ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୬।୧୦: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ ଶେୟାର କରି ସେ କହିଛନ୍ତି,ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁଙ୍କ ନିକଟରେ ଉତ୍ତମ ସ୍ବାସ୍ଥ୍ୟ ଓ ନିରାମୟ ଜୀବନ କାମନା କରୁଛି। ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌ର ଜବାବ ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି, ଆପଣଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ।

ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନରେ ଶୁଭେଚ୍ଛା। ମହାପ୍ରଭୁଙ୍କ ପାଖରେ ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି।


 


Enter your email to get our daily news in your inbox.

All Right Reserved By Dharitri.Com

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ, ପାଣ୍ଡିଆନଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୬।୧୦: ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ। ଖୋଲାଖୋଲି କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ବଡ଼ ବୟାନ ଦେଇଛନ୍ତି ଦେବାଶିଷ। ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ...

ଆସୁଛି ବଡ଼ ବାତ୍ୟା! ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ…

ଭୁବନେଶ୍ୱର,୧୬।୧୦: ପୁଣି ଡରାଇଲାଣି ଅକ୍ଟୋବର ମାସ। ଓଡିଶାକୁ ବାତ୍ୟା ଆଶଙ୍କା ଥିବା ଅନ୍ତର୍ଜାତୀୟ ପାଣିପାଗ ମଡେଲ ଆକଳନ କରିଛି । ଚିତ୍ର ସ୍ପଷ୍ଟ ହୋଇନଥିଲେ ବି...

ଟ୍ରାଙ୍କୁଲାଇଜ ହୋଇ ହାତୀ ଛୁଆକୁ ନନ୍ଦନକାନନ ଅଣାଯାଉଛି

ଖୋର୍ଦ୍ଧା,୧୬।୧୦: ରାଉରକେଲାରେ ହାତୀ ପଲଙ୍କୁ ଟ୍ରେନ ଧକ୍କା ଦେବା ଘଟଣାରେ ଆହତ ହାତୀ ଛୁଆକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଉଛି। ଟ୍ରାଙ୍କୁଲାଇଜ ପରେ ଆହତ ହାତୀକୁ...

ଲୁଣାପାଣି, କୁମ୍ଭୀର ଆତଙ୍କ ନିଦ ହଜାଇଛି

ଚାନ୍ଦବାଲି,,୧୬।୧୦(ଅଶୋକ କୁମାର ପଣ୍ଡା):ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ପଶ୍ଚିମରେ ସାଳନ୍ଦୀ, ଦକ୍ଷିଣରେ ବୈତରଣୀ, ପୂର୍ବରେ ମନ୍ତେଇ ନଦୀ ସହ କେତେକ କେନାଲ ଓ ଯୋର ଘେରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri