ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଲେ ବଡ଼ ବୟାନ, କହିଲେ ଖୁବ୍‌ଶୀଘ୍ର…

ଭୁବନେଶ୍ୱର,୨୯।୭: ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା କରିଛି। କୋଲକାତାରୁ ଆଳୁ ଆସିବା ନେଇ ଆଲୋଚନା ହୋଇଛି। ଆମ ହକ ଦେବା ପାଇଁ ମୁଁ ମମତାଙ୍କୁ ଅନୁରୋଧ କରିଛି। ସହଯୋଗ କରିବେ ବୋଲି ମମତା ପ୍ରତିଶ୍ରୁତି ଦେଇଛନ୍ତି। କାର୍ଯ୍ୟକାରୀ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଖୁବଶୀଘ୍ର ସମାଧାନର ରାସ୍ତା ବାହାରୁଛି, ରେଟ୍‌ ମଧ୍ୟ ବଢ଼ିବନି ବୋଲି ମମତା କହିଛନ୍ତି।

ଅନ୍ୟପଟେ, ଆଳୁ ଦର ସ୍ବାଭାବିକ ହେଉଥିବା ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ଆଳୁ ଆସୁନଥିବାରୁ ଦର ବଢ଼ିଥିଲା, ଏବେ ଆସିବା ଆରମ୍ଭ ହୋଇଛି। ପଶ୍ଚିମବଙ୍ଗ ସରକାରଙ୍କ ସହ ଆଲୋଚନା ପରେ ଆସିବା ଆରମ୍ଭ ହୋଇଛି। ବଜାର ଦର ଧିରେ ଧିରେ ସ୍ବାଭାବିକ ହେଉଛି, ଦର ୩୨/୩୪ ଟଙ୍କା ହେଲାଣି। ତେବେ ମନ୍ତ୍ରୀ ୩୨/୩୪ କହୁଥିଲେ ବି ରାଜ୍ୟର ବିଭିନ୍ନ ସ୍ଥାନରେ ଦର ଉଚ୍ଚା ରହିଛି। କଟକ, ଭୁବନେଶ୍ବରରେ ଆଳୁ କେଜି ୫୦ ଟଙ୍କା ଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର,୨୬।୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ବାପାଙ୍କ ଠାରୁ ପୁଅ ଭିନ୍ନେ ଥିଲେ…

ଭୁବନେଶ୍ୱର,୨୬।୧୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଆସିଲା ବଡ ଖବର । ବାପାଙ୍କ ଠାରୁ ପୁଅ ଅଲଗା ରହିଲେ ଆଉ କେତେ ରୋଜଗାର ଥିଲେ ପିଏମ...

ବିଧାନସଭାରେ ଅତିରିକ୍ତ ବଜେଟ ଉପସ୍ଥାପିତ, ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର,୨୬।୧୧: ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ। ମଙ୍ଗଳବାର ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି। ରତ୍ନଭଣ୍ଡାର ପାଇଁ ୫...

ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ: ଓଡ଼ିଶାରୁ କିଏ ଯିବେ…

ଭୁବନେଶ୍ୱର,୨୬।୧୧: ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୪ଟି ରାଜ୍ୟର ୬ଟି ଆସନ ପାଇଁ ଏହି ଉପନିର୍ବାଚନ ହେବ ବୋଲି ଇସିଆଇ ପକ୍ଷରୁ ସୂଚନା...

ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର: ନିର୍ଦ୍ଦେଶାଳୟଙ୍କ ଚିଠିରେ ….

ଭୁବନେଶ୍ୱର,୨୬।୧୧: ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର। ସଜା ଭୋଗୁଥିବା ୧୪ କଏଦୀଙ୍କ ମୁକ୍ତି ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଜାରି...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜାଣନ୍ତୁ କେଉଁ ପର୍ଯ୍ୟନ୍ତ କରିପାରିବେ ସୁଭଦ୍ରା ଆବେଦନ, ଆସିଲା ଶେଷ …

ଭୁବନେଶ୍ୱର,୨୬।୧୧: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ହି...

ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ: ପୁଣି ୪ଟା  ପର୍ଯ୍ୟନ୍ତ ଗୃହମୁଲତବୀ 

ଭୁବନେଶ୍ୱର,୨୬।୧୧: ଶୀତକାଳୀନ ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ। ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ  ହଙ୍ଗାମା ଦେଖିବାକୁ ମିଳିଛି। ସମ୍ବିଧାନ ପ୍ରସଙ୍ଗ ନେଇ ବିଜେଡି-ଭାଜପା ବିଧାୟକ ମୁହାଁମୁହିଁ...

ମଧ୍ୟାହ୍ନଭୋଜନରେ ଦିଆଯାଉଛି ନିମ୍ନମାନର ଚାଉଳ

ନବରଙ୍ଗପୁର,୨୬।୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପରିଷଦ କମିଟିର ସ୍ବତନ୍ତ୍ର ଟିମ୍‌ ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ୨୫ଟି ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଚାଉଳ ନିମ୍ନମାନର ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri