କାତ୍ୟାୟନୀ ବେଶରେ ଭକ୍ତଙ୍କୁ ଦିବ୍ୟ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୧୪।୧(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତରେ ଥିବା ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ବାସନ୍ତୀକ ଚୈତ୍ର ନବରାତ୍ର ପୂଜା ଚାଲିଛି। ନବରାତ୍ରର ରବିବାର ଷଷ୍ଠ ଦିବସ ତଥା ଓଡ଼ିଆ ନବ ବର୍ଷ ଏବଂ ମହାବିଷୁବ ସଂକ୍ରାନ୍ତି ଅବସରରେ ମା’ ବନଦୁର୍ଗା କାତ୍ୟାୟନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।

ସକାଳୁ ମା’ଙ୍କ ମଙ୍ଗଳ ଆଳତି, କଳଶ ପୂଜା, ସୂର୍ଯ୍ୟ ପୂଜା, ପଞ୍ଚ ଦେବତା ପୂଜା, ଷୋଡ଼ଶ ଉପଚାରରେ ମଧ୍ୟାହ୍ନ ଧୂପ, ଦୁର୍ଗା ସପ୍ତଶତୀ ଚଣ୍ଡୀ ପାଠ କରାଯାଇଥିଲା। ଏପରିକି ସନ୍ଧ୍ୟାରେ
ବାଳଭୋଗ, ଆଳତି, ଆଧରପଣା ଓ ମହାପ୍ରସାଦ ମା’ଙ୍କୁ ଅର୍ପଣ ପୂର୍ବକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇଛି।

ଡଃ. କୃପାସିନ୍ଧୁ ପଣ୍ଡା ପୂଜାର୍ଚ୍ଚନା କରିଥିବା ବେଳେ ପଣ୍ଡିତ ତପନ କୁମାର ମହାପାତ୍ର, ବିଷ୍ଣୂପ୍ରୀୟା ପଟ୍ଟଯୋଷୀ ସହଯୋଗ କରିଥିଲେ। ଏହି ଅବସରରେ ସାମାଜିଜ କର୍ମୀ ମଦନ ମୋହନ ମହାପାତ୍ର, ସି.ଏ. ପ୍ରଦୀପ ରଞ୍ଜନ ଆଚାର୍ଯ୍ୟ, ଉମାକାନ୍ତ ରଥ, ବିଭୂଦତ୍ତ ପାଇକରାୟ ପ୍ରମୁଖଙ୍କ ସହ ଶ୍ରଦ୍ଧାଳୁ ଉପସ୍ଥିତ ରହି ମା’ଙ୍କ ଦିବ୍ୟ ବେଶକୁ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri