ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ: ଜଳସେଚନ ପ୍ରକଳ୍ପ, କ୍ୟାନସର ହସ୍ପିଟାଲ କଲେ ଲୋକାର୍ପଣ

ବରଗଡ଼,୨୦।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ ବରଗଡ଼ ଜିଲା ଗସ୍ତରେ ଯାଇ  ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି । ପ୍ରଥମେ ଜିଲାର ବିଜେପୁର ବ୍ଲକର କନାପାଲିରେ ପହଞ୍ଚି ଗଙ୍ଗାଧର ପ୍ରକଳ୍ପର ମଡେଲସ୍ଥଳକୁ ପରିଦର୍ଶନ କରିଥିଲେ। ପରେ ଆୟୋଜିତ ଜନସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ ।
ମୁଖ୍ୟମନ୍ତ୍ରୀ କନାପାଲି ସଭାସ୍ଥଳରୁ ୧୮୦୬.୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ବହୁ ପ୍ରତୀକ୍ଷିତ ତିନି ପ୍ରକଳ୍ପ ଗଙ୍ଗାଧର ମେହେର ଜଳସେଚନ, ବରଗଡ଼ କ୍ୟାନସର ହସ୍ପିଟାଲ ଓ ନୃସିଂହନାଥ ଉନ୍ନୟନ ପ୍ରକଳ୍ପ ଲୋକାର୍ପଣ କରିଛନ୍ତି ।
୧୬୭୭.୪୨ କୋଟି ଟଙ୍କା ବ୍ୟୟରେ ଗଙ୍ଗାଧର ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ  କରାଯାଇଥିବା ବେଳେ ୧୦୬.୬ କୋଟି ଟଙ୍କାରେ ୧୦୦ ଶଯ୍ୟା ବିଶିଷ୍ଟ ବରଗଡ଼ କ୍ୟାନସର ହସ୍ପିଟାଲ ଓ ୨୨.୭୮କୋଟି ଟଙ୍କା ବ୍ୟୟରେ ନିର୍ମିତ ନୃସିଂହନାଥ ପୀଠର ବିକାଶ ଓ ରୂପାନ୍ତରଣ କାର୍ଯ୍ୟ ହୋଇଛି ।

Enter your email to get our daily news in your inbox.

All Right Reserved By Dharitri.Com

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର...

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ...

ରାତ୍ର ଜଗୁଆଳିଙ୍କ ଭରସାରେ ଅବକାରୀ ଥାନା: ଖବର ପ୍ରକାଶ ପରେ ମଧ୍ୟ ଅବକାରୀ ବିଭାଗର ଭାଙ୍ଗୁନି ନିଦ

ଥୁଆମୂଳ ରାମପୁର,୨୨।୧୧(ଦୁର୍ଗା କୀର୍ତ୍ତି) କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଥିବା ଅବକାରୀ ଅଫିସ ବାହାର ଓ ଭିତର ଗେଟ ପ୍ରାୟ ଅଧିକାଂଶ ମାସ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri