ଶରଧାବାଲି ସଫେଇ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ଝାଡୁ କରିବାର କାରଣ ବଖାଣିଲେ…

ପୁରୀ,୬।୭: ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି। ହାତରେ ଝାଡୁ ଧରି ସେ ସଫେଇ କରିଛନ୍ତି। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତି ପରିଡା ମଧ୍ୟ ସଫେଇ କରିଛନ୍ତି। ଏହାସହ ପୁରୀ ଏମ୍‌ପି ସମ୍ବତ ପାତ୍ର, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।
ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଝାଡ଼ୁ ମାରି ସଫେଇ କରିଛନ୍ତି। ରଥଯାତ୍ରା ପାଇଁ ଶରଧାବାଲିରେ ସରକାରଙ୍କ ପକ୍ଷରୁ ସ୍ବଚ୍ଛ ଅଭିଯାନ କାର୍ଯ୍ୟକ୍ରମ କରାଯାଇଛି। ଶରଧାବାଲିରେ ସଫେଇ କାର୍ଯ୍ୟକ୍ରମ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା
ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷାଧିକ ଲୋକ ଆସିବେ। ଶ୍ରଦ୍ଧାଳୁ ନିଜେ ସଚେତନ ସହ ପ୍ରଶାସନ ସହ ମିଶି ସ୍ବଚ୍ଛତା ରଖିବେ ମୂଳ ଲକ୍ଷ୍ୟ। ରଥଯାତ୍ରାରେ ମହାପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇ ମାଉସୀ ଘର ଆସିବେ। ରଥଯାତ୍ରା ପୂର୍ବରୁ ସଫେଇ କରିବା। ପବିତ୍ରତା ଆଣିବାକୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ବ୍ୟାପକ ସଚେତନ ପାଇଁ ଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଡେଙ୍ଗୁ ଆତଙ୍କ : ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମହିଳା ମୃତ

ନାରାୟଣପାଟଣା,୨୩ା୮(ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍‌ରେ ବର୍ତ୍ତମାନ ଡେଙ୍ଗୁ ଆତଙ୍କ ଖେଳାଇଛି। ଗତ କିଛିଦିନ ମଧ୍ୟରେ ବ୍ଲକ୍‌ରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି।...

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି।...

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ...

କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଗୋଲାମୁଣ୍ଡା,୧।୧୦(ବଟକୃଷ୍ଣ ପଣ୍ଡା): ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଶୁକ୍ରବାର ଅଣ୍ଡାମାଡ଼ ହୋଇଛି । ନିଜ ନିର୍ବାଚନମଣ୍ଡଳୀରେ କିଛି ଯୁବକ ତାଙ୍କ ଗାଡ଼ି ଉପରକୁ...

ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ...

ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟ

ବାଲିପାଟଣା,୪।୧୦: ଖୋର୍ଦ୍ଧା ଜିଲା ବାଲିପାଟଣା ଥାନା ବଦଳା ହାଇସ୍କୁଲ ନିକଟରେ ଶୁକ୍ରବାର କେତେକ ଦୁବୃର୍ତ୍ତ ଜଣେ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri