Posted inଜାତୀୟ

କଂଗ୍ରେସର ତେର୍ଚ୍ଛାବାଣ: ନବୀନଙ୍କୁ ନୁହେଁ, ପରୋକ୍ଷରେ ମୋଦିଙ୍କୁ ସଙ୍କେତ ଦେଇଛନ୍ତି ଶାହା, ଚେୟାର ନେବାକୁ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୨।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୟସକୁ ନେଇ କଟାକ୍ଷ କରିଥିଲେ। ଏବେ ନବୀନ(୭୭) ବୃଦ୍ଧାବସ୍ଥାରେ ପହଞ୍ଚିଥିବାରୁ ଅବସର ନେବା ଉଚିତ ବୋଲି ସେ କହିଥିଲେ। ଏପରି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶାହା ସଙ୍କେତ ଦେଇଥିବା କଂଗ୍ରେସ କହିଛି।

କଂଗ୍ରେସର ବରିଷ୍ଠ ନେତା ପି ଚିଦାମ୍ବରମ୍‌ ଶାହା ଦେଇଥିବା ମନ୍ତବ୍ୟକୁ ନେଇ ଏକ୍ସରେ ପୋଷ୍ଟ କରି କହିଛନ୍ତି, ଯେତେବେଳେ ଅମିତ ଶାହା କହିଥିଲେ ଯେ ‘ବୃଦ୍ଧାବସ୍ଥା(୭୭ ବର୍ଷ)ହୋଇଥିବା ଯୋଗୁ ନବୀନ ପଟ୍ଟନାୟକ ଅବସର ନେବା ଉଚିତ, ସେତେବେଳେ କ’ଣ ସେ ନରେନ୍ଦ୍ର ମୋଦି(୭୩ ବର୍ଷ ୭ ମାସ)ଙ୍କୁ କିଛି ସଙ୍କେତ ଦେଉଛନ୍ତି– ଯଦି ଭାଜପା ସରକାର ଗଠନ କରେ?’

P Chidambaram's post on X

ଏହାଛଡ଼ା ଶାହା ପ୍ରଧାନମନ୍ତ୍ରୀଙ୍କ ଚେୟାର ନିଜେ ନେବାକୁ ଇଚ୍ଛୁକ। ତାଙ୍କ ବୟାନରୁ ଜଣାପଡ଼ୁଛି ଯେ ଭାଜପା ସରକାର ଗଠନ ନ କଲେ ମଧ୍ୟ ବିରୋଧୀ ଦଳର ନେତା ଭାବେ ଶାହା ସବୁଠାରୁ ଅଧିକ ଖୁସି ହେବେ ବୋଲି ଚିଦାମ୍ବରମ୍‌ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri