Posted inଜାତୀୟ

ସଂସଦରେ ହଟ୍ଟଗୋଳ, ହେଲେ ବାହାରେ ଭାଜପା-କଂଗ୍ରେସ ନେତାଙ୍କ ବନ୍ଧୁତ୍ୱ

ନୂଆଦିଲ୍ଲୀ,୨୭।୬: ଲୋକ ସଭା ନିର୍ବାଚନରେ ଏନଡିଏ ଏବଂ ଇଣ୍ଡିଆ ଆଲାଇନ୍ସ ମଧ୍ୟରେ ଅନେକ ଅଭିଯୋଗ ହୋଇଥିଲା। ସଂସଦର ଅଧିବେଶନ ସମୟରେ ମଧ୍ୟ ଉଭୟ ଦଳର ଏମପିଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା, କିନ୍ତୁ ଯେତେବେଳେ କଂଗ୍ରେସ ଓ ଭାଜପାର ନେତାମାନେ ସଂସଦ ବାହାରେ ଏକାଠି ହୋଇଥିଲେ, ଏହା ଏକ ଭିନ୍ନ ଦୃଶ୍ୟ ଥିଲା । ଏମପିମାନଙ୍କ ମଧ୍ୟରେ ଏକ ଭିନ୍ନ ପ୍ରକାରର ବନ୍ଧୁତା ଦେଖାଦେଇଥିଲା। ଫଟୋ ଦେଖିବା ପରେ ଆପଣ ମଧ୍ୟ କହିବେ … ଚମତ୍କାର।
ଲୋକ ସଭା ବାଚସ୍ପତି ନିର୍ବାଚନର ଦ୍ୱିତୀୟ ଦିନରେ ଯେତେବେଳେ ସଂସଦର ପ୍ରକ୍ରିୟା ଆରମ୍ଭ ହେଲା ସେତେବେଳେ ରାଜନୀତି ମଧ୍ୟ ତୀବ୍ର ହେଲା। ବିରୋଧୀଦଳର ନେତାମାନେ ନୂତନ ସଂସଦ ଗୃହରେ ସ୍ଥାପିତ ସେଙ୍ଗୋଲ ପ୍ରସଙ୍ଗ ଉଠାଇଥିଲେ। ଏପରିକି ଏହାକୁ ହଟାଇବାକୁ ଦାବି କରିଥିଲେ। ସମାଜବାଦୀ ପାର୍ଟି ସାଂସଦ ଆର.କେ ଚୌଧରୀ କହିଛନ୍ତି, ସେଙ୍ଗୋଲ ରାଜତନ୍ତ୍ରର ପ୍ରତୀକ ଏବଂ ଦେଶ ଆଉ ରାଜତନ୍ତ୍ର ନୁହେଁ ବରଂ ଗଣତନ୍ତ୍ର। ଭାଜପା ଏମପିମାନେ ତୀବ୍ର ବିରୋଧ କରିଥିଲେ। ଏହା ପରେ ଡେପୁଟି ବାଚସ୍ପତିଙ୍କୁ ନେଇ ମଧ୍ୟ ଦ୍ୱନ୍ଦ୍ୱ ଦେଖାଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri