ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ ଅନୁମୋଦନ ପାଇଁ ପଠାଯାଇଥିବା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି। ସମଙ୍ଗ, ମାଳତୀପାଟପୁର, ମଙ୍ଗଳଘାଟ ପ୍ରବେଶ ପଥରେ ବି ଜଗିବ ସିସିଟିଭି। ପୋର୍ଟେବଲ ନେଟଓ୍ବର୍କ ଓ ଅପଟିକାଲ୍‌ ଫାଇବର ଥିବା ୬୨୦ ସିସିଟିଭି ସହରରେ ଲାଗିବ।

ଶ୍ରୀମନ୍ଦିର ଭିତର ବାହାର, ସମସ୍ତ ପ୍ରବେଶ ଓ ପ୍ରସ୍ଥାନ ପଥରେ ସିସିଟିଭି ଲାଗିବ ବୋଲି ଜିଲାପାଳ କହିଛନ୍ତି। ଏଥିସହିତ ନାଟମଣ୍ଡପରେ ମଧ୍ୟ ସିସିଟିଭି ଲଗାଇବାକୁ ଟେଣ୍ଡର ଆହ୍ବାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ କୋଟି ଟଙ୍କା ଆତ୍ମସାତ୍‌ କରି ଗିରଫ ହେଲେ ପିଇଓ, ବିଭିନ୍ନ ଯୋଜନାର ଟଙ୍କାକୁ…

ବଲାଙ୍ଗୀର,୧୬ା୧୦(ସୁନୀଲ କୁମାର ମହାନ୍ତି): ପ୍ରାୟ ୫ କୋଟି ଟଙ୍କା ହେର୍‌ଫେର ଅଭିଯୋଗରେ ଭରସୁଜା ଓ ଆଗଲପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜକିଶୋର ପୋଢ଼ ଗିରଫ ହୋଇଥିବା...

ଏମ୍‌ପିଙ୍କ ପୋଷ୍ଟର ଚିରିଦେଲେ ଦୁର୍ବୃତ୍ତ, ସିସିଟିଭି ଦେଖି…

ବାଲିଗୁଡ଼ା,୧୬ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନରେ କନ୍ଧମାଳ ଏମ୍‌ପିଙ୍କ ଏକ ଶୁଭେଚ୍ଛା ବାର୍ତ୍ତା ପୋଷ୍ଟରକୁ କୌଣସି ଦୁର୍ବୃତ୍ତମାନେ ମଙ୍ଗଳବାର ବିଳମ୍ବିତ ରାତିରେ ଚିରି...

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦: ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍‌ ନାଇଟ୍‌ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସୂଚନା ଦେଇଛନ୍ତି। ବାଲିଯାତ୍ରାକୁ ବଲିଉଡ୍‌ ଗାୟକ...

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ...

ଗାଁରେ ଚାଲୁଥିଲା ଯାତ୍ରା: ହଠାତ୍‌ ୨ ଯୁବକଙ୍କୁ ବାନ୍ଧି ନିର୍ଧୁମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର,୧୬।୧୦: ଚୋରି କରି ନିର୍ଧୁମ ଛେଚା ଖାଇଲେ ୨ ଯୁବକ। ବିଦ୍ୟୁତ ଖୁଣ୍ଟରେ ବାନ୍ଧି ବାଡେଇଲେ ଗ୍ରାମବାସୀ। ଏଭଳି  ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri