ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ରୋମ ଗସ୍ତ ଆରମ୍ଭ କଲେ ନବୀନ

ଭୁବନେଶ୍ୱର,୨୧ା୬(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ୱର ସର୍ବପୁରାତନ ସହର ରୋମରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମଙ୍ଗଳବାର ନବୀନ ରୋମର ପିଆଜା ଗାନ୍ଧୀଠାରେ ଥିବା ମହାତ୍ମାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କର ରୋମ ଗସ୍ତ ଆରମ୍ଭ କରିଛନ୍ତି । ଶାସନ ଓ ପ୍ରଶାସନରେ ଗାନ୍ଧିବାଦକୁ ସର୍ବାଧିକ ଗୁରୁତ୍ୱ ଦେଉଥିବା ମୁଖ୍ୟମନ୍ତ୍ରୀ ୨୦୧୮ରୁ ସମ୍ବିଧାନର ମୁଖବନ୍ଧରେ ମହାତ୍ମାଙ୍କ ଅହିଂସାକୁ ସ୍ଥାନିତ କରିବାକୁ ପ୍ରସ୍ତାବ ଦେଇଛନ୍ତି ।

ତେବେ ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ପାଳନ ପାଇଁ ପ୍ରଥମ କମିଟି ବୈଠକରେ ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବ ଦେଇଥିଲେ । ଏହା ଜାତିର ପିତାଙ୍କ ପ୍ରତି ତାଙ୍କ ୧୫୦ ତମ ଜୟନ୍ତୀରେ ଶ୍ରେଷ୍ଠ ସମ୍ମାନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେ ସମୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ମହାତ୍ମାଙ୍କ ଉକ୍ତିକୁ ଆଧାର କରି ଶାନ୍ତି ବିନା ପ୍ରଗତି ସମ୍ଭବ ନୁହେଁ ବୋଲି କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ...

ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri