କେନ୍ଦ୍ର ସରକାରଙ୍କ ବଡ ଘୋଷଣା: ପୁଣି ମିଳିବ ମାଗଣା ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୭।୩: ପାଖେଇ ଆସିଲାଣି ନିର୍ବାଚନ। ଏନେଇ ଗୋଟିକ ପରେ ଗୋଟିଏ ଜନତାଙ୍କୁ ଉପହାର ଦେଉଛନ୍ତି ସରକାର। ତେବେ DA ବଢିବା ଘୋଷଣା ଭିତରେ ଲୋକଙ୍କୁ ଆଉ ଏକ ଖୁସି ଖବର ଦେଇଛନ୍ତି। ମୋଦି ସରକାର ପ୍ରଧାନମନ୍ତ୍ରୀ ଉଜ୍ବଳା ଯୋଜନା (PM ଉଜ୍ବଳା ଯୋଜନା ୨୦୨୪) ୨.୦ ସଂସ୍କରଣ ଆରମ୍ଭ କରିଛନ୍ତି। ଗ୍ୟାସ ସିଲିଣ୍ଡରର ମୂଲ୍ୟ ଦିନକୁ ଦିନ ମଢିବା କାରଣରୁ ଲୋକମାନେ ଏହାକୁ କିଣିପାରୁ ନାହାନ୍ତି। କିଣିଲେ ବି ମାସକୁ ମାସ ଅଧିକ ଟଙ୍କା ଦେବାକୁ ପଡୁଛି। ତେବେ ସମସ୍ତଙ୍କ ପାଇଁ ମୋଦି ସରକାର ବଡ ଘୋଷଣା କରିଛନ୍ତି।

ଏହି ଯୋଜନା ଅଧିନରେ ମହିଳାଙ୍କୁ ମାଗଣା ସିଲିଣ୍ଡର ମିଳିବ। ଏହି ଯୋଜନା ପାଇଁ ଆବେଦନ କରିବା ଏବଂ ଗ୍ୟାସ ସଂଯୋଗ ମାଗଣା ପାଇବା ପାଇଁ କେଣସି ଦେୟ ଦେବାକୁ ପଡିବ ନାହିଁ । ଏଥିପାଇଁ ଆପଣ ନିକଟସ୍ଥ ଗ୍ୟାସ ସିଲିଣ୍ଡର ଯୋଗାଣ ଅଫିସ ସହିତ ଯୋଗାଯୋଗ କରିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ଆଦିବାସୀଙ୍କୁ ପିଟି ମାରିଦେଲା ପୋଲିସ

ଅଗରତାଲା,୧୯ା୧୦:ତ୍ରିପୁରାରେ ହାଜତ ନିର୍ଯାତନାରେ ଜଣେ ୩୪ ବର୍ଷୀୟ ଆଦିବାସୀଙ୍କ ମୃତ୍ୟୁ ଘଟିଛି। ଏହି ମାମଲାରେ ୫ ପୋଲିସ ଅଧିକାରୀଙ୍କୁ ଗିରଫ କରାଯାଇଛି। ୨ ମାସ ମଧ୍ୟରେ...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ସଲମାନଙ୍କୁ ହତ୍ୟା ଧମକ ନେଇ ମୁହଁ ଖୋଲିଲେ ପିତା: କ୍ଷମା ମାଗିବା ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୧୯।୧୦: ଅଭିନେତା ସଲମାନ ଖାନଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଆସୁଥିବା ଧମକ ଉପରେ ମୁହଁ ଖୋଲିଛନ୍ତି ପିତା ସଲିମ ଖାନ। ସେ କହିଛନ୍ତି, ସଲମାନ କାହାକୁ...

ତାମିଲନାଡୁ ରାଜ୍ୟ ସଙ୍ଗୀତ ଗାନ ବେଳେ ବିଭ୍ରାଟ: ରାଜ୍ୟପାଳଙ୍କୁ ଦୋଷଦେଲେ ଷ୍ଟାଲିନ୍‌

ଚେନ୍ନାଇ,୧୯ା୧୦:ଚେନ୍ନାଇସ୍ଥିତ ଦୂରଦର୍ଶନ କେନ୍ଦ୍ରର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ବେଳେ କଣ୍ଠଶିଳ୍ପୀମାନେ ତାମିଲନାଡୁର ରାଜ୍ୟ ସଙ୍ଗୀତ ଗାନ ସମୟରେ ଏହାର କେତୋଟି ପଂକ୍ତି ଛାଡ଼ିଦେବାରୁ ବଡ଼...

‘ବୋରଲିନ’ ବ୍ୟବହାର କରୁଛନ୍ତି କି? ହୋଇଯାଆନ୍ତୁ ସାବଧାନ, ବୈଜ୍ଞାନିକ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୮।୧୦: ବୈଜ୍ଞାନିକଙ୍କ ବଡ଼ ଖୁଲାସା! ଆୟୁର୍ବେଦିକ କ୍ରିମ ଭାବରେ ଜଣାଶୁଣା ଓ ପ୍ରତିଟି ଘରେ ବ୍ୟହହୃତ ହେଉଥିବା ବୋରଲିନ ଆଣ୍ଟିସେପ୍ଟିକ କ୍ରିମ ଆୟୁର୍ବେଦିକ କ୍ରିମ୍‌ ନୁହେଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri