Posted inଜାତୀୟ

କୋଲକତା କାଣ୍ଡ: ସିବିଆଇ ହାତରେ ବଡ଼ ପ୍ରମାଣ, ମହିଳା ଡାକ୍ତରଙ୍କ ସହ ହୋଇନାହିଁ…

କୋଲକାତା, ୬।୯: ଅଗଷ୍ଟ ୯ରେ କୋଲକାତା ଆର୍‌.ଜି କର ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସମ୍ପର୍କରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହି ସମୟରେ ସିବିଆଇ ସ୍ବୀକାର କରିଛି ଯେ, ଏଥିରେ କେବଳ ଅଭିଯୁକ୍ତ ସଞ୍ଜୟ ରୟ ସମ୍ପୃକ୍ତ ଅଛନ୍ତି। ମହିଳା ଡାକ୍ତର ଗଣ-ବଳାତ୍କାରର ଶିକାର ହୋଇଥିବା ଦାବିକୁ ଅନୁସନ୍ଧାନକାରୀ ସଂସ୍ଥା ଖାରଜ କରିଛି।

କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ ଗଣ-ବଳାତ୍କାର ଆଶଙ୍କାକୁ ଏଡ଼ାଇ ଦେଇଛି, କାରଣ ଉପଲବ୍ଧ ପ୍ରମାଣ ସୂଚିତ କରୁଛି ଯେ କେବଳ ସଞ୍ଜୟ ରୟ ହିଁ ମଳାତ୍କାର ଏବଂ ହତ୍ୟାରେ ସାମିଲ ଅଛନ୍ତି।

ଜାଣିବାକୁ ମିଳିଛି ଯେ ସିବିଆଇ ତଦନ୍ତର ଶେଷ ପର୍ଯ୍ୟାୟରେ ଅଛି ଏବଂ ଖୁବଶୀଘ୍ର ଏଜେନ୍ସି ଏକ ଚାର୍ଜସିଟ ଦାଖଲ କରିବ। ସୂତ୍ର ଏହା ମଧ୍ୟ କହିଛି ଯେ ସିବିଆଇ ଏହି ମାମଲାରେ ୧୦୦ରୁ ଅଧିକ ବିବୃତ୍ତି ରେକର୍ଡ କରିଛି ଏବଂ ପ୍ରାୟ ୧୦ ଜଣ ସନ୍ଦିଗ୍ଧଙ୍କ ପଲିଗ୍ରାଫ ପରୀକ୍ଷା କରିଛି। ଡାକ୍ତରଖାନାର ପୂର୍ବତନ ପ୍ରିନ୍ସିପାଲ ଡକ୍ଟର ସନ୍ଦୀପ ଘୋଷଙ୍କ ନାମ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ।

ସିବିଆଇ ଏପରି କିଛି ଦସ୍ତାବିଜ୍‌ ପାଇଛି, ଯେଉଁଥିରେ ଦର୍ଶାଯାଇଛି ଯେ ଆର୍‌.ଜି ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ପୀଡିତାଙ୍କ ମୃତଦେହ ଗୋଟିଏ ଦିନ ପରେ ରାଜ୍ୟ ପବ୍ଲିକ ୱାର୍କସ ବିଭାଗ (ପିଡବ୍ଲ୍ୟୁଡି)କୁ ଅପରାଧସ୍ଥଳର ଆଖ ପାଖ ସ୍ଥାନରେ ମରାମତି କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ବିଧାୟକ ବିବାଦୀୟ ମନ୍ତବ୍ୟ: ପୋଲିସକୁ ୨୪ ଘଣ୍ଟା ଛୁଟିରେ ପଠାଇ ଦିଆଯାଉ, ହିନ୍ଦୁମାନେ କରିବେ ଶକ୍ତି ପ୍ରଦର୍ଶନ

ନୂଆଦିଲ୍ଲୀ,୨୦।୯: ଭାଜପା ବିଧାୟକ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କ ପୁଅ ନୀତେଶ ରାଣେ ପୁଣି ଥରେ ବିବାଦୀୟ ବିବୃତ୍ତି ଦେଇଛନ୍ତି। ମହାରାଷ୍ଟ୍ରର ସାଙ୍ଗଲିରେ...

ଜବରଦସ୍ତ ଅଫର୍‌: ଯେକୌଣସି ଫିଲ୍ମ ହଲ୍‌ରେ ଦେଖିପାରିବେ ମାତ୍ର ୯୯ ଟଙ୍କାରେ

ଭୁବନେଶର,୨୦।୯: ଆଜି ଜାତୀୟ ସିନେମା ଦିବସ। ଏହାକୁ ଦୃଷ୍ଟିରେ ରଖି ସିନେପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ହଲ୍‌ରେ ଯେକୌଣସି ଫିଲ୍ମ ଦେଖିବାକୁ ଯିବେ,...

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri