ଶେରଗଡକୁ ଏନଏସି ମାନ୍ୟତା ଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୧୪।୨: ଗଞ୍ଜାମ ଜିଲା ଶେରଗଡକୁ ଏନଏସି ମାନ୍ୟତା ମିଳିଛି। ଏନଏସି ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଶେରଗଡ ସଭାରେ ସମ୍ବୋଧନ ବେଳେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଏଭଳି ଘୋଷଣା ପରେ ଶେରଗଡବାସୀ ଖୁସି ହୋଇଛନ୍ତି।
ଏହାସହ ଶେରଗଡ଼ରେ ମୁଖ୍ୟମନ୍ତ୍ରୀ ଜିଲାର ବିକାଶ ଦିଗରେ ବହୁ ପଦକ୍ଷେପ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ଶିଳାନ୍ୟାସ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଏଣ୍ଟ ଖାତା ଖୋଲିଲା ମୁମ୍ବାଇ

ମୁମ୍ବାଇ,୩୧।୩: ପଦାର୍ପଣକାରୀ ଅଶ୍ୱନୀ କୁମାରଙ୍କ ଘାତକ ବୋଲିଂ ଓ ରିଆନ ରିକଲଟନଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ୮ ଉଇକେଟରେ କୋଲକାତା ନାଇଟ୍‌ ରାଇଡର୍ସ...

ହାଇୱା ପଛରେ ପିଟିଲା ବାଇକ୍‌: ଜଣେ ମୃତ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଲାଞ୍ଜିଗଡ,୩୧ା୩( ରମେଶ ଚନ୍ଦ୍ର ନାୟକ):ଲାଞ୍ଜିଗଡରୁ ମୁନିଗୁଡାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବେଦାନ୍ତ କାରଖାନା ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ହାଇୱା ପଛରେ...

ପ୍ରେମ, ପ୍ରତାରଣା, ଧୋକା: ଆଦିବାସୀ ଯୁବତୀ ୮ ମାସର ଗର୍ଭବତୀ, ଯୁବକ…

ପାଟଣା,୩୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପ୍ରେମ, ପ୍ରତରଣା ପରେ ଧୋକା ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୯ ବର୍ଷୀୟା ଆଦିବାସୀ ଯୁବତୀଙ୍କୁ...

ଭିସୁଟ ଛାତ୍ରୀ ଚିନ୍ମୟୀ ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ଆତ୍ମହତ୍ୟା ମାମଲାରେ ସୋମବାର ବୁର୍ଲା ପୋଲିସ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ(୨୭)ଙ୍କୁୁ ଗିରଫ କରଛି।...

ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ...

ଚା’ ଦୋକାନରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜାମ, ୩୧ା୩ (ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଚା’ ଦୋକାନରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା...

ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ:ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟର ସୁହାନୀ ମନୋନୀତ

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ ଅବସରରେ ଗତ ୨ ଦିନ...

ବିକାଶ ଶିକ୍ଷାନୁଷ୍ଠାନରେ ସେମିନାର

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିକାଶ ସ୍କୁଲ ଅଫ୍‌ ବିଜନେସ୍‌ ମ୍ୟାନେଜମେଣ୍ଟ ପକ୍ଷରୁ କ୍ୱାଣ୍ଟମ୍‌ ଟେକ୍ନୋଲୋଜି ଏବଂ ନାନୋଚିପ୍‌ ଟେକ୍ନୋଲୋଜି ବିଷୟରେ ଏକ ସେମିନାର ଅନୁଷ୍ଠିତ ହୋଇଯାଇଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image