ଶଟ୍‌ଡାଉନ୍‌ରେ ଚେକିଂ କଡ଼ାକଡ଼ି

ରାୟଗଡ଼ା ଅଫିସ, ୧।୫ରାୟଗଡ଼ାରେ କରୋନାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ସପ୍ତାହାନ୍ତ ଶଟ୍‌ଡାଉନ୍‌ କରାଯାଉଛି। ଶନିବାର ସହରର କଲେଜ ରୋଡ୍‌, ମଝିଘରିଆଣି ମନ୍ଦିର ଛକ, କପିଳାସ ରୋଡ୍‌ ଆଦି ପ୍ରମୁଖ ସ୍ଥାନ ଓ ସାହି ଗଳିରେ ମଧ୍ୟ କଡ଼ାକଡ଼ି ଚେକିଂ କରାଯାଇଛି। ବାହାରେ ବୁଲୁଥିବା ଲୋକଙ୍କୁ ପୋଲିସ ଅଟକାଇ ପଚରାଉଚରା କରୁଛି। ସହରବାସୀ ଏହି ଶଟ୍‌ଡାଉନ୍‌କୁ ସ୍ବାଗତ କରିଛନ୍ତି। ଶନିବାର ରାୟଗଡ଼ାରୁ ୨୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା, ବନବିଭାଗ ଚୁପ୍‌

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ବେଧଡ଼କ ଚାଲିଛି ଜଙ୍ଗଲ କଟା। ଏବେ ଚାରିଆଡ଼େ ଜଙ୍ଗଲ ଏକ ପ୍ରକାର ବିପଦରେ ପଡ଼ିଥିବାବେଳେ ବନାଞ୍ଚଳର କର୍ମଚାରୀ...

Athiya Shetty Baby Girl Name: ଝିଅର ନାମକରଣ କଲେ ରାହୁଲ-ଆଥିୟା, ଶୁଣୁଶୁଣୁ ଅନୁଷ୍କା କଲେ କମେଣ୍ଟ

ମୁମ୍ବାଇ: ଆଥିୟା ଶେଟ୍ଟୀ ଏବଂ କେଏଲ ରାହୁଲଙ୍କ ଘରେ ଖୁସି ଆସିଛି। Athiya ୨୪ ମାର୍ଚ୍ଚରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ଝିଅର ଜନ୍ମ...

ଘୋଷଣା ହେଲା ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପାର୍ଥିଙ୍କ ନାମ! RJD ଏମପି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୮।୪: ଗୁରୁବାର ପାଟନାର ଆରଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ମହାମେଣ୍ଟର ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥିଙ୍କ ସମ୍ପର୍କରେ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ। କିନ୍ତୁ, ବୈଠକରେ ଯୋଗ...

Top 5 Odishi Dancers in Odisha: ଓଡ଼ିଶୀ ନୃତ୍ୟକୁ ପ୍ରଚାର ପ୍ରସାର କରିବାରେ ୫ ନୃତ୍ୟଶିଳ୍ପୀଙ୍କ ମହତ୍ତ୍ୱପୂର୍ଣ୍ଣ ଭୂମିକା

ଓଡ଼ିଶୀ ନୃତ୍ୟର ପରମ୍ପରାକୁ ସଂରକ୍ଷଣ ଓ ପ୍ରସାର କରିବାରେ ଅନେକ ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ମାତ୍ର ଏମାନଙ୍କ ମଧ୍ୟରୁ ୫ ଶ୍ରେଷ୍ଠ ଓଡ଼ିଶୀ...

ଟ୍ରମ୍ପ୍‌ଙ୍କୁ ‘ସୁପ୍ରିମ’ ଝଟ୍‌କା: ନିଷ୍ପତ୍ତି ଉପରେ ଲାଗିଲା ରୋକ

ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟରୁ ଏକ ଝଟକା ଲାଗିଛି। ଜନ୍ମରୁ ନାଗରିକତା ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଟ୍ରମ୍ପଙ୍କ ପ୍ରସ୍ତାବ ଉପରେ କୋର୍ଟ...

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ): ଚକ୍ରତୀର୍ଥରୁ ନିଜ ଘର ପୁରୁଣାଘାଟି ଫେରୁଥିବା ସମୟରେ କିଷାନ ପ୍ରଧାନ ନାମକ ଜଣେ ଯୁବକ କୁସବଣୀ ଛକ ନିକଟରେ ବାଇକ୍‌ ସ୍ଲିପ୍‌...

‘ବିଶ୍ୱରେ ତାଙ୍କ ପରି କେହି ନାହିଁ, ୧୦୦ ପ୍ରତିଶତ ହେବ ଚୁକ୍ତି’, Giorgia Meloniଙ୍କୁ ଭେଟିବା ପରେ ଟ୍ରମ୍ପ କହିଲେ…

ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ଭେଟିଥିଲେ, ଯିଏ ଗୁରୁବାର ଶୁଳ୍କ ଯୁଦ୍ଧ ମଧ୍ୟରେ ହ୍ବାଇଟ ହାଉସର ଏକ ସରକାରୀ...

ମୁର୍ଶିଦାବାଦ ହିଂସାକୁ ନେଇ ଜ୍ଞାନ ଦେଉଥିଲା Bangladesh ଭାରତ କହିଲା, ପ୍ରଥମେ ନିଜ ଘର ସମ୍ଭାଳ

ନୂଆଦିଲ୍ଲୀ,୧୮।୪: ପଶ୍ଚିମବଙ୍ଗରେ ୱକଫ ଆଇନକୁ ନେଇ ହିଂସା ଉପରେ Bangladeshର ମନ୍ତବ୍ୟକୁ ଭାରତ ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଛି। ଭାରତ କହିଛି ଯେ ଏହି ମନ୍ତବ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image