Posted inଜାତୀୟ

ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତାଙ୍କ ବଡ଼ ଦାବି, ବର୍ଷକୁ ଦରକାର ୮୦ ଲକ୍ଷ ଚାକିରି

ନୂଆଦିଲ୍ଲୀ, ୨୨।୦୭: ଭାରତରେ ପ୍ରତିବର୍ଷ ୮୦ ଲକ୍ଷ ଚାକିରି ସୃଷ୍ଟି କରିବାର ଆବଶ୍ୟକତା ରହିଛି । ଏମିତି ଏକ ବଡ଼ ଦାବି କରିଛନ୍ତି ଭାରତର ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ନାଗେଶ଼୍ବରନ୍‌ । ଏଥିସହିତ ସେ କହିଛନ୍ତି ଯେ ଅଭିବୃଦ୍ଧି ହାର ଆକଳନ କରିବାରେ ଆମେ ବିବେକପୂର୍ଣ୍ଣ ହେବାକୁ ଚାହୁଁଛୁ, ସେଥିପାଇଁ ସେଥିପାଇଁ ଆର୍ଥିକ ବର୍ଷ ୨୦୨୪-୨୫ ରେ ଦେଶର ଆର୍ଥିକ ଅଭିବୃଦ୍ଧି ହାର ୬.୫ ରୁ ୭ ପ୍ରତିଶତ ହେବ ବୋଲି ଆମେ ଆକଳନ କରିଛୁ । ୭ ପ୍ରତିଶତ ଅଭିବୃଦ୍ଧି ହାର ହାସଲ କରିବା ସମ୍ଭବ, କିନ୍ତୁ ଏହା ମୌସୁମୀର ଅଗ୍ରଗତି ଉପରେ ର୍ନିଭର କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri