Posted inଖେଳ

ୟୁଏଇରେ ଭାବିପତ୍ନୀଙ୍କୁ ମନେ ପକାଇଲେ ୟୁଜବେନ୍ଦ୍ର: ଧନଶ୍ରୀ ଦେଲେ ଏଭଳି ଜବାବ

ନୂଆଦିଲ୍ଲୀ,୨୮।୮: କିଛିଦିନ ପୂର୍ବେ ପ୍ରେମିକା ଧନଶ୍ରୀ ବର୍ମାଙ୍କ ସହ ନିର୍ବନ୍ଧ କରିଛନ୍ତି ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ। ସେବେଠାରୁ ସୋସିଆଲ ମିଡିଆରେ ଭାବିପତ୍ନୀଙ୍କ ସହ ସେ ଫଟୋ ଶେୟାର କରି ଆସୁଥିଲେ। ଏବେ ଆଇପିଏଲ୍‌-୨୦୨୦କୁ ନେଇ ସେ ୟୁଏଇରେ ଅଛନ୍ତି। ସେଠାରେ ଥାଇ ମଧ୍ୟ ସେ ଧନଶ୍ରୀଙ୍କ ସହ ନିଜର ଫଟୋ ପୋଷ୍ଟ କରୁଛନ୍ତି। ସେଭଳି ଏକ ସେଲ୍‌ଫି ପୋଷ୍ଟ କରି ଚହଲ ଦୁଇଟି ହାର୍ଟ ଇମୋଜି ଦେଇଥିଲେ। ଏହା ଏବେ ଭାଇରାଲ ହେଉଛି। ଭାବିପତ୍ନୀଙ୍କଠାରୁ ଦୂରରେ ଥିବାରୁ ଚହଲ ତାଙ୍କୁ ମନେ ପକାଉଛନ୍ତି ତାହା ସ୍ପଷ୍ଟ ହୋଇଛି। ପୋଷ୍ଟରେ ଧନଶ୍ରୀ ମଧ୍ୟ ଦୁଇଟି ହାର୍ଟ ଇମୋଜି ଦେଇଛନ୍ତି। ସେ ମଧ୍ୟ ୟୁଜବେନ୍ଦ୍ରଙ୍କୁ ମନେ ପକାଉଥିବାକୁ ନେଇ ଏବେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମନୁଷ୍ୟ ଚନ୍ଦ୍ରପୃଷ୍ଠରେ କାହିଁକି ହୋଇଯାଏ ମୁକ-କାଲ? ଜାଣନ୍ତୁ ଏହା ପଛର ବିଜ୍ଞାନ…

‘ଚନ୍ଦ୍ର’ ହେଉଛି ଗୋଟିଏ ମାତ୍ର ଉପଗ୍ରହ ଯାହା ଉପରେ ମନୁଷ୍ୟ ପାଦ ରଖିଛି। ହେଲେ ଅନେକ ସମୟରେ ପ୍ରଶ୍ନ ଉଠେ ଯେ କାହିଁକି ଚନ୍ଦ୍ରପୃଷ୍ଠରେ ଲୋକେ...

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ...

ଗୁଜରାଟରେ ବାୟୁସେନା ଲଢୁଆ ବିମାନ ଦୁର୍ଘଟଣଗ୍ରସ୍ଥ, ସମଗ୍ର ଅଞ୍ଚଳରେ ଖେଳିଗଲା ନିଆଁ

ଜାମନଗର,୨।୪: ଗୁଜରାଟ ଜାମନଗରରେ ବାୟୁସେନା ଲଢୁଆ ବିମାନ ଜାଗୁଆର ଦୁର୍ଘଟଣଗ୍ରସ୍ଥ ହୋଇଛି। ରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ସୁବରଡ଼ା ଗାଁ’ରେ...

ରାଜସ୍ଥାନ ଅଧିନାୟକ ପଦରୁ ହଟିବେ ରିଆନ ପରାଗ, ନେତୃତ୍ୱ ନେବେ ସାମ୍‌ସନ

ବେଙ୍ଗାଲୁରୁ,୨ା୪: ସଞ୍ଜୁ ସାମ୍‌ସନ ଚଳିତ ଆଇପିଏଲ୍‌ରେ ଉଇକେଟ୍‌ କିପିଂ କରିବା ସହ ରାଜସ୍ଥାନ ରୟାଲ୍ସ(ଆର୍‌ଆର୍‌) ଦଳର ନେତୃତ୍ୱ ସମ୍ଭାଳିଥିଲେ। ତାଙ୍କୁ ଏଥିଲାଗି ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ)ଠାରୁ...

ସିଏଜିଙ୍କ ହାତରେ ଖଣି ଦୁର୍ନୀତି: ସରକାରଙ୍କ ବିପୁଳ ପରିମାଣର ରାଜସ୍ବ ହାନି

ଭୁବନେଶ୍ୱର,୨ା୪(ରବିନାରାୟଣ ଜେନା): ରାଜ୍ୟରେ ଗତ ୨୨ ବର୍ଷରେ ଖଣିଜ ଅଞ୍ଚଳରେ ଲିଜ୍‌ଧାରୀମାନେ କିଭଳି ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି ତା’ର ଦସ୍ତାବିଜ୍‌ ରାଜ୍ୟ ମହାଲେଖାକାରଙ୍କ...

Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭୁବନେଶ୍ୱର,୨।୪: ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ଦାବି ଏବଂ ଗ୍ରହଣ କରୁଥିବା ସମୟରେ ଓଡ଼ିଶା ଭିଜିଲାନ୍ସ...

ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ’ର ଗଳିକନ୍ଦିରେ ବେଆଇନ ଭାବେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image