୯ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଥିଲା। ତେବେ ମଙ୍ଗଳବାରଠାରୁ ଶୀତ କମିବା ଆରମ୍ଭ କରିଛି। ପାରଦ ଉପରମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ଯାଏ ବଢ଼ିଛି । ମଙ୍ଗଳବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ କୋରାପୁଟ ୬, ଝାରସୁଗୁଡ଼ା ୭.୮, କେନ୍ଦୁଝର ୯.୩, ସୁନ୍ଦରଗଡ ୮.୫, ଭବାନୀପାଟଣା ୮.୮, ଦାରିଙ୍ଗବାଡି ୮.୫, ଢେଙ୍କାନାଳ ୮, ନବରଙ୍ଗପୁର ୯.୨, ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
୧୨ ତାରିଖରୁ ସର୍ବନିମ୍ନ ତାପମାତ୍ରା ଆହୁରି ବଢ଼ିବ। ଆସନ୍ତା ୧୯ ତାରିଖ ଯାଏ ହାଲୁକା ଶୀତ ରହିବ। ବୁଧବାର ରାଜ୍ୟର କେତେକ ସ୍ଥାନରେ କୁହୁଡ଼ି ହେବ। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ କନ୍ଧମାଳ, କୋରାପୁଟ, ଗଞ୍ଜାମ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଅନୁଗୋଳ, ଢେଙ୍କାନାଳ ଆଦି ଜିଲାର କେତେକ ସ୍ଥାନରେ କୁହୁଡ଼ି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ରକଳ୍ପ

କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ନିଶ୍ଚିତ ଭାବରେ ମେଗା ଇସ୍ପାତ କାରଖାନା ହେବ। ଶୁକ୍ରବାର ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝର ଜିଲା...

ଏଣିକି ବାରରେ ନଚାଇଲେ ପଡ଼ିବ ମହଙ୍ଗା: ରଦ୍ଦ ହେବ…

ଭୁବନେଶ୍ୱର,୧।୧୧: ଏଣିକି ବାର ମାଲିକଙ୍କୁ ପଡ଼ିବ ମହଙ୍ଗା। ବାରରେ ଡାନ୍ସ କରାଇଲେ ରଦ୍ଦ ହେବ ଲାଇସେନ୍ସ । ଗୀତ ଛଡା ବାରରେ ନାଚକୁ ଅବକାରୀ ବିଭାଗ...

ଏହି ଦିନ ଭାଜପାରେ ସାମିଲ ହେବେ ସୁନନ୍ଦା ଦାସ

ଭୁବନେଶ୍ୱର,୧।୧୧: ଆସନ୍ତା ୬ ତାରିଖରେ ଭାଜପାରେ ସାମିଲ ହେବେ ସୁନନ୍ଦା ଦାସ। ୬ ତାରିଖ ପୂର୍ବାହ୍ନରେ ଭାଜପା ରାଜ୍ୟ ମୁଖ୍ୟାଳୟରେ ସାମିଲ ହେବେ। ଏ ନେଇ...

ଏବେ ନାହିଁ କୌଣସି ଲଘୁଚାପ: ୩ରୁ ୫ ତାରିଖ ଯାଏ ପାଗ ଶୁଖିଲା

ଭୁବନେଶ୍ୱର ,୧।୧୧: ଏବେ ନାହିଁ କୌଣସି ଲଘୁଚାପ। ଆସନ୍ତା ୭ଦିନ ମଧ୍ୟରେ ଲଘୁଚାପ ନେଇ କୌଣସି ସମ୍ଭାବନା ନଥିବା କହିଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ମାଛ ଧରିବା ଉପରେ ୭ ମାସ କଟକଣା

ଭୁବନେଶ୍ୱର,୧।୧୧: ଗହୀର ମଥା ସାମୁଦ୍ରିକ ଅଭୟାରଣ୍ୟରେ ଆଜିଠାରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ୭ ମାସ ମାଛ ଧରିବା ଉପରେ ବନ ବିଭାଗ ପକ୍ଷରୁ କଟକଣା...

ଆଇଏମଡି କଲା ଆଲର୍ଟ: ଆସୁଛି ଆଉ ଏକ ଲଘୁଚାପ!

ଭୁବନେଶ୍ୱର,୧।୧୧: ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଏନେଇ ଆଲର୍ଟ କରିଛି ଭାରତୀୟ ପାଣିପାଗ ବିଭାଗ। ପାଣିପାଗ ବିଭାଗନୁସାରେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ...

ସ୍କ୍ରବ ଟାଇଫସ୍‌ ନେଲା ଆଉ ଜଣଙ୍କ ଜୀବନ

ବିନିକା,୧।୧୧: ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲା ବୁର୍ଲା ଏକ ଘରୋଇ ନର୍ସିଂ ହୋମ୍‌ରୁ...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ସ୍ଥଗିତ, ଫେରିଗଲେ ଅଭିଯୋଗକାରୀ

କେସିଙ୍ଗା,୧ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ନାମରେ ଦୀର୍ଘ ୨୮ ଦିନ ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପଟ୍ଟନାୟକ, ସରପଞ୍ଚ ଓ ସମିତିସଭ୍ୟା/ସଭ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri