Categories: ଖେଳ

ଚାମ୍ପିୟନ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୬: ବିଶ୍ୱ ଚାମ୍ପିୟନ ହୋଇ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ବିଜୟ ୧୪୦ କୋଟି ଭାରତୀୟଙ୍କ ମନରେ ଖୁସି ଭରି ଦେଇଛି ବୋଲି ସେ ସୋସିଆଲ ମିଡିଆ ସାଇଟ ଏକ୍ସରେ ପୋଷ୍ଟ କରିଛନ୍ତି।

Share