ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଭାଜପାର ମଙ୍ଗ ଧରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୯।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନ ପ୍ରଚାର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହଛି।
ପୂର୍ବାହ୍ନ ୧୦ଟାରେ ସେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ରାଞ୍ଚି ଅଭିମୁଖେ ଯିବେ। ରାଞ୍ଚିରୁ ହେଲିକପ୍ଟର ଯୋଗେ ପଶ୍ଚିମ ସିଂହଭୂମରେ ପହଞ୍ଚିବେ।

ଅପରାହ୍ନ ୧ଟାରେ ମୁଖ୍ୟମନ୍ତ୍ରୀ ଜମାଣି ମୈଦାନରେ ଭାଜପାର ପରିବର୍ତ୍ତନ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏପରିକି ଅପରାହ୍ନ ୩ଟାରେ ମାଝଗାଓଁ ସ୍କୁଲ ପଡ଼ିଆରେ ସଭାକୁ ସମ୍ବୋଧିତ କରିବେ। ଅପରାହ୍ନ ୫ଟାରେ ଚାଇବାସା ସର୍କିଟ ହାଉସରେ ପହଞ୍ଚି ରାତ୍ରୀ ଯାପନ କରିବାର କାର୍ଯ୍ୟକ୍ରମ ରହିଛି। ପୁଣି ୧ ତାରିଖରେ ଚାଇବାସାରେ ଜନସଭାକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ପରେ ଅପରାହ୍ନ ୪ଟା ୧୦ରେ ରାଞ୍ଚିରୁ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନାୟକ କଲେଜରେ ରାଗିଂ ଅଭିଯୋଗ: ଛାତ୍ରଙ୍କୁ ଚାରି ମହଲା କୋଠାରୁ ଠେଲିଦେଲେ ସହପାଠୀ

ଭବାନୀପାଟଣା,୨୯।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିନାୟକ କଲେଜରେ ଜଣେ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ଆସିଛି। ଏପରିକି ନିଜ ସହପାଠୀ ମାନେ...

ଫରେଷ୍ଟରଙ୍କ ଆତ୍ମହତ୍ୟା ମାମଲା: ଜାରିଙ୍ଗ ନର୍ସରୀରେ ତଦନ୍ତ ଆରମ୍ଭ

ଭବାନୀପାଟଣା,୨୯।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ଅଧୀନ ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩) ଆତ୍ମହତ୍ୟା ଘଟଣାରେ...

ଅଭ୍ୟାସଗତ ଅପରାଧୀ ଭାବେ ଚାଷୀନେତାଙ୍କୁ ନୋଟିସ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଚାଷୀଙ୍କ ହକ୍‌ ପାଇଁ ଆନ୍ଦୋଳନର ନେତୃତ୍ୱ ନେଉଥିବା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ତଥା ଚାଷୀନେତା ରମେଶ ମହାପାତ୍ରଙ୍କୁ ବରଗଡ଼...

ଏସ୍‌ପି ସ୍ତରରେ ବ୍ୟାପକ ଅଦଳ ବଦଳ: ବଦଳିଲେ ଏସବୁ ଜିଲାର ପୋଲିସ ମୁଖିଆ

ଭୁବନେଶ୍ୱର,୨୯।୯: ରବିବାର ରାଜ୍ୟ ସରକାର ଆଇପିଏସ ସ୍ତରରେ ଆମୂଳଚୂଳ ପରିବର୍ତ୍ତନ କରିଛନ୍ତି। ବରିଷ୍ଠ ଅଧିକାରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବିଭାଗ ତଥା ଅନେକ ଜିଲାର...

ମହଙ୍ଗା ପଡ଼ିଲା ଭରତପୁର ଥାନା ମାମଲା: ବଦଳିଲେ ଟ୍ୱିନ୍ ସିଟି କମିଶନର, ଭୁବନେଶ୍ୱର ଡିସିପି

ଭୁବନେଶ୍ୱର,୨୯।୯: କମିସନରେଟ ପୋଲିସ ଉପରେ ଭାରି ପଡିଛି ଭରତପୁର ଥାନା ମାମଲା। ଏକାସାଙ୍ଗରେ ବଦଳିଛନ୍ତି କଟକ-ଭୁବନେଶ୍ୱର କମିଶନର ସଞ୍ଜୀବ ପଣ୍ଡା ଏବଂ ଭୁବନେଶ୍ୱର ଡିସିପି ପ୍ରତୀକ...

ସାଙ୍ଗଙ୍କ ଭଉଣୀଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା: କାତି ଚୋଟରେ ସାଙ୍ଗ ଗୁରୁତର

ଦିଗପହଣ୍ଡି/ପାଟପୁର, ୨୯।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଦ୍ମପୁର ଗ୍ରାମର ଜଣେ ଯୁବକଙ୍କ କାତି ଚୋଟରେ କରାଖଣ୍ଡି ଗ୍ରାମର...

ଆଇପିଏସ ସ୍ତରରେ ବଡ଼ ଅଦଳବଦଳ: ବଦଳିଲେ ଟ୍ୱିନ୍ ସିଟି ପୋଲିସ କମିଶନର

ଭୁବନେଶ୍ୱର,୨୯।୯: ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ଓଡିଶା ସରକାର। ଭରତପୁର ଥାନା ମାମଲାରେ ବଦନାମ ହୋଇଥିବା କମିସନରେଟ ପୋଲିସ ମୁଖ୍ୟ ସଞ୍ଜୀବ ପଣ୍ଡାଙ୍କୁ...

Featured Video Play Icon

ଅକ୍ଟୋବର ୯ରେ ଭିଲେନ୍: ଶୁଣନ୍ତୁ ଫିଲ୍ମକୁ ନେଇ କ’ଣ କହୁଛନ୍ତି …

ଅକ୍ଟୋବର ୯ରେ ରିଲିଜ ହେବ ଓଡ଼ିଆ ଚଳଚ୍ଚିତ୍ର ଭିଲେନ୍ । ଏହି ଚଳଚ୍ଚିିତ୍ରରେ ନଜର ଆସିବେ ଅଭିନେତା ଅଦେ୍ର୍ଧନ୍ଦୁ ଏବଂ ଅଭିନେତ୍ରୀ ତମ୍ମନା । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri