ରାଜ୍ୟ

ଆଖି ଧରିଲେ ସ୍କୁଲ ନ ଯିବାକୁ ପରାମର୍ଶ

ଭୁବନେଶ୍ୱର,୧୧।୭(ଅଭିଜିତ ଦାସ):ବର୍ଷା ଆରମ୍ଭରୁ ଡେଙ୍ଗୁ ଭଳି ଆଖିଧରା ରୋଗ ଆଉ ଏକ ଚିନ୍ତା ଆଣିଛି। ସ୍ବାସ୍ଥ୍ୟ ବିଭାଗର ଆକଳନ ଅନୁଯାୟୀ ପ୍ରତି ୧୦ଜଣଙ୍କ ମଧ୍ୟରୁ ୩ରୁ ୪ଜଣ ଆଖିଧରା ରୋଗରେ ସଂକ୍ରମିତ ହେଉଛନ୍ତି। ବିଶେଷକରି ପିଲା ଓ ବୟସ୍କଙ୍କୁ ଅଧିକ...

୩,୨୬୬ କୋଟି ଟଙ୍କାର ୧୧ଟି ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ବର, ୧୧ା୭(ସୁନିତ୍‌ ମିଶ୍ର):ଓଡ଼ିଶା ରାଜ୍ୟ ସରକାରଙ୍କ ୧୧୯ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ) ବୈଠକ ସୋମବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଏଥିରେ ପ୍ରାୟ ୩୨୬୬ କୋଟି ଟଙ୍କାର ୧୧ଟି...

ନୂଆ ବଜାର-ବାଲିତରା ସେତୁ ପାଇଁ ୯୭.୨୪ କୋଟି ଟଙ୍କାର ଟେଣ୍ଡରକୁ ମଞ୍ଜୁରୀ

ଭୁବନେଶ୍ୱର,୧୧ା୭(ଅନିଲ ଦାସ):ରାଜ୍ୟ ସରକାର ଇଞ୍ଜିନିୟରିଂ, ପ୍ରୋକ୍ୟୋର୍‌ମେଣ୍ଟ ଆଣ୍ଡ କନ୍‌ଷ୍ଟ୍ରକ୍‌ସନ୍‌ (ଇପିସି) ମୋଡ୍‌ ଚୁକ୍ତି ମାଧ୍ୟମରେ ଖରସ୍ରୋତା ନଦୀରେ କେନ୍ଦ୍ରାପଡ଼ା ଜିଲାର ନୂଆ ବଜାର-ବାଲିତରା ଘାଟ ରାସ୍ତାରେ ଏକ ଉଚ୍ଚ ସେତୁ ନିର୍ମାଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ସେତୁ...

୩ ମାସରେ ରେରା ରୁଲ୍‌ ଆଣିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ(କାର୍ତ୍ତିକ ସାହୁ)/ଭୁବନେଶ୍ୱର(ଅନିଲ ଦାସ),୧୧ା୭: ଆପାର୍ଟମେଣ୍ଟରେ ଫ୍ଲାଟ୍‌ କିଣାବିକା ଉପରେ ଥିବା ରହିତାଦେଶକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ରାଜ୍ୟ ସରକାର ନୂତନ ନିୟମ ନ ଆଣିବା ପର୍ଯ୍ୟନ୍ତ ଏହି ରହିତାଦେଶ ଜାରି ରହିବ। ଏଥିସହ ଆଗାମୀ ୩ ମାସ ମଧ୍ୟରେ ଫ୍ଲାଟ୍‌...

ବଜ୍ରପାତରେ ୪ ମୃତ ୨ ଗୁରୁତର

ଭୁବନେଶ୍ୱର,୧୦।୭: ରାଜ୍ୟର ପୃଥକ ପୃଥକ ସ୍ଥାନରେ ସୋମବାର ବଜ୍ରପାତରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୋଟିଏ ଘଟଣା ଅନୁଗୋଳ ଜିଲାରେ ଘଟିଥିବା ବେଳେ ଅନ୍ୟଟି କୋରାପୁଟ ଜିଲାରେ ଘଟିଛି। ୪ ମୃତକଙ୍କ...

୫ ଶ୍ରେଣୀକୁ ୨ ଶିକ୍ଷକ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଶିକ୍ଷା ବ୍ୟବସ୍ଥା ଭୁଷୁଡି ପଡ଼ିଛି। କେଉଁଠି ସ୍କୁଲ ସ୍ଥାନାନ୍ତରଣ ଯୋଗୁ ପିଲାମାନେ ପାଠ ପଢିବାକୁ ହଟହଟା ହେଉଛନ୍ତି ତ ଆଉ କେଉଁଠି ଶିକ୍ଷକ ଅଭାବ ଯୋଗୁଁ ପାଠପଢା ବ୍ୟାହତ ହେଉଛି। ବରଗଡ଼ ଜିଲା ଅତାବିରା...

ଉନ୍ନତି ନାମରେ ଦୁର୍ନୀତି ହେଉଛି: କଂଗ୍ରେସ

ଭଦ୍ରକ,୧୦।୭(ସନାତନ ରାଉତ): ଭଦ୍ରକ ବିଧାନସଭା କ୍ଷେତ୍ରରେ ଉନ୍ନତି ନାମରେ ବ୍ୟାପକ ଦୁର୍ନୀତି ହେଉଛି l ବିନା ପିସିରେ କୌଣସି କାମ ହେଉନାହିଁ l ଠିକାଦାରମାନେ ନିମ୍ନମାନର କାମ କରୁଛନ୍ତି । ନିମ୍ନମାନର କାର୍ଯ୍ୟ ଯୋଗୁ ଭଦ୍ରକାଳୀ ପୋଖରୀ ପାଚେରୀ ସହ...

ଓଡିଏଫ୍‌ ପ୍ଲସ୍‌ ମାନ୍ୟତା ସତ୍ତ୍ୱେ ବାହ୍ୟମଳମୁକ୍ତ ହୋଇ ପାରୁନି ଭୁବନେଶ୍ୱର

ଭୁବନେଶ୍ୱର,୧୦।୭ (ବନ୍ଦନା ସେଠୀ) : ରାଜଧାନୀ ଭୁବନେଶ୍ବରର ଅଧିକାଂଶ ଅଞ୍ଚଳ ଏବେ ମୁକ୍ତାକାଶ ଶୌଚାଳୟ ପାଲଟିଛି। ସହରରେ ୨୦୦ରୁ ଊଦ୍ଧର୍‌ବ ପବ୍ଲିକ ଟଏଲେଟ ଓ କମ୍ୟୁନିଟି ଟଏଲେଟ ନିର୍ମାଣ କରାଯାଇଛି। ଲୋକଙ୍କ ସୁବିଧା ପାଇଁ ସେଗୁଡିକୁ ଦେୟମୁକ୍ତ ମଧ୍ୟ କରାଯାଇଛି।...

ଯୁକ୍ତ ୨ ପିଲାଙ୍କ ପାଇଁ ଲାଗୁହେବ ଡିଜିଟାଲ ଆଟେଣ୍ଡାନ୍ସ ବ୍ୟବସ୍ଥା

ଭୁବନେଶ୍ୱର,୧୦ା୭(ଅନୁରାଧା ମହାରଣା): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ସମସ୍ତ ସ୍କୁଲ ଓ କଲେଜ ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ଲାଗି ପ୍ରକ୍ରିୟା ଜାରି ରହିଛି। ୨୦୧୯ ଶିକ୍ଷାବର୍ଷର ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ଲାଗି ବିଭାଗ...

ଆଜି ଆସୁଛନ୍ତି ଏନ୍‌କ୍ୟୁଏସ୍‌ ଟିମ୍‌

ଭୁବନେଶ୍ୱର,୧୦।୭(ଅଭିଜିତ ଦାସ): ନ୍ୟାଶନାଲ କ୍ୱାଲିଟି ଆସ୍ୟୁରାନ୍ସ ଷ୍ଟାଣ୍ଡାର୍ଡ (ଏନ୍‌କ୍ୟୁଏସ୍‌) ଟିମ୍‌ ୧୦ ତାରିଖ ସୋମବାରଠାରୁ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନରେ ଆସୁଛନ୍ତି। ଏହି ୨ ଜଣିଆ କେନ୍ଦ୍ରୀୟ ଟିମ୍‌ ତିନିଦିନ ଧରି ହସ୍ପିଟାଲର ୧୯ ବିଭାଗକୁ ତଦାରଖ କରି ପ୍ରମାଣପତ୍ର ଦେବ।...

ନାଁକୁ ସୁପରସ୍ପେଶାଲିଟି ବିଭାଗ, ରୋଗୀ ସେବା…

ଭୁବନେଶ୍ୱର,୧୦।୭(ଅଭିଜିତ ଦାସ): ରାଜ୍ୟର ଅନ୍ୟତମ ପ୍ରମୁଖ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲରେ ଉନ୍ନତ ରୋଗୀସେବା ପ୍ରଦାନ ସହ ହସ୍ପିଟାଲକୁ ଜାତୀୟ ମାନ୍ୟତା ଦେବାକୁ ପ୍ରୟାସ ଚାଲିଛି। ଇତିମଧ୍ୟରେ ଏଠାରେ ମେଡିକାଲ କଲେଜ ଖୋଲାଯିବା ସହ ରୂପ ବଦଳିବାରେ ଲାଗିଛି। ସେହିପରି ରୋଗୀଙ୍କ...

ନିଜର ପ୍ରତିଦ୍ୱନ୍ଦ୍ୱୀ ହେବାକୁ ଚାହେଁ: ସିନେମାଟୋଗ୍ରାଫର ଫାଲ୍‌ଗୁ ଶତପଥୀ

ଚଳଚ୍ଚିତ୍ର ‘ରଜା ଝିଅ ସଙ୍ଗେ ହେଇଗଲା ଭାବ’ରୁ ଆରମ୍ଭ ହୁଏ ତାଙ୍କର ନିର୍ଦ୍ଦେଶନାର ଯାତ୍ରା। ପରେ ଜଣେ ସିନେମାଟୋଗ୍ରାଫର ଭାବେ ପାଇଲେ ନୂଆ ପରିଚୟ। ସାଧବ ବୋହୂ ସିଜନ ୨, ସିଜନ ୩, ଭଏସ ଅଫ୍‌ ଓଡ଼ିଶା, ସାରେ ଗାମା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri