ଦିଲ୍ଲୀ ବଳାତ୍କାର ଘଟଣାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୧୦(ସୁନୀତ କୁମାର ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ନୂଆଦିଲ୍ଲୀ ଗସ୍ତ ସମୟରେ ରାଜଧାନୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ଓ ସୁସ୍ଥତା, ଦିଲ୍ଲୀ ପୋଲିସ ଦ୍ୱାରା ଚାଲିଥିବା ତଦନ୍ତର ଅଗ୍ରଗତି ଆଦି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମାଝୀ ପୁଙ୍ଖାନୁପଙ୍ଖ ସମୀକ୍ଷା କରିଛନ୍ତି। ଏହି ଅବସରରେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା(ଆଇଜି, ସିଏଡବ୍ଲ୍ୟୁ ଓ ସିଡବ୍ଲୁ) ଏସ୍‌ ସାଇନି ଏହି ମାମଲାର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ ସୂଚନା ପ୍ରଦାନ କରିଥିଲେ।
ଉଲ୍ଲେଖଯୋଗ୍ୟଯେ, ରାଜ୍ୟ ସରକାରଙ୍କ ସହଯୋଗରେ ପୀଡିତାଙ୍କ ପରିବାର ସଦସ୍ୟ ସେଠାରେ ଉପସ୍ଥିତ ରହିଛନ୍ତି। ଉକ୍ତ ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଚିହ୍ନଟ କରାଯିବା ସହ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଓଡିଶା ପୋଲିସର ବରିଷ୍ଠ ପୋଲିସ ଅଧିକାରୀଗଣ ଦିଲ୍ଲୀ ପୋଲିସ ସହ ଯୋଗାଯୋଗରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ଆନ୍ଦେଳନକୁ ଓହ୍ଲାଇଲେ ହବିଷ୍ୟାଳୀ, ରାସ୍ତାରେ…

ପୁରୀ,୧୭।୧୦: ଆଜିଠାରୁ ଆରମ୍ଭ ହେଉଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ଭକ୍ତ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ସେପଟେ...

ବିରୋଧୀ ଦଳରେ ଯେଉଁ ମଜା ଶାସକ ଦଳରେ ନାହିଁ

ଜଗତ୍‌ସିଂହପୁର, ୧୭ା୧୦(ପ୍ରମୋଦ କୁମାର ନାୟକ): ବିରୋଧୀ ଦଳରେ ରହିଲେ ଯେଉଁ ମଜା ଅଛି, ତାହା ଶାସକ ଦଳରେ ନାହିଁ। ଦୀର୍ଘ ୧୦ ବର୍ଷ ଭିତରେ ମୁଁ...

୩ କଂଗ୍ରେସ ନେତାଙ୍କ ନାଁରେ ମାମଲା

ଭୁବନେଶ୍ୱର,୧୭ା୧୦ (ସତ୍ୟଜିତ୍‌ ରାଉତ): ୨୦୨୪ ନିର୍ବାଚନ ବେଳେ ପ୍ରଚାର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସକୁ ଏଲ୍‌ଇଡି ଟିଭି ଓ ଗାଡ଼ି ଯୋଗାଇ ଜଣେ ବ୍ୟବସାୟୀ ୧.୪୨...

ଜନ ଔଷଧୀ ନାମରେ ନକଲି ଔଷଧ ବିକ୍ରି ନିଷେଧ

ଭୁବନେଶ୍ୱର,୧୭ା୧୦ (ଅନୁରାଧା ମହାରଣା): ମଧ୍ୟପ୍ରଦେଶର ଭୋପାଳରେ ଜନ ଔଷଧୀ ସଂଘ ନାମରେ କାର୍ଯ୍ୟ କରୁଥିବା ଏକ ସଂସ୍ଥା କେନ୍ଦ୍ର ଫାର୍ମାସ୍ୟୁଟିକାଲ୍ସ ବିଭାଗ ଅଧୀନ ଫାର୍ମାସ୍ୟୁଟିକାଲ୍ସ ଆଣ୍ଡ...

ଆଜି ହରିୟାଣା ସରକାରଙ୍କ ଶପଥ ଗ୍ରହଣରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭।୧୦(ସୁନିତ୍‌ ମିଶ୍ର): ହରିୟାଣାରେ ଭାଜପା ନେତୃତ୍ୱାଧୀନ ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହେବେ। ଏନେଇ...

୧୮ରୁ ୨ ଦ୍ୱାରରେ ଶ୍ରୀମନ୍ଦିର ପ୍ରବେଶ

ପୁରୀ,୧୭ା୧୦( ଅଜିତ୍‌ କୁମାର ମହାନ୍ତି): କାର୍ତ୍ତିକ ମାସକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତା ୧୮ ତାରିଖରୁ ଦୁଇଟି...

୨୨ରେ ଲଘୁଚାପ ସମ୍ଭାବନା: ଆସୁଛି ବଡ଼ ବର୍ଷା

ଭୁବନେଶ୍ୱର,୧୭ା୧୦ (ଅନିଲ ଦାସ): ଆସୁଛି ଆଉ ଏକ ବଡ଼ ବର୍ଷା। ଉପକୂଳରୁ ଆଭ୍ୟନ୍ତରୀଣ ସବୁଠି ବର୍ଷିବ। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା...

ବିଳମ୍ବରେ ପହଞ୍ଚତ୍ବାରୁ ପୋଲିସକୁ ମାଡ଼

ସୋନପୁର/ବିନିକା,୧୭।୧୦(ମୃତ୍ୟୁଞ୍ଜୟ ଶତପଥୀ/ ରାମଗୋପାଳ ବାଘ): ଚୋରି ଅଭିଯୋଗରେ ୩ ନାବାଳକଙ୍କୁ ଗ୍ରାମବାସୀ ମଙ୍ଗଳବାର ରାତି ସାରା କ୍ଲବ୍‌ ଘରେ ରଖିଲେ। ସୂଚନା ପାଇ ବୁଧବାର ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri