ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଉପରେ ହୋଇଥିବା ଆକ୍ରମଣକୁ ଦୁର୍ଭାଗ୍ୟଜନକ କହିବା ସହ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ତାଙ୍କର ଶୀଘ୍ର ଆରୋଗ୍ୟ ଲାଗି କାମନା କରିଛନ୍ତି।

ନବ ଦାସଙ୍କ ଉପରେ ହୋଇଥିବା ଆକ୍ରମଣ ଦୁର୍ଭାଗ୍ୟଜନକ। ଏହା ମୋତେ ଚକିତ କରିଛି। ଏହି ଆକ୍ରମଣକୁ ଦୃଢ଼ ଭାବେ ନିନ୍ଦା କରୁଛି। ତାଙ୍କର ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Share