Posted inଜାତୀୟ

ମହିଳାଙ୍କ ଘରେ ସ୍ପାଏ କ୍ୟାମେରା ଲଗାଇ ଗିରଫ ହେଲେ ଦନ୍ତ ବିଭାଗ ଛାତ୍ର

ଚେନ୍ନାଇ,୧।୨: ମହିଳାଙ୍କ ଘରେ ସ୍ପାଏ କ୍ୟାମେରା ଲଗାଇ ଗିରଫ ହେଲେ ଡାକ୍ତରୀ ଛାତ୍ର। ଚେନ୍ନାଇର ଜଣେ ମହିଳାଙ୍କ ଅଭିଯୋଗ ଅନୁଯାୟୀ ଘରେ ଗୁପ୍ତ ଭାବେ ସୁଟିଂ କରୁଥିବା ଅଭିଯୋଗରେ ଜଣେ ଦନ୍ତ ବିଭାଗର ଛାତ୍ରଙ୍କୁ ଗିରଫ କରାଯାଇଛି। ମହିଳା ଜଣକ ଅନେକ ବର୍ଷ ବର୍ଷ ଧରି ସେଠାରେ ତାଙ୍କର ସ୍ୱାମୀଙ୍କ ସହିତ ଭଡା ଘରେ ରହୁଥିଲେ।

ଏହି ଘଟଣା ସାମ୍ନାକୁ ଆସିଥିଲା ​​ଯେତେବେଳେ ମହିଳା ଜଣକ ନିଜ କୋଠରୀ ସଫା କରୁଥିବାବେଳେ ଏକ କଲମରୁ ଏକ ଲାଲ୍ ଆଲୋକ ଦେଖିଥିଲେ। ଏହାକୁ ଦେଖି ସେ ପ୍ରଥମେ ଭୟଭୀତ ହୋଇଯାଇଥିଲେ ଏବଂ ଏହା ବିଷୟରେ ସେ ସ୍ୱାମୀଙ୍କୁ ଜଣାଇଥିଲେ।

ଚାକିରିରୁ ମହଳାଙ୍କୁ ସ୍ୱାମୀ ଫେରି କଲମକୁ ଅନୁଧ୍ୟାନ କରି ଦେଖିବାରୁ ଏହା ଏକ କ୍ୟାମେରା ବୋଲି ଜଣା ପଡିଥିଲା। ଏହି ଦମ୍ପତି ଅଭିଯୋଗ କରିଛନ୍ତି ଯେ ‘କଲମ’ଟିରେ ଥିବା ସ୍ପାଏ କ୍ୟାମେରା ମହିଳାଙ୍କ ପୋଷାକ ବଦଳାଇବା ସମୟରେ ମହିଳାଙ୍କ ବିନା ଅନୁମତିରେ ରେକର୍ଡ ହେବାର ଅନେକ ଉଦାହରଣ ଦେଖିବାକୁ ମିଳିଥିଲା। ଏହାପରେ ସେମାନେ ପୋଲିସ ନିକଟରେ ଅଭିଯୋଗ କରିଥିଲେ।

ପୋଲିସର ସୂଚନାନୁସାରେ, ସ୍ପାଏ କ୍ୟାମେରା ମହିଳାଙ୍କ ଘରେ ଇବ୍ରାହିମ ନାମକ ଜଣେ ମେଡିକାଲ ଛାତ୍ରଙ୍କ ଦ୍ୱାରା ରଖାଯାଇଥିବା ଅଭିଯୋଗ ହୋଇଛି, ଯିଏ ବିଲଡିଂ ମାଲିକଙ୍କ ପୁଅ। ଅଭିଯୋଗ ପରେ ଇବ୍ରାହିମଙ୍କୁ ଗିରଫ କରାଯାଇଥିଲା ଏବଂ ବର୍ତ୍ତମାନ ମାମଲାର ତଦନ୍ତ ଚାଲିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଲାଗି ପ୍ରସ୍ତାବ ପାରିତ, ମୋହର ଲଗାଇଲା ଉମର କ୍ୟାବିନେଟ୍‌

ଶ୍ରୀନଗର,୧୯।୧୦: ଜମ୍ମୁ କଶ୍ମୀରକୁ ସମ୍ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦେବା ଲାଗି ଶନିବାର ଉମର ଅବଦୁଲ୍ଲା କ୍ୟାବିନେଟ୍‌ରେ ଏକ ପ୍ରସ୍ତାବ ପାରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ ପୁଣି ଚାକିରି ଦେବେ ସରକାର, ଜାଣନ୍ତୁ କେତେ ପାଇବେ ଦରମା…

ନୂଆଦିଲ୍ଲୀ,୧୯ା୧୦: ଭାରତୀୟ ରେଳ ବିଭାଗ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଏକ ବଡ଼ ଖୁସି ଖବର ଦେଇଛି। ବାସ୍ତବରେ ରେଳ କର୍ମଚାରୀଙ୍କ ଅଭାବକୁ ଦୂର କରିବା ପାଇଁ ରେଳବାଇ...

ପଙ୍କଜା ମୁଣ୍ଡେ ହେବେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ…, କିଏ ଉଠାଇଲେ ଏହି ନାମ

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ଆସନ ବଣ୍ଟନରେ ସମସ୍ତ ରାଜନୈତିକ ଦଳ ବ୍ୟସ୍ତ ଅଛନ୍ତି। ଏକନାଥ ଶିନ୍ଦେଙ୍କ ନାମରେ ନିର୍ବାଚନ ଲଢିିବା ପାଇଁ ଭାଜପାର...

୬ ଦିନରେ ୭୦ରୁ ଅଧିକ ବିମାନକୁ ଦିଆଗଲାଣି ବୋମା ଧମକ, ଏଥିରେ ରହିଛି…

ନୂଆଦିଲ୍ଲୀ,୧୯ା୧୦: ଏୟାରଲାଇନ୍‌ ପ୍ରତି ବିପଦ ବଢୁଛି। କିଛିଦିନ ଧରି ଲଗାତର ବିମାନକୁ ବୋମା ଧମକ ମିଳୁଛି। ଶନିବାର ୫ଟି ଇଣ୍ଡିଗୋ ବିମାନକୁ ବୋମା ପକାଇ ଉଡ଼ାଇ...

ଗୋଟିଏ ବୋମା ଧମକରେ କ୍ଷତି ହେଉଛି ୩କୋଟି, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୯।୧୦: କିଛି ଦିନ ହେବ ଲଗାତାର ଭାବେ ଭାରତର ବିମାନଗୁଡ଼ିକୁ ବୋମା ଧମକ ମିଳୁଛି। ଶନିବାର ତିନୋଟି ଇଣ୍ଡିଗୋ ଏୟାରଲାଇନ୍ସ ଏବଂ କିଛି ବିମାନ ଆକାସା...

ରାଜନୀତିରେ ଏଣ୍ଟ୍ରି କଲେ ଜିତନ ରାମ ମାଂଝିଙ୍କ ବୋହୂ

ପାଟନା,୧୯।୧୦: ନଭେମ୍ବର ୧୩ରେ ବିହାରର ଚାରୋଟି ବିଧାନସଭା ଆସନରେ ଉପ-ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି, ଯେଉଁଥିରେ ବେଲାଗଞ୍ଜ ଏବଂ ଇମାମଗଞ୍ଜ ସିଟ ଗୟା ଜିଲାର ଅଟେ।...

ଜେଏମଏମ-କଂଗ୍ରେସ ମଧ୍ୟରେ ହେଲା ଆସନ ବୁଝାମଣା, ବାମଦଳ ପାଇଁ ଛାଡିଲେ ୧୧ ଆସନ

ରାଞ୍ଚି,୧୯।୧୦: ଇଣ୍ଡିଆ ମେଣ୍ଟ ଅନ୍ତର୍ଗତ ଝାଡ଼ଖଣ୍ଡରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା, କଂଗ୍ରେସ, ରାଷ୍ଟ୍ରୀୟ ଜନତା ଦଳ ଏବଂ ବାମ ଦଳ ଏକାଠି ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା...

ଥମୁନି ବୋମା ଧମକ, ଆଜିବି କିଛି ବିମାନକୁ ମିଳିଲା ବୋମାରେ ଉଡାଇ ଦେବାକୁ ଧମକ, ଏୟାରଲାଇନ୍ସ କହିଲା…

ନୂଆଦିଲ୍ଲୀ,୧୯।୧୦: ବିମାନକୁ ବୋମାରେ ଉଡାଇ ଦେବାକୁ ମିଳୁଥିବା ଧମକ ଯେମିତି ବନ୍ଦ ହେଉନାହିଁ। ଶନିବାର ମଧ୍ୟ ଅନେକ ବିମାନକୁ ବୋମା ଧମକ ଦିଆଯାଇଥିଲା। ଯେଉଁ କାରଣରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri