ହରିୟାଣା ନିର୍ବାଚନ ଫଳାଫଳକୁ ନେଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର):ହରିୟାଣା ନିର୍ବାଚନ ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ‘ଏକ୍ସ ’ ଆକାଉଣ୍ଟରେ ଉଲ୍ଲେଖ କରିଛନ୍ତି, ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନେତୃତ୍ୱରେ ହରିୟାଣା ବିଧାନସଭା-୨୦୨୪ ନିର୍ବାଚନରେ ବିଜୟ ଲାଗି ସବୁ କାର୍ଯ୍ୟକର୍ତ୍ତାଙ୍କୁ ହୃଦୟରୁ ଶୁଭେଚ୍ଛା। ଆପଣମାନଙ୍କ ସମର୍ପଣ ଭାବ ଏବଂ ପରିଶ୍ରମ ଯୋଗୁ ଏହି ସଫଳତା ମିଳିପାରିଛି। ଗତ ୧୦ ବର୍ଷ ଭିତରେ ଭାଜପାର ଜନକଲ୍ୟାଣକାରୀ ଯୋଜନା ଲଗାତର ୩ୟ ଥର ଲାଗି ହରିୟାଣା ଲୋକଙ୍କ ବିଶ୍ୱାସଭାଜନ କରିପାରିଛି। ଏହି ବିଜୟ ହରିୟାଣାର ବିକାଶର ଆଉ ଏକ ଅଧ୍ୟାୟ ଆରମ୍ଭ କରିବ ବୋଲି ସେ ଉଲ୍ଲେଖ କରିଛନ୍ତି।
ସେହିପରି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ତାଙ୍କ ‘ଏକ୍ସ’ ଆକାଉଣ୍ଟରେ ପୋଷ୍ଟକରି କହିଛନ୍ତି, ହରିୟାଣା ନିର୍ବାଚନର ବିଜୟ ଲାଗି ସମସ୍ତ ସମର୍ପିତ କାର୍ଯ୍ୟକର୍ତ୍ତା, ପଦାଧିକାରୀ ଏବଂ ମତଦାତାଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ‘ବିକଶିତ ଭାରତ-ବିକଶିତ ହରିୟାଣା’ ସଂକଳ୍ପ ରଖିଥିବା ପ୍ରଧାନମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ନୀତି ଏବଂ ହରିୟାଣା ମୁଖ୍ୟମନ୍ତ୍ରୀଙ୍କ କୁଶଳ ନେତୃତ୍ୱ ସହ ଡବଲ ଇଞ୍ଜିନର ଭାଜପା ସରକାର ଶକ୍ତି ଉପରେ ହରିୟାଣା ଜନତାଙ୍କ ଏହା ହେଉଛି ବିକାଶର ମୋହର।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଭଡ଼ାରେ ଲାଗିଛି ଆବାସ ଯୋଜନା ଘର: ଛଡାଇ ନେବ ବିଏମସି

ଭୁବନେଶ୍ୱର,୧୦।୧୦: ରାଜଧାନୀରେ ରାଜିବ ଆବାସ ଯୋଜନରେ ସରକାରଙ୍କ ଠାରୁ ମାଗଣାରେ ଘର ପାଇ ତାକୁ ଭଡାରେ ଦେଇ ମୋଟା ଅଙ୍କର ଟଙ୍କା କାମଉଛନ୍ତି। ନିଜକୁ ଭୂମିହୀନ,...

ଆନ୍ଧ୍ର ସରକାରଙ୍କୁ ଜମି ପଟ୍ଟା ମାଗି ଧାରଣାରେ ବସିଲେ କୋଟିଆ ପଞ୍ଚାୟତର ଲୋକେ; ଚିନ୍ତାରେ ଓଡ଼ିଶା ସରକାର

ପଟ୍ଟାଙ୍ଗି,୧୦।୧୦(ଶରତ ଧଳ): ପଡୋଶୀ ଆନ୍ଧ୍ର ରାଜ୍ୟ ତହସିଲ କାର୍ଯ୍ୟାଳୟ ସମୁଖରେ ଓଡ଼ିଶାର ସୀମାନ୍ତ ଗ୍ରାମବାସୀ ଜଙ୍ଗଲଜମି ପଟ୍ଟା ପ୍ରଦାନ ଦାବି ଉଠାଇ ଧାରଣା ଦେବା ଦୃଶ୍ୟ...

ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ

ଭୁବନେଶ୍ୱର,୧୦।୧୦: ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ...

ବିଜେଡିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା

ଭୁବନେଶ୍ୱର,୧୦ା୧୦: ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପ୍ରକାଶ ବେହେରା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରକାଶ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ଗତ ନିର୍ବାଚନ...

ବିଜେଡିର ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଯୋଗ ଦେଲେନି ଅମର, ପ୍ରତିକ୍ରିୟାରେ କହୁକହୁ କହିଦେଲେ…

ଯାଜପୁର,୧୦ା୧୦: ଯାଜପୁର ବିଜେଡି ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମରେ ଅମର ଶତପଥୀ ଯୋଗ ନ ଦେବାକୁ ନେଇ ରାଜ୍ୟ ରାଜନୀତି ଚର୍ଚ୍ଚା ଜୋର୍‌ ଧରିଛି। ଅମର କାହିଁକି...

ବୁର୍ଲା କନଷ୍ଟେବଳଙ୍କ ଆକ୍ରମଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଲୁଚିଥିବାବେଳେ…

ସମ୍ବଲପୁର,୧୦ା୧୦(ପ୍ରମୋଦ ବହିଦାର): ପୋଲିସ କନଷ୍ଟେବଳଙ୍କୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତ କମଲୁ ପ୍ରଧାନ ପୋଲିସ ଏନ୍‌କାଉଣ୍ଟରେ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର...

ମାଗଣା ମେଡିସିନ ଦେବାକୁ ଲାଞ୍ଚ ନେଉଥିଲେ ଏସ୍‌ସିବି ଡାଟା ଏଣ୍ଟ୍ରି ଅପରେଟର, ଧରିଲା ଭିଜିଲାନ୍ସ

କଟକ,୧୦ା୧୦(କାର୍ତ୍ତିକ ସାହୁ): କଟକ ଏସ୍‌ସିବି ମେଡିକାଲର ଡାଟାଏଣ୍ଟ୍ରି ଅପରେଟର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୨...

ଟ୍ରାକ୍‌ରେ ଯାଉଥିଲା ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌, ଟନେଲ୍‌ରୁ ଖସିଲା ପଥର, ଆଉ ତା’ ପରେ…

କୋରାପୁଟ/ଲକ୍ଷ୍ମୀପୁର,୧୦ା୧୦(ଅମିତାଭ ବେହେରା/ଅନନ୍ତ ନାୟକ): ବୁଧବାର ବିଳମ୍ବିତ ରାତିରେ କୋରାପୁଟ-ରାୟଗଡ଼ା ରେଳପଥରେ ଟନେଲ ମଧ୍ୟରୁ ପଥର ଖସି ରେଳ ଧାରଣା ଉପରେ ପଡ଼ିଲା। ଛିଣ୍ଡିଗଲା ଓଭର ହେଡେ୍‌ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri