ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି

ପୁରୀ ଅଫିସ,୫।୫: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ପ୍ରଧାନ ବିଚାରପତି ଭୁବନେଶ୍ବରରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଭିତର କାଠ ନିକଟରୁ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିବା ପରେ ମା’ ବିମଳା, ମା’ ଲକ୍ଷ୍ମୀ, ସାକ୍ଷୀଗୋପୀନାଥ, କାନପୋତା ହନୁମାନ ଓ ଅନ୍ୟାନ୍ୟ ପାର୍ଶ୍ୱଦେବାଦେବୀଙ୍କୁ ଦର୍ଶନ କରିଛନ୍ତି । ପ୍ରଧାନ ବିଚାରପତିଙ୍କୁ ଶ୍ରୀମନ୍ଦିରରେ ଜିଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣା: ୧୦ ଜଣଙ୍କଙ୍କ ଜାମିନ ଆବେଦନ ଶୁଣାଣି ସ୍ଥଗିତ

ଯାଜପୁର,୨୭।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ୧୦ ଜଣଙ୍କଙ୍କ ଙ୍କ ଜାମିନ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି। ଜିଲ୍ଲା ଦୌରାଜଜ୍‌ ଏହି ଶୁଣାଣିକୁ...

ଆର୍ଥିକ ସହାୟତା ଅପେକ୍ଷାରେ ସୁସ୍ମିତା, ଆଜି ବି ସ୍ବପ୍ନ ଅଛି ଡାକ୍ତର ହେବେ

ଦାରିଙ୍ଗବାଡି,୨୭।୧୧(ଅରୁଣ ସାହୁ): ଡାକ୍ତରୀ ପାଠ ପଢି ନିଜ ଅଞ୍ଚଳ ରୋଗୀଙ୍କ ସେବା କରିବାକୁ ଇଚ୍ଛା ରଖିଛନ୍ତି କନ୍ଧମାଳ ଜିଲା ଦାରିଙ୍ଗବାଡି ଗୌଡ଼ ସାହିର ଛାତ୍ରୀ ସୁସ୍ମିତା...

ସୁଭଦ୍ରା ପାଇଁ ବଦଳିଲା ବ୍ୟାଙ୍କ ଖୋଲିବା ସମୟ: ସକାଳ ୧୦ଟା ପରିବର୍ତ୍ତେ ସକାଳ ୭ଟାରୁ…. 

ମୋହନା,୨୭।୧୧(ମନ୍ନମଥ ମିଶ୍ର): ଇକେୱାଇସ ନ ଥିବାରୁ ସୁଭଦ୍ରା ଟଙ୍କା ମିଳିନଥିବା ଅଭିଯୋଗ ହୋଇଛି।  ଗୋଟିଏ ପରେ ଗୋଟିଏ କିସ୍ତି ଆସିବା ପରେ  ସୁଭଦ୍ରା ଟଙ୍କା ପାଇବା...

‘ଧରିତ୍ରୀ’ରେ ପ୍ରକାଶିତ ଖବର ପରେ କାର୍ଯ୍ୟାନୁଷ୍ଠାନ: ନିଜ ପ୍ରାପ୍ୟ ପାଇଲେ କାଥରୀନା

ଦାରିଙ୍ଗବାଡି,୨୭।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଦଡିବାଡି ଗ୍ରାମର କାଥରୀନା ଦିଗାଲଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ପାଇଁ କାର୍ଯ୍ୟାଦେଶ ପ୍ରଦାନ...

ଆରୁହା ଖାଦାନ ବନ୍ଦ ନିର୍ଦ୍ଦେଶ

ଯାଜପୁର,୨୭।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ବେଆଇନ କ୍ରଶର ଏବଂ କଳାପଥର ଖାଦାନ ମାଲିକମାନେ କୌଣସି ନୀତିନିୟମକୁ ମାନୁ ନାହାନ୍ତି। ଏପରି କି ଲଘୁଖଣି...

କନିଷ୍ଠ ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର,୨୭।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ଆଜି ସକାଳୁ ସ୍ଥାନୀୟ କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି...

ସରୁନି ଡୁବଡୁବି ନଦୀ ପୋଲ ନିର୍ମାଣ

ବାଲେଶ୍ୱର, ୨୭।୧୧(ବାଞ୍ଛାନିଧି ଦେ): ବାଲେଶ୍ୱର ନିର୍ବାଚନମଣ୍ଡଳୀର ସାର୍ଥା ଓ କଷାଫଳ ପଞ୍ଚାୟତ ମଧ୍ୟରେ ଥିବା ଡୁବୁଡୁବି ନଦୀର ସାହୁଘାଟଠାରେ ନିର୍ମାଣାଧୀନ ପୋଲ ସମ୍ପୂର୍ଣ୍ଣ ହୋଇପାରୁନି। ୨୦୧୭-୧୮ରୁ...

ଚାଷୀଙ୍କ ପାଖରେ ପହଞ୍ଚତ୍ପାରୁନି ଆଳୁ ବିହନ

ମହାକାଳପଡ଼ା, ୨୭ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଥିବା ଚାଷୀମାନଙ୍କୁ ଆଳୁଚାଷ ନିମନ୍ତେ ପ୍ରୋତ୍ସାହିତ କରୁଛନ୍ତି। ବଜାରରେ ଆଳୁ ସଙ୍କଟ ଥିବା ସମୟରେ ଯେପରି ଚାଷୀଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri