କ ଦ୍ବାରା ନିଯୁକ୍ତ...

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ସୋନପୁର,୭।୧୦(ମୃତ୍ୟୁଞ୍ଜୟ ଶତପଥୀ): ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଛି। ତେଲ ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀଙ୍କୁ ଭିଜିଲାନ୍ସ ବିଭାଗ ସୋମବାର ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଠିକାଦାର ଦେବରଞ୍ଜନ ତ୍ରିପାଠୀଙ୍କ ଏକ ପୁରୁଣା...

ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ୯ରେ SHG ମହିଳାଙ୍କୁ…

ଭୁବନେଶ୍ୱର,୭।୧୦: ‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ୧ ଟଙ୍କା ଯାଇଛି। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ଖାତାକୁ ପରୀକ୍ଷାମୂଳକ ଭାବେ ଟଙ୍କାଟିଏ ଆସିଛି। ୯ ତାରିଖ ଦିନ ବାକି ୪୯୯୯ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri