ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ଶୁଣାଣି ବେଳେ ଆସିଲା ବଡ଼ ବୟାନ

ଭୁବନେଶ୍ୱର,୧୫।୭: ଅଭିଯୋଗ ପ୍ରକୋଷ୍ଠରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ଲୋକଙ୍କ ଅଭିଯୋଗ ଶୁଣିଛନ୍ତିି। ଆଜି ମୋଟ ୧୭୦୦ ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୧୦୦୦ ଅଭିଯୋଗର ଶୁଣାଣି ଶେଷ ହୋଇଥିବା ସୂଚନା ମିଳିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆର୍‌ଡିସିସ୍ତରରେ ଅଭିଯୋଗର ସମାଧାନ ପାଇଁ ଯୋଜନା କରାଯାଉଥିବା ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, ରଥଯାତ୍ରା ପାଇଁ ସରକାରୀ ଛୁଟିଥିବାରୁ ଜୁଲାଇ ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ  ଶୁଣାଣି ବନ୍ଦ ରହିଥିଲା।ବନ୍ଦ ଅନ୍ୟପକ୍ଷେ ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ ବୋଲି ଘୋଷଣା କରିଛନ୍ତ

Share