Video

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା ପାଇଁ ଖୋର୍ଦ୍ଧା ଜିଲା ଜଟଣୀ ହାଟବଜାରର ସୂକ୍ଷ୍ମ କଳାକାର ଏଲ ଈଶ୍ବର ରାଓ...

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍‌ ଶୋ’ ପାଇଁ...

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ ପିନ୍ଧିବେ ଏସି ହେଲମେଟ।

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

ଓଡ଼ିଶାର ଜୀବନ ରେଖା ‘ମହାନଦୀ’। ବିଷାକ୍ତ ହେବାରେ ଲାଗିଛି ରାଜ୍ୟର ପଶ୍ଚିମରୁ ପୂର୍ବକୁ ଲମ୍ବିଥିବା ଜୀବନରେଖା । ଚାରିଆଡ଼େ ଖାଲି ପ୍ରଦୂଷଣ… ପ୍ରଦୂଷଣ… ଆଉ ପ୍ରଦୂଷଣ ।

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ପୁରୀ,୧୬।୨: ଶୁକ୍ରବାର ପବିତ୍ର ମାଘ ସପ୍ତମୀ ଅବସରରେ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଏହି ଅବସରରେ ଚନ୍ଦ୍ରଭାଗାରେ ଆରମ୍ଭ ହୋଇଛି ଶ୍ରଦ୍ଧାଳୁଙ୍କ ବୁଡ। ସୂର୍ଯ୍ୟ ପୂଜାକୁ ଆଧାର କରି ଚନ୍ଦ୍ରଭାଗା ତୀର୍ଥରେ ଏହି ବୁଡ ଅନୁଷ୍ଟିତ ହେଉଛି। ପୈରାଣୀକ...

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ରାୟଗଡା ଜିଲାରେ ଗ୍ରାମାଞ୍ଚଳ ପରିବହନ ସେବାକୁ ସମୃଦ୍ଧ କରିଛି ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନା । ଯେଉଁଥିରେ ଉପକୃତ ହେଉଛନ୍ତି ଜିଲାର ୧୧ ବ୍ଲକର ୧୮୨ ପଞ୍ଚାୟତର ଲୋକେ । ପୂର୍ବଭଳି ଆଉ ସହରକୁ ଯାହାତାୟତ କରିବାକୁ ଲୋକଙ୍କୁ...

ବାଲିରେ ବଡସିଂହାର ବେଶ

ନବବର୍ଷ ୨୦୨୪ ଅବସରରେ ପୁରୀ ବେଳାଭୂମିରେ ଜଗନ୍ନାଥ ମହାପ୍ରଭୁଙ୍କ ବାଲୁକାକଳା ମାଧ୍ୟମରେ ଵଡସିଂହାର ବେଶ। ଏହି ବାଲୁକାକଳାକୃତିକୁ ନିର୍ମାଣ କରିଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଓ ତାଙ୍କ ଛାତ୍ରୀଛାତ୍ର।

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ରାଜ୍ୟରେ ଏବେ ତାପମାତ୍ରା କମୁଛି। ଶୀତ ଯେତେ ବଢୁଛି ଶୀତବସ୍ତ୍ର ବଜାରରେ ଭିଡ ସେତେ ବଢୁଛି। ଦେଖନ୍ତୁ ଭୁବନେଶ୍ୱର ଶୀତ ବସ୍ତ୍ର ବଜାରରେ କ’ଣ ସବୁ ନୂଆ କଲେକ୍ସନ ଆସିଛି।

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ । ଷୋଡଶ ରାଜ୍ୟସ୍ତରୀୟ କଳିଙ୍ଗ ହରବାଲ ମେଳାରେ ମିଳୁଛି ଏହି ଲିକୁଇଡ ଚାହା । ପାଟିକୁ ସ୍ୱାଦ ସହ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ହୀତକର ଏହି ଚାହା ।    

‘ସକାଳୁ ଉଠୁ ଉଠୁ ଆଗ ଧରିତ୍ରୀ ପଢୁ’ – ଅଶ୍ୱିନୀ

‘ମୁଁ ଅପେକ୍ଷା କରିଥାଏ ସିନେମା ଫର୍ଦ୍ଧକୁ। କ’ଣ ସବୁ ନୂଆ ସିନେମା ଆସୁଛି ତାକୁ ଦେଖୁ।’ ବୋଲି କହିବା ସହ ଧରିତ୍ରୀର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ଅଭିନେତା ଅଶ୍ୱିନୀ।  

‘ଧରିତ୍ରୀ ଏମିତି ଆହୁରି ବହୁତ ଆଗକୁ ଯାଉ’- ଶିବାନୀ

‘ଧରିତ୍ରୀ ଆମକୁ ଏମିତି ସବୁବେଳେ ନିଚ୍ଛକ ଖବର ଦେଉଥାଉ। ବିଶେଷ କରି ଓଡ଼ିଆ କଳା ସଂସ୍କୃତିକୁ ସମୃଦ୍ଧ କରିବାରେ ଧରିତ୍ରୀର ବଡ଼ ସହଯୋଗ ରହିଛି । ପ୍ରଭୂ ଜଗନ୍ନାଥଙ୍କ ପାଖରେ ଏତିକି ପ୍ରାର୍ଥନା ଧରିତ୍ରୀ ଆହୁରି ବହୁତ ଆଗକୁ ଯାଉ’...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri