ଲାଞ୍ଚ ନେଇ ଧରାପଡିଲେ ମୁଖ୍ୟ କିରାଣି: ଘରୁ ମିଳିଲା ୧୩ ଲକ୍ଷରୁ ଅଧିକ ନଗଦ ଟଙ୍କା

ବାଲିଗୁଡ଼ା,୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଆଇଟିଡିଏ ଅଫିସ ମୁଖ୍ୟ କିରାଣି ବସନ୍ତ ପାଣିଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ୨ ଲକ୍ଷ ଟଙ୍କା ସୁରକ୍ଷା ଜମା ରିଲିଜ ପାଇଁ ଠିକାଦାରଙ୍କଠାରୁ ବସନ୍ତ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ପରେ ତାଙ୍କ ଘରେ ଚଢାଉ ବେଳେ ୧୩ ଲକ୍ଷରୁ ଅଧିକ ନଗଦ ଟଙ୍କା ମିଳିଥିଲା।

Share