ଭାଜପାର ଚାନ୍ଦବାଲି ଏନ୍‌ଏସି ଘେରାଉ

ଚାନ୍ଦବାଲି,୨୯।୮(ଅଶୋକ ପଣ୍ଡା): ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ଭାଜପା ଚାନ୍ଦବାଲି ଶାଖା ପକ୍ଷରୁ ଚାନ୍ଦବାଲି ସହରରେ ଏକ ଶୋଭାଯାତ୍ରା ସହ
ଏନ୍‌ଏସି କାର୍ଯ୍ୟାଳୟ ଆଗରେ ଗଣ ଧାରଣା ଦିଆଯାଇଛି । ଭାଜପା ଚାନ୍ଦବାଲି ନଗର ସଭାପତି ସରୋଜ ବଳଙ୍କ ଅଧ୍ୟକ୍ଷତାରେ ଦଳୀୟ କର୍ମୀଙ୍କ ଏକ ବିଶାଳ ଶୋଭାଯାତ୍ରା କାଳୀ ମନ୍ଦିର ନିକଟରୁ ବାହାରି ସହର ପରିକ୍ରମା କରିବା ପରେ ଏନ୍‌ଏସି କାର୍ଯ୍ୟାଳୟ ଆଗରେ ଗଣ ଧାରଣା ଦିଆଯାଇ ବିଜେଡିି ଶାସନର ଦୁର୍ନୀତି ଓ ଭ୍ରଷ୍ଟାଚାର ସମ୍ପର୍କରେ ସ୍ଲୋଗାନ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ । ପୂର୍ଣ୍ଣଚନ୍ଦ୍ର ପାଣି, କମଳାକାନ୍ତ ସୂତାର, ଉପେନ୍ଦ୍ର ରାଉଳ, କାଉନସିଲର ଚନ୍ଦନ ରାଉତ, ଶୀତମହାଳିକ, ବିଷ୍ଣୁ ଦାସ, ସନ୍ତୋଷ ବାରିକ, ବିଶ୍ୱନାଥ ସୂତାର, ଅନୁପ ଜେନା, ରମାକାନ୍ତ ନାୟକ ପ୍ରମୁଖଙ୍କ ସହ ବହୁ ନେତା ଓ କର୍ମୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ମହାପ୍ରୟାଣ ଗାଡ଼ି, ବାଇକ୍‌ରେ ଗାଁକୁ ଗଲା ମୃତଦେହ

ଲାଞ୍ଜିଗଡ଼,୧୪ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ରୋଗୀଙ୍କ ପାଇଁ ମିଳିଲାନି ମହାପ୍ରୟାଣ...

ଘାଟିରେ ଜିଆଇ ତାର ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ

ଜି.ଉଦୟଗିରି,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ...

ରାମ୍‌କୋକୁ ୧.୫୨ କୋଟି ଜରିମାନା

ଯାଜପୁର,୧୪ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାର ଧର୍ମଶାଳା ବ୍ଲକ ହରିଦାଶପୁରରେ ପ୍ରତିଷ୍ଠା ହୋଇଥିବା ରାମ୍‌କୋ ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍‌ କାରଖାନା ଆଇନଗତ ଅଧିକାର ନ ଥିବା ୫.୪୨...

ଯୁବକଙ୍କୁ ଘୋଷାଡ଼ି ନେଲା ମାଲ୍‌ବାହୀ ଟ୍ରେନ୍‌, କଟିଗଲା ଗୋଡ଼

ଲାଞ୍ଜିଗଡ଼,୧୪ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ଚନ୍ଦନପୁର ନିକଟସ୍ଥ ଆମ୍ବାଦଳାରୁ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ୍‌କୁ ଯାଉଥିବା ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ...

ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌; ଷ୍ଟିଅରିଂରେ ଚାପି ହୋଇ ରହିଛନ୍ତି ଡ୍ରାଇଭର

ଆନନ୍ଦପୁର/ଘଷିପୁରା,୧୪।୧୧(ସୁଶାନ୍ତ କୁମାର ସାହୁ/ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥ ଦରଖୋଳା ଛକ ନିକଟରେ ଏକ ଭୟଙ୍କର...

ବାଲିଯାତ୍ରା ପାଇଁ ଟ୍ରାଫିକ୍‌ କଟକଣା

କଟକ,୧୪ା୧୧(କାର୍ତ୍ତିକ ସାହୁ): କଟକ ସହରରେ ଆସନ୍ତା ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ଉତ୍ସବ ଅନୁଷ୍ଠିତ ହେବ। କମିଶନ୍‌ରେଟ୍‌ ପୋଲିସ ପକ୍ଷରୁ ସହରର ବିଭିନ୍ନ ରାସ୍ତାରେ...

କୋର୍ଟରେ ହାଜର ହେଲେ ଏମ୍‌ପି ପ୍ରଦୀପ, ପାଠକ ବାପପୁଅ

ବ୍ରହ୍ମପୁର, ୧୪ା୧୧ (ସୁବାସ ଚନ୍ଦ୍ର ପାଢ଼ୀ): ଟାଟା ମୋଟର୍ସରେ ଚାକିରି ଦେବାକୁ କହି ଏକାଧିକ ଯୁବକଙ୍କଠାରୁ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ...

‘ବେଆଇନ ନିର୍ମାଣକାରୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ’

କେନ୍ଦୁଝର,୧୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ବିନା ପାର୍କିଂ ବ୍ୟବସ୍ଥାରେ ବ୍ୟବସାୟିକ କେନ୍ଦ୍ର ଗଢ଼ି ଉଠିଥିବାରୁ ଟ୍ରାଫିକ୍‌ ସମସ୍ୟା ଗୁରୁତର ହୋଇପଡ଼ିଛି। ସେହିପରି ସରକାରୀ ଜମିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri