ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍‌ ଦାଖଲ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଭିଜିଲାନ୍ସ ପକ୍ଷରୁ ଚାର୍ଜସିଟ୍‌ ଦାଖଲ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ୩ ହଜାର ପୃଷ୍ଠାର ଚାର୍ଜସିଟ ଦାଖଲ ହୋଇଥିବା ଜଣାପଡ଼ିଛି। ଚାର୍ଜସିଟରେ ୯ କୋଟି ୧୮ ଲକ୍ଷ ଟଙ୍କାର ଆୟ ବର୍ହିଭୂତ ସତ୍ତି ରହିଛି । ଲୋକାୟୁକ୍ତଙ୍କ ଅନୁମତି ପରେ ଚାର୍ଜସିଟ ଦାଖଲ ହୋଇଛି।
ସୂଚନା ଯୋଗ୍ୟ, ପ୍ରଦୀପ ପାଣିଗ୍ରାହୀ ଏବେ ଗୋପାଳପୁର ବିଧାୟକ ଅଛନ୍ତି । ତାଙ୍କ ବିରୋଧରେ ୯ କୋଟି ୧୮ଲକ୍ଷ ୧୩ ହଜାର ୭ ଟଙ୍କାର ଆୟ ବର୍ହିଭୂତ ଟଙ୍କା ଠାବ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ...

ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri