ରାଜ୍ୟ

ଆଜି ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେଧାତାଲିକା

ଭୁବନେଶ୍ୱର,୧୪ା୭ (ଅନୁରାଧା ମହାରଣା) – ଯୁକ୍ତ୩ ପ୍ରଥମ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ସେଲ୍ଫ ଫାଇନାନସିଂରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଶୁକ୍ରବାର ପ୍ରକାଶ ପାଇବ। ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟର ୧୦୪୨ଟି ଡିଗ୍ରୀ କଲେଜର ୨...

ହତ୍ୟା କରି ଟ୍ରେନଲାଇନ୍‌କୁ ଫିଙ୍ଗି ଦେଇଥିଲେ

ବଲାଙ୍ଗୀର, ୧୩ା୭ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସଦର ଥାନା ଅଧୀନ ଅଇଁଲାଚୁଆଁ ଗାଁର ରଜତ ପ୍ରଧାନ(୨୩) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଅଭିଯୁକ୍ତମାନେ ରଜତଙ୍କୁ ହତ୍ୟା କରିବା ପରେ ରେଳଲାଇନ୍‌ କଡରେ ମୃତଦେହ ଫିଙ୍ଗିଦେଇ ଏହାକୁ ଦୁର୍ଘଟଣା ରୂପ ଦେବାକୁ...

ବଳାତ୍କାର ଅଭିଯୋଗରେ ବନ୍ଧା ହେଲେ ଶିକ୍ଷକ

କୋକସରା,୧୩।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବଳାତ୍କାର ଅଭିଯୋଗରେ କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଞ୍ଚଳର ଏକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କୁ ଗିରଫ କରାଯାଇଛି। ଡାକ୍ତରୀ ମାଇନା ପରେ ତାଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଥିବା ପୋଲିସ କହିଛି। ଗିରଫ...

ହାଇକୋର୍ଟଙ୍କ ନିର୍ଦ୍ଦେଶ: ୩ ମାସରେ ରାୟ ପ୍ରକାଶ କର

କଟକ,୧୩ା୭(କାର୍ତ୍ତିକ ସାହୁ): କଟକ ପରିବାର ଅଦାଲତରେ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଛାଡ଼ପତ୍ର ମାମଲାର ରାୟ ପ୍ରକାଶ ୩ ମାସ ମଧ୍ୟରେ କରିବାକୁ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ପରିବାର...

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

କେନ୍ଦୁଝର,୧୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଯାଜପୁର ଜିଲା ସୁକିନ୍ଦାରୁ କୋଇଲା ବୋଝେଇ କରି କେନ୍ଦୁଝର ଜିଲା ବାଂଶପାଣିକୁ ଆସୁଥିବା ଏକ ମାଲବାହୀ ଟ୍ରେନରେ ନିଆଁ ଲାଗି ଯାଇଥିଲା। ହରିଚନ୍ଦନପୁର ଅଗ୍ନିଶମ ବିଭାଗ କର୍ମଚାରୀ ନିଆଁ ଲିଭାଇବା ପରେ ଟ୍ରେନ୍‌ ଗନ୍ତବ୍ୟ ସ୍ଥଳକୁ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଏସ୍‌ଆଇ

ଭୁବନେଶ୍ୱର,୧୩ା୭(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନାର ଏଏସ୍‌ଆଇ ମମତା ବସ୍ତିଆ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ମାମଲାରେ ସହଯୋଗ କରିବା ପାଇଁ ଏତଲାକାରୀଙ୍କଠାରୁ ଲାଞ୍ଚ ନେଉଥିଲେ। ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି।...

ସେତୁ ଯୋଜନା ବ୍ୟୟ ଅଟକଳ ୫୦ରୁ ୧୦୦ କୋଟି ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭(ଅସମାପିକା ସାହୁ): ସେତୁ ଯୋଜନାରେ ସ୍ବାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନକୁ ଉପଲବ୍ଧି କରି ଚିତ୍ରକୋଣ୍ଡା ବ୍ଲକ୍‌ର ଅବଶିଷ୍ଟ ୯ଟି ପଞ୍ଚାୟତ ଯଥା ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡ଼ା, ପେପରମେଟଲା, ବଡ଼ପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା ବ୍ଲକର...

‘ଧରିତ୍ରୀ’ ୫୦ ବର୍ଷ ପାଳନ ଅବସରରେ ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢ଼ି ସମ୍ପର୍କିତ ବକ୍ତୃତା ପ୍ରତିଯୋଗିତା

ବ୍ରହ୍ମପୁର,୧୩ା୭(ସ୍ମୃତିରଞ୍ଜନ ମହାଲିକ): ‘ଧରିତ୍ରୀ’ ଖବରକାଗଜର ୫୦ ବର୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ଗୋପାଳପୁର ଅନ୍‌ ସି ମହାବିଦ୍ୟାଳୟଠାରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତା ବୁଧବାର ଆୟୋଜିତ ହୋଇଥିଲା। ‘ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢ଼ି’ ବିଷୟ ଉପରେ ଅନୁଷ୍ଠିତ...

ଓଡ଼ିଶା ଆସିବେ ରାଷ୍ଟ୍ରପତି

କଟକ,୧୩ା୭: ଚଳିତମାସ ୨୬ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏଥିସହ ରାଷ୍ଟ୍ରପତି ମା’ କଟକ ଚଣ୍ଡୀଙ୍କ...

ମନକଥା ଖୋଲି କହିଲେ ହିମାଂଶୁ

ଧର୍ମଶାଳା,୧୩।୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ଅଂଶୁମାନ ମେମୋରିଆଲ ଟ୍ରଷ୍ଟର ସମ୍ପାଦକ ତଥା ସମାଜସେବୀ ହିମାଂଶୁ ଶେଖର ସାହୁ ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ମନକଥା ଖୋଲି କହିଛନ୍ତି। ଗତ ଦୁଇ ଦିନ ପୁର୍ବରୁ ଭାଜପା ରାଜ୍ୟ...

ରାସ୍ତାରେ ଭାସୁଛି ଡ୍ରେନ ପାଣି

ଖୋର୍ଦ୍ଧା,୧୨ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଡ୍ରେନ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାକୁ ଉଦ୍‌ବୃତ୍ତ ହୋଇଆସି ବର୍ଷା ଜଳରେ ମିଶୁଥିବାବେଳେ କୁଢ କୁଢ ଆବର୍ଜନା ଭାସୁଥିବା ଦେଖିବାକୁ ମିଳିଛି। ପୌର ପ୍ରଶାସନର ମୋସୁମୀ ପ୍ରାକ୍‌...

ଅନୁସୂଚିତ ଜାତି ମହିଳାଙ୍କୁ ମିଳୁନି ପଦୋନ୍ନତି

କଟକ,୧୩।୭ (କାର୍ତ୍ତିକ ସାହୁ)କଟକ ସଦର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ସିନିୟର ଆସିଷ୍ଟାଣ୍ଟ ଭାବେ କାର୍ଯ୍ୟରତ ଜଣେ ଅନୁସୂଚିତ ଜାତି ମହିଳା ବନ୍ଦନା ବେହେରାଙ୍କୁ ପଦୋନ୍ନତି ମିଳୁନି। ସେ ସିନିୟର ଆସିଷ୍ଟାଣ୍ଟ ପଦବୀରେ ଦୀର୍ଘ ୨୬ ବର୍ଷ ହେବ କାର୍ଯ୍ୟ କରିଆସୁଥିବାବେଳେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri