ସ୍ତନ କର୍କଟ ବିଜ୍ଞାପନ ଦେଇ ଫସିଲା ଯୁବରାଜ ସିଂଙ୍କ ଏନ୍‌ଜିଓ

ନୂଆଦିଲ୍ଲୀ,୨୫ା୧୦:ଭାରତୀୟ କ୍ରିକେଟର ଯୁବରାଜ ସିଂଙ୍କ ଏନ୍‌ଜିଓ ‘ୟୁଓ୍ବିକ୍ୟାନ୍‌’ ପକ୍ଷରୁ ସ୍ତନ କର୍କଟ ସଚେତନତା ପାଇଁ ଦିଲ୍ଲୀ ମେଟ୍ରୋରେ ଦିଆଯାଇଥିବା ବିବାଦୀୟ ବିଜ୍ଞାପନ ସମାଲୋଚିତ ହୋଇଛି। ଉକ୍ତ ବିଜ୍ଞାପନରେ ସ୍ତନକୁ ‘ଅରେଞ୍ଜ’ ଭାବେ ଦର୍ଶାଯାଇଥିଲା। ଏଭଳି ଲଜ୍ଜାକର ବିଜ୍ଞାପନ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ସମାଲୋଚନା କରାଯାଇଥିଲା। ଏହା ଜାଣିବା ପରେ ଦିଲ୍ଲୀ ମେଟ୍ରୋ କର୍ତ୍ତୃପକ୍ଷ ଉକ୍ତ ବିଜ୍ଞାପନକୁ ହଟାଇ ଦେଇଛନ୍ତି। ଏଆଇ ପ୍ରସ୍ତୁତ ଉକ୍ତ ବିବାଦୀୟ ବିଜ୍ଞାପନରେ ଜଣେ ଯୁବତୀ ବସ୍‌୍‌ରେ ଯାଉଥିବାବେଳେ ହାତରେ ଦୁଇଟି କମଳା ଧରିଛନ୍ତି। ତାଙ୍କ ଚାରିପଟେ ବୟସ୍କା ମହିଳାମାନେ ବସିଥିବାବେଳେ ଜଣେ ମହିଳାଙ୍କ ହାତରେ କମଳା ଝୁଡ଼ି ରହିଛି। ଉକ୍ତ ଫଟୋ ତଳେ ସ୍ଲୋଗାନ ଲେଖାଯାଇଛି, ‘ଚେକ୍‌ ୟୋର୍‌ ଅରେଞ୍ଜସ୍‌ ଓ୍ବାନ୍ସ ଏ ମନ୍ଥ’। ଯଦି ଆମେ ସ୍ତନ ଶବ୍ଦ ବ୍ୟବହାର କରିପାରିବା ନାହିଁ, ତେବେ ଦେଶରେ ସ୍ତନ କର୍କଟ ସମ୍ପର୍କରେ ସଚେତନତା କିପରି ସୃଷ୍ଟି କରିବା ବୋଲି ଏକ ପୋଷ୍ଟରେ ଏକ୍ସ ଆକାଉଣ୍ଟ କନ୍‌ଫୁଡିଅସ୍‌ ସମାଲୋଚନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଉପରେ ବଡ ଆକ୍ସନ

ନୂଆଦିଲ୍ଲୀ,୨୫।୧୦: ଦିଲ୍ଲୀ ପୋଲିସର ସ୍ପେଶାଲ ସେଲକୁ ବଡ ସଫଳତା ମିଳିଛ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ...

ଦୀପାବଳି ପୂର୍ବରୁ ମୋଦି ସରକାର ଦେଲେ ବଡ଼ ଉପହାର, ଘୋଷଣା କଲେ…

ନୂଆଦିଲ୍ଲୀ,୨୫।୧୦: ଦୀପାବଳି ପୂର୍ବରୁ ମୋଦି ସରକାର ଉଦ୍ୟୋଗୀମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ବର୍ତ୍ତମାନ ତାଙ୍କୁ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା ଅଧୀନରେ ଡବଲ ଋଣ ପାଇବେ।...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ନ୍ୟୁଜିଲାଣ୍ଡ ଆଗୁଆ

ପୁଣେ,୨୫।୧୦: ପୁଣେର ମହାରାଷ୍ଟ୍ର କ୍ରିକେଟ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଚାଲିଛି। ଟସ ଜିତିବା...

ଦ୍ୱିତୀୟ ଟେଷ୍ଟରେ ପୁଣି ଭାରତର ବ୍ୟାଟିଂ ବିପର୍ଯ୍ୟୟ; ୧୫୬ ରେ ଅଲଆଉଟ

ପୁଣେ,୨୫ା୧୦: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ (ଏମସିଏ) ଷ୍ଟାଡିୟମରେ ଟିମ୍ ଇଣ୍ଡିଆ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଦ୍ୱିତୀୟ ମ୍ୟାଚ୍ ଖେଳାଯାଉଛି। ଶୁକ୍ରବାର ମ୍ୟାଚର ଦ୍ୱିତୀୟ ଦିନ।...

ମୋଦି ଲଡୁ ନାମରେ ପ୍ରସିଦ୍ଧ ଏହି ମିଠା, ଏହାର ଓଜନ ଆଉ ମୂଲ୍ୟ ଜାଣିଲେ…

ଭାଗଲପୁର,୨୫।୧୦: ଆପଣ କେବେ ମୋଦି ଲଡୁ ଖାଇଛନ୍ତି କି? ଆପଣ ଜାଣନ୍ତି କି ମୋଦି ଲଡୁ କେଉଁଠାରେ ଉପଲବ୍ଧ? ଆପଣ ଏହାର ମୂଲ୍ୟ ଜାଣିଛନ୍ତି କି?...

ଭାଜପା ନେତାଙ୍କ ସ୍କୁଲ ବସ୍‌ ଉପରକୁ ଗୁଳିମାଡ଼: ଡରିକି ଛାନିଆ ୨୮ ଛାଛ୍ରୀଛାତ୍ର

ଲକ୍ଷ୍ନୌ,୨୫।୧୦: ଉତ୍ତର ପ୍ରଦେଶର ଗଜରୌଲାରେ ଭାଜପା ଜିଲା ଉପାଧ୍ୟକ୍ଷ ତଥା ବ୍ଲକ ମୁଖ୍ୟ ମୀନାକ୍ଷୀ ଚୌଧୁରୀଙ୍କ ସ୍ବାମୀ ଚୌଧୁରୀ ବିରେନ୍ଦ୍ର ସିଂଙ୍କ ସ୍କୁଲ ବସ୍ରେ ତିନିଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri