ଏମିତି ଲୋକଙ୍କଠାରୁ ଦୂରରେ ରହିବାକୁ…

ଭାରତର ମହାନ ରାଜନୀତିଜ୍ଞ ଏବଂ ଅର୍ଥଶାସ୍ତ୍ର ବିଶେଷଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ନୀତି ପୁସ୍ତକର ୧୭ତମ ଅଧ୍ୟାୟର ଏକ ଶ୍ଳୋକରେ ଆଠ ପ୍ରକାର ଲୋକଙ୍କ ବିଷୟରେ ବର୍ଣ୍ଣନା କରିଛନ୍ତି, ଯେଉଁମାନେ ସର୍ବଦା ଅନ୍ୟକୁ ଅସୁବିଧାରେ ପକାଇଥାନ୍ତି, ଦୁଃଖ ଦେଇଥାନ୍ତି।

ରାଜା, ଗଣିକା, ଯମ, ଅଗ୍ନି, ତସ୍କର, ବାଳକ, ଯାଚକ ଏବଂ ଗ୍ରାମ କଣ୍ଟକ(ଗ୍ରାମବାସୀଙ୍କୁ ଅସୁବିଧାରେ ପକାଉଥିବା) ୮ ପ୍ରକାର ବ୍ୟକ୍ତି ଅନ୍ୟମାନଙ୍କ ଦୁଃଖ ଏବଂ ଯନ୍ତ୍ରଣାକୁ ଜାଣି ପାରନ୍ତି ନାହିଁ। ଏମାନେ ସର୍ବଦା ନିଜ ମନ ମୁତାବକ କାମ କରିଥାନ୍ତି। ଏଣୁ ମଣିଷମାନେ ଏମାନଙ୍କଠାରୁ ଦୟା ଆଶା କରିବା ଉଚିତ ନୁହେଁ ବୋଲି ଚାଣକ୍ୟ କହିଛନ୍ତି।

ଏହି ଶ୍ଳୋକରେ ଚାଣକ୍ୟ କହିଛନ୍ତି, ମଣିଷକୁ କେବେହେଲେ କୌଣସି ଅସହାୟ ଏବଂ ପୀଡ଼ିତ ବ୍ୟକ୍ତିର ଉପହାସ କରିବା ଉଚିତ ନୁହେଁ। କାରଣ ଏଭଳିି ତା ସହ ମଧ୍ୟ ଘଟିପାରେ।

ଏକ ଉଦ୍ଧତ ଯୁବକ ହସି ହସି ଜଣେ ବୃଦ୍ଧଙ୍କୁ ପଚାରିଥିଲେ, ତୁମେ ତଳେ କ’ଣ ଖୋଜୁଛ। ଏହାଶୁଣି ବୃଦ୍ଧଜଣଙ୍କ ଉତ୍ତର ଦେଇଥିଲେ ବୁଢ଼ା ହୋଇଯିବା ଯୋଗୁ ମୋର ଯୌବନ ରୂପକ ମୋତି ତଳେ ପଡ଼ି ଯାଇଛି। ମୁଁ ତାକୁ ହିଁ ଖୋଜୁଛି। ଏହି ସନ୍ଦର୍ଭରେ ଚାଣକ୍ୟ କହିଛନ୍ତି, ମଣିଷକୁ ଦିନେ ନା ଦିନେ ବୃଦ୍ଧାବସ୍ଥା ଦେଇ ଗତି କରିବାକୁ ପଡ଼ିବ। ଏଣୁ ଅନ୍ୟର ଉପହାସ କରିବା ପ୍ରବୃତି ଛାଡ଼ିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ହେଉଛି ସବୁ ଦୁଃଖର କାରଣ, କାହିଁକି ଏଭଳି କହିଛନ୍ତି ଚାଣକ୍ୟ…

ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ...

କାହାକୁ ଗୁରୁ କରିବା ପୂର୍ବରୁ ଜାଣନ୍ତୁ ଚାଣକ୍ୟଙ୍କ ଏହି କଥା

ଚାଣକ୍ୟ ଜଣେ ପଣ୍ଡିତ ଏବଂ ମହାନ ଶିକ୍ଷକ ଥିଲେ। ସେ ତାଙ୍କ ଚାଣକ୍ୟ ନୀତିରେ ଅନେକ ବିଷୟ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ଗୁରୁ ହିଁ...

ଅଖରୋଟ୍‌ ଖାଇଲେ ମିଳେ ଏସବୁ ଫାଇଦା

ଅଖରୋଟ୍‌ ଏପରି ଏକ ଶୁଖିଲା ଫଳ, ଯାହା ଏହାକୁ ଖାଇବା ଦ୍ୱାରା ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ଅନେକ ଲାଭ ମିଳିବ। ନିକଟରେ ହୋଇଥିବା ଏକ ଅଧ୍ୟୟନ...

କୃତ୍ରିମ ବୁଦ୍ଧିମତ୍ତା

ଯଦିଓ କୃତ୍ରିମ ବୁଦ୍ଧିମତ୍ତାର ବିକାଶର ପ୍ରାରମ୍ଭିକ ପର୍ଯ୍ୟାୟ ଆମେ ବର୍ତ୍ତମାନ ଆଣିଛୁ ତଥାପି କୃତ୍ରିମ ବୁଦ୍ଧିମତ୍ତା ମାନବ ସମାଜକୁ ଅନେକ ଉପାୟରେ ଉପକୃତ କରିବାର ସାମର୍ଥ୍ୟ...

ବ୍ରେନ୍‌ ଟ୍ୟୁମର: କାରଣ, ସତର୍କତା

ମନୁଷ୍ୟ ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ହେଲା ବ୍ରେନ୍‌ ବା ମସ୍ତିଷ୍କ। ଏହା ୨୮ଟି ଛୋଟବଡ଼ ହାଡ଼କୁ ନେଇ ଗଠିତ। ଖପୁରି ଭିତରେ ମସ୍ତିଷ୍କ ସୁରକ୍ଷିତ...

ଶେଯରେ ବସି ଖାଉଥିଲେ ନିହାତି ଜାଣନ୍ତୁ..

ପୂର୍ବେ, ଲୋକମାନେ ଭୂମି ଉପରେ ଚକା ପକାଇ ଭୋଜନ କରୁଥିଲେ। କିନ୍ତୁ ପରିବର୍ତ୍ତିତ ସମୟାନୁସାରେ ଏହାର ସ୍ଥାନ ଡାଇନିଂ ଟେବୁଲ୍‌ ନେଇଗଲା। ହେଲେ ଏବେ ବି...

ଦଶହରାରେ କ’ଣ କଲେ ହୁଏ ଶୁଭ, ଜାଣନ୍ତୁ ….

ଦଶହରାରେ ଘରକୁ ପରିଷ୍କାର ପରିଚ୍ଛନ୍ନ କରିବା ସହ ମା’ଙ୍କ କୃପା ଲଭିବାକୁ ଘରେ ଘରେ ସ୍ବତନ୍ତ୍ର ପୂଜାବିଧିର ଆୟୋଜନ କରାଯାଇଥାଏ। ତେବେ ବାସ୍ତୁଶାସ୍ତ୍ର ଅନୁସାରେ, ଏମିତି...

ଏହି ୨ ଗୁଣ ଶତ୍ରୁଙ୍କୁ କରିଦେବ ମିତ୍ର ଚାଣକ୍ୟ କହିଲେ…

ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri