୨୫,୨୬ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ଓଡିଶା ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୫ ଓ ୨୬ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୫ତାରିଖରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଦୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ପୁରୀ ଜିଲାରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୬ ତାରିଖରେ ମାଲକାନଗରି, କୋରାପୁଟ, ରାୟଗଡା, ଗଜପତି ଏବଂ ନବରଙ୍ଗପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଗଞ୍ଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri