ଅଭିଯୋଗ ଶୁଣାଣି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୧।୭: ଅଭିଯୋଗ ଶୁଣାଣି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜି ରାଜ୍ୟସ୍ତରୀୟ ସହ ଜିଲାସ୍ତରରେ ମଧ୍ୟ ଶୁଣାଣି କରାଯାଉଛି। ଲୋକମାନେ ପ୍ରଥମେ ଜିଲାସ୍ତରରେ ଅଭିଯୋଗ କରନ୍ତୁ। ଜିଲାସ୍ତରରେ ସମାଧାନ ହୋଇଗଲେ ଆଉ ଭୁବନେଶ୍ବର ଆସିବାକୁ ପଡ଼ିବନି। ଆଜି ଯେତିକି ଶୁଣାଣି ହୋଇଛି ସେଥିରୁ ପ୍ରାୟ ୯୯% ସମାଧାନ ହୋଇଯିବ।

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିଛି। ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ, ସେନେଇ ରବିବାର ସାଧାରଣ ପ୍ରଶାସନ ବିଭାଗ ସଚିବ ସୁରେନ୍ଦ୍ର କୁମାର ସ୍ଥିତି ପରଖିଥିଲେ। ଅଧିକାରୀଙ୍କ ସହ ଆଲୋଚନା କରିବା ସହ ବ୍ୟାରିକେଡ ବ୍ୟବସ୍ଥା ମଧ୍ୟ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭ ଧାରଣ କଲା ଧଳା ବାଘୁଣୀ ମୌସୁମୀ, ନନ୍ଦନକାନନ ପାଇଁ ଆଶା ସଞ୍ଚାର

ଭୁବନେଶ୍ୱର,୩।୭: ନନ୍ଦନକାନନ ପାଇଁ ନୂଆ ଅଶାର ସଞ୍ଚାର ସୃଷ୍ଟି କରିଛି ଧଳା ବାଘୁଣୀ ମୌସୁମୀ। ଅଗଷ୍ଟ ୫, ୨୦୧୬ ରେ ଜନ୍ମ ହୋଇଥିବା ମୌସୁମୀ ଗର୍ଭଧାରଣ...

ଟ୍ରେଲର ପଛରେ ପିଟିହେଲା କାର୍‌: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଗୋପାଳପୁର,୩ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭରବ୍ରିଜ୍‌ ନିକଟରେ ବୁଧବାର ଅପରାହ୍ନରେ ଟ୍ରେଲର ପଛରେ...

ସାଧାରଣ ଲୋକଙ୍କ ସମସ୍ୟା ଶୁଣି ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ଭୁବନେଶ୍ୱର,୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୋଟିଏ ବହୁରାଷ୍ଟ୍ରୀୟ କମ୍ପାନୀର ବରିଷ୍ଠ ପ୍ରତିନିଧିଙ୍କୁ ଯେତିକି ଗୁରୁତ୍ୱ ଦେଉଛନ୍ତି, ଜଣେ ସାଧାରଣ ଲୋକ ମଧ୍ୟ ସେତିକି ଗୁରୁତ୍ଵ...

୮ ତାରିଖରେ ବନ୍ଦ ରହିବ ଏସବୁ ଅଫିସ, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩ା୭: ଚଳିତବର୍ଷ ରଥଯାତ୍ରା ଦୁଇଦିନ ଧରି ଅନୁଷ୍ଠିତ ହେବ। ଏହା ଏକ ବିରଳ ରଥଯାତ୍ରା। ତେଣୁ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୨...

ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୭(ଅସମାପିକା ସାହୁ): ମାଲକାନଗିରି ବିଧାନସଭାର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ...

ନାଗ ଗିଳି ଦେଲା କଫ ସିରପ ବୋତଲ, ଉଦ୍ଧାର କଲା ସ୍ନେକ ହେଲ୍ପ ଲାଇନ

ଭୁବନେଶ୍ୱର,୩।୭: କଫ ସିରପ ବୋତଲ ଗିଳି ଦେଇଥିବା ଏକ ନାଗ ସାପକୁ ଉଦ୍ଧାର କରିଛନ୍ତି ସ୍ନେକ ହେଲ୍ପଲାଇନ୍‌। ଠିକଣା ସମୟରେ ପଦକ୍ଷେପ ପାଇଁ ଏକ ସାଧାରଣ...

ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଲାଞ୍ଚ ନେଉଥିଲେ ସବ ଇନ୍ସପେକ୍ଟର, ମାଡ଼ି ବସିଲା ଭିଜିଲାନ୍ସ

ଯାଜପୁର,୩।୭: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ସବ ଇନ୍ସପେକ୍ଟର। ଜଣେ ବ୍ୟକ୍ତିଙ୍କୁ ବ୍ୟବଚ୍ଛେଦ ରିପୋର୍ଟ ଦେବା ଲାଗି ବିଂଝାରପୁର ଥାନା ସବ ଇନ୍ସପେକ୍ଟର କେଶବ...

୬ ମାସ ହେଲା ଦରମା ପାଇନାହାନ୍ତି ଆଉଟ୍‌ସୋର୍ସିଂ କର୍ମଚାରୀ, ପ୍ରତିବାଦରେ କାର୍ଯ୍ୟ ବନ୍ଦ

ବଲାଙ୍ଗୀର,୩ା୭(ସୁନୀଲ ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ୬ ମାସ ହେଲା ଦରମା ପାଇନାହାନ୍ତି। ଫଳରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ନାହିଁ ନ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri