ପ୍ରେମ ପାଇଁ ଯଦିଓ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା ବେଳେ ଭାଲେଣ୍ଟାଇନ୍ ଡେ’ ଅର୍ଥାତ୍ ୧୪ରେ ଶେଷ ହେବ। ଏହାର ଗୋଟିଏ ଦିନ...
ବେଜିଂ,୧୨।୨: ଭାଲେଣ୍ଟାଇନ୍ ଓ୍ବିକ୍ର ଷଷ୍ଠ ଦିନକୁ କିସ୍ ଡେ’ ବା ଚୁମ୍ବନ ଦିବସ ଭାବେ ପାଳନ କରାଯାଇଥାଏ। ପ୍ରେମୀଯୁଗଳ ପରସ୍ପରକୁ ଚୁମ୍ବନ ଦେବାଦ୍ୱାରା ବହୁ ଶାରୀରିକ ସମସ୍ୟା ଦୂର ହୋଇଥାଏ ବୋଲି ଚିକିତ୍ସା ବୈଜ୍ଞାନୀ ମତ ଦେଇଥାନ୍ତି। ଏହା ଅବସାଦ...
ଭାଲେଣ୍ଟାଇନ୍ ଓ୍ବିକ୍ରେ ଫେବୃୟାରୀ ୧୨ରେ ପାଳିତ ହେବ ହଗ୍ ଡେ ବା ଆଲିଙ୍ଗନ ଦିବସ। ଆଲିଙ୍ଗନ କେବଳ ପ୍ରେମୀଯୋଡ଼ାଙ୍କ ଭଲ ପାଇବା ତଥା ଆବେଗକୁ ପରିପ୍ରକାଶ କରେ ନାହିଁ। ଏହାଦ୍ୱାରା ଶରୀରର ବହୁ ଉପକାର ହୋଇଥାଏ। ଏହାଦ୍ୱାରା ମାନସିକ ଚାପ...
Archives
Model This Week
ପିଲାଙ୍କ ଧରିତ୍ରୀ