ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ,୧୨ା୫: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ମୋଟ୍‌ ୧୭ ଲକ୍ଷ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ମୋଟ୍‌ ପାସ୍‌ ହାର ୮୭.୩୩ ପ୍ରତିଶତ ରହିଛି। ଗତଥର ଅପେକ୍ଷା ଚଳିତ ଥର ପାସ ହାର୍‌ କମ୍‌ ରହିଥିବା ଜଣାପଡ଼ିଛି। ତେବେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ୬ ପ୍ରତିଶତ ଅଧିକ ରହିଛି। ଚଳିତବର୍ଷ ଛାତ୍ରୀଙ୍କ ପାସ୍‌ ହାର ୯୦.୬୮% ଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୮୪.୬୭% ରହିଛି। ୯୯.୯୧ ପ୍ରତିଶତ ରେଜଲ୍ଟ ରଖି ଥିରୁଭାନନ୍ତପୁରମ୍‌ ଶୀର୍ଷରେ ରହିଛି।

ଛାତ୍ରୀଛାତ୍ର ରୋଲ ନମ୍ବର, ସ୍କୁଲ ନମ୍ବର, ଆଡମିଟ କାର୍ଡ ଆଇଡି ଏବଂ ଜନ୍ମ ତାରିଖ ବ୍ୟବହାର କରି ଫଳାଫଳ Cbse.nic.in, cbseresults.nic.in କିମ୍ବା digilocker.gov.inରେ ସେମାନଙ୍କର ମାର୍କ ଯାଞ୍ଚ କରିପାରିବେ।
ଛାତ୍ରୀଛାତ୍ରଙ୍କ ଡିଜି ଲକର୍‌ ଆକାଉଣ୍ଟକୁ ସକ୍ରିୟ କରିବା ପାଇଁ ସିବିଏସ୍‌ଇ ଛଅ ଅଙ୍କ ବିଶିଷ୍ଟ ସୁରକ୍ଷା ପିନ୍‌ ଜାରି କରିଛି। ଯାହା digilocker.gov.inରୁ ବିଦ୍ୟାଳୟଗୁଡ଼ିକ ସେମାନଙ୍କର ଏଲ୍‌ଓସି ପ୍ରମାଣପତ୍ର ବ୍ୟବହାର କରି ଡାଉନଲୋଡ କରିପାରିବେ। ଛାତ୍ରୀଛାତ୍ରଙ୍କୁ ସେମାନଙ୍କର ସୁରକ୍ଷା ପିନ ବ୍ୟବହାର କରି ସେମାନଙ୍କ ଆକାଉଣ୍ଟକୁ ଆକ୍ଟିଭ୍‌ କରିବାକୁ ପଡ଼ିବ। ଯାହାଫଳରେ ଫଳାଫଳ ଘୋଷଣା ହେବା ପରେ ସେମାନେ ସେମାନଙ୍କର ମାର୍କ ସିଟ ଏବଂ ସାର୍ଟିଫିକେଟର ଡିଜିଟାଲ କପି ଡାଉନଲୋଡ୍‌ କରିପାରିବେ। ବୋର୍ଡ ମଧ୍ୟ ଆଇଭିଆର୍‌ଏସ୍‌ ଏବଂ ଏ୍‌ଏମ୍‌ଏସ୍‌ ମାଧ୍ୟମରେ ଫଳାଫଳ ପ୍ରଦାନ କରିପାରିବ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଆଉ ପିନ୍ଧିବି ନାହିଁ ଜୋତା, କାହିଁକି ଏମିତି ଶପଥ ନେଲେ ଭାଜପା ଅଧ୍ୟକ୍ଷ ଅନ୍ନାମଲାଇ

ଚେନ୍ନାଇ,୨୬।୧୨: ଗୁରୁବାର କୋଏମ୍ବାଟୁରରେ ଏକ ସାମ୍ବାଦିକ ସମ୍ମିଳନୀରେ ତାମିଲନାଡୁ ଭାଜପା ଅଧ୍ୟକ୍ଷ କେ ଅନ୍ନାମଲାଇ ଜୋତା ଖୋଲି ଦେଇ କହିଛନ୍ତି ଯେ ଆସନ୍ତାକାଲି ଠାରୁ ଡିଏମକେ...

ସରକାର କଲେ ବଡ଼ ଘୋଷଣା: ଏହି ନମ୍ବରରେ କଲ୍‌ କରି ପାଆନ୍ତୁ ଫସଲ ହାନି ସହାୟତା

ଭୁବନେଶ୍ୱର,୨୬ା୧୨: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଚାଷୀଙ୍କ ସହାୟତାକୁ ଦୃଷ୍ଟିରେ ରଖି ସରକାର ଚାଷୀଙ୍କ ପାଇଁ...

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ AIIMS ରେ ଭର୍ତ୍ତି

ନୂଆଦିଲ୍ଲୀ,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ମେଡିକାଲ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ...

୪ ର୍ଥ ପର୍ଯ୍ୟାୟ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ଏହି ପରାମର୍ଶ ଦେଲେ ଉନ୍ନୟନ କମିଶନର

ଭୁବନେଶ୍ୱର,୨୬ା୧୨: ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ନିମନ୍ତେ ଉଦ୍ଦିଷ୍ଟ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ୨ୟ ପରିଚାଳନା କମିଟି ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ...

ବିଜେଡିକୁ ଝଟ୍‌କା: ପ୍ରତିଷ୍ଠା ଦିବସରେ ଦଳ ଛାଡ଼ଲେ ବ୍ଲକ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ି ଭାଜପାରେ ମିଶିଲେ ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ। ପ୍ରତିଷ୍ଠା ଦିବସରେ ପଦ୍ମ ଧରିଲେ ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ।...

ବୁଲଡୋଜରକୁ ଚଢ଼ି ବୃଦ୍ଧାଙ୍କ ପ୍ରତିବାଦ: ଅଧାରୁ ଅଟକିଲା ଉଚ୍ଛେଦ ପ୍ରକ୍ରିୟା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ୱାର୍ଡ଼ ନଂ-୧୭ ଜୀରାନଦୀ କୂଳ ବୃନ୍ଦାବନ ପଡ଼ିଆ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଥିଲା।...

ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ...

ପ୍ରେମିକାଙ୍କୁ ନିଜ ହାତରେ ହାଣି ହତ୍ୟା କଲା ପରେ ଏମିତି କଲେ ପ୍ରେମିକ

ଗୁଆହାଟି,୨୬ା୧୨: ସମଗ୍ର ଭାରତରେ ଏବେ ପ୍ରେମ ସମ୍ପର୍କକୁ ନେଇ ହତ୍ୟାକାଣ୍ଡର ଖବର ଆସିବା ଲାଗି ରହିଛି। ଗୁରୁବାର ସମାନ ଘଟଣାରେ ଆସାମ ରାଜଧାନୀ ଗୁଆହାଟୀରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri