ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନଙ୍କ ପରିବାର

ଭୁବନେଶ୍ୱର,୨୧।୬: ମୁଖ୍ୟମନ୍ତ୍ରୀ ମୋହନ ମାଝି ଶୁକ୍ରବାର ରାଜ୍ୟପାଳ ରଘୁବାର ଦାସଙ୍କୁ ଏକ ସୌଜନମୂଳକ ସାକ୍ଷାତକାର କରିଛନ୍ତି। ମୁଖ୍ୟମନ୍ତ୍ରୀ ସପରିବାର ରାଜ୍ୟପାଳଙ୍କ ବାସଭବନକୁ ଯାଇ ତାଙ୍କୁ ଭେଟିଛନ୍ତି। ରାଜ୍ୟପାଳଙ୍କୁ ଭେଟି ସେ ରାଜ୍ୟର ବିକାଶମୂଳକ ଯୋଜପା ତଥା ସମସାମୟିକ ଘଟଣା ଉପରେ ଆଲୋଚନା କରିଛନ୍ତି।

Share