୧୦ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୭।୮(ଅନୁରାଧା ମହାରଣା): ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ସହ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହ ରାଜ୍ୟର କେତେକ ସ୍ଥାନରେ ବର୍ଷା ରେକର୍ଡ଼ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କନ୍ଧମାଳ, ବରଗଡ଼, ଅନୁଗୁଳ, ଝାରସୁଗୁଡ଼ା ଏବଂ ସମ୍ବଲପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇଛି। ଆଭ୍ୟନ୍ତରୀଣ ଓଡ଼ିଶା ସହ ଅନ୍ୟ କେତକ ଜିଲାରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ କଟକ ଜିଲାରେ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ପୃକ୍ତ ୧୦ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୯ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ଅପେକ୍ଷାକୃତ କମ୍‌ ରହିବ। ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାର କେତକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଉକ୍ତ ଜିଲାଗୁଡ଼ିକୁ ମଧ୍ୟ ୟେଲୋ ଓ୍ବାର୍ନିଂ ରହିଛି। ୧୦ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲାରେ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେଣୁ ଏହି ସବୁ ଜିଲାଗୁଡ଼ିକୁ ମଧ୍ୟ ୟେଲୋ ଓ୍ବାର୍ନିଂ ରହିଛି। ୧୧ ଓ ୧୨ ତାରିଖରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଥିଲେ ମଧ୍ୟ କୌଣସି ଜିଲାକୁ ଓ୍ବାର୍ନିଂ ଜାରି ହୋଇାନାହିଁ।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଅଯୋଗ୍ୟ ସୁଭଦ୍ରା ହିତାଧୀକାରୀଙ୍କ ପାଇଁ ବଡ଼ ଖବର, ଉପମୁଖ୍ୟମନ୍ତ୍ରୀ କହିଲେ…

ସୁଭଦ୍ରା ଯୋଜନା ପାଇଁ ପ୍ରସ୍ତୁତ ହେବ ନୂଆ ଗାଇଡ୍‌ଲାଇନ। ଆବେଦନ କରି କଟିଯାଇଥିବା ହିତାଧିକାରୀ ଏହି ଯୋଜନାରେ ପୁଣି ସାମିଲ ହେବେ । କେଉଁ ଆଧାରରେ...

ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ଜେଲ ଗଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ

ଭବାନୀପାଟଣା, ୧।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୁଲ ରାମପୁର ବ୍ଲକ କାଣୀଗୁମା ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ସନ୍ୟାସୀ ନାୟକଙ୍କୁ ଆୟବର୍ହିଭୁତ ସମ୍ପତ୍ତି ଠୁଳ...

ଏହି ୨ ଦିନ ବନ୍ଦ ରହ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୧।୧୧: ନଭେମ୍ବର ୪ ଓ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର...

ଆମ୍ବ ଟାକୁଆ ଖାଇ ୨ ମୃତ୍ୟୁ: ମୃତଦେହ ବ୍ୟବଚ୍ଛେଦ ବିଳମ୍ବକୁ ନେଇ କ୍ଷୋଭ ପ୍ରକାଶ କଲେ ବ୍ଲକ ଅଧ୍ୟକ୍ଷ

ଦାରିଙ୍ଗବାଡି,୧।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ମୃତ୍ୟୁ ଏବଂ ୬ ଗୁରୁତର...

ଧନତେରସରେ ସିଟି/ଜିଏସ୍‌ଟି ଚଢ଼ାଉ ପରେ ଭାଙ୍ଗିପଡିଲେ ସୁନା ବ୍ୟବସାୟୀ: ଦୀପାବଳି ସାରି ଶାନ୍ତିରେ ଶୋଇଗଲେ ଯେ, ଆଉ…

ଜୟପୁର,୧ା୧୧: ଧନତେରସରେ ସିଟି/ଜିଏସ୍‌ଟି ଚଢ଼ାଉ ପରେ ଭାଙ୍ଗିପଡ଼ିଲେ ସୁନା ବ୍ୟବସାୟୀ। ଘଟଣାର ୨ ଦିନ ପରେ ବୁଜିଲେ ଆଖି। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ...

ଗାଧୋଇବା ବେଳେ ଅଘଟଣ: ଭାସିଯାଇ ୨ ନିଖୋଜ

ଝାରସୁଗୁଡ଼ା,୧।୧୧: ଝାରସୁଗୁଡ଼ା ଜିଲା ଇବ୍‌ ନଦୀର ବୁଢ଼ୀପଦର ଘାଟରେ ଶୁକ୍ରବାର ଗାଧୋଇବା ବେଳେ ଏକ ଅଘଟଣ ଘଟିଛି। ପାଣିରେ ଭାସିଯାଇ ୨ଜଣ ନିଖୋଜ ହୋଇଯାଇଥିବା ଜଣାପଡିଛି।...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ରକଳ୍ପ

କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ନିଶ୍ଚିତ ଭାବରେ ମେଗା ଇସ୍ପାତ କାରଖାନା ହେବ। ଶୁକ୍ରବାର ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝର ଜିଲା...

‘ନବୀନଙ୍କୁ ହରାଇବାକୁ କଣ୍ଟାବାଞ୍ଜି ପଠାଯାଇଥିଲା’ ବିସ୍ଫୋରକ ବୟାନ ଦେଲେ…

ଭୁବନେଶ୍ୱର,୧।୧୧: କିଛିଦିନ ପୂର୍ବରୁ ବିଜେଡି ଛାଡିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଭାଜପାରେ ଯୋଗ ଦେବାକୁ ଯାଉଛନ୍ତି। ଏନେଇ ତାଙ୍କ ସ୍ବାମୀ ଦେବୁଲି ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri