ସ୍ତ୍ରୀଙ୍କଠାରୁ ଦୂରେଇ ରହିଲେ ମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ,୨୦।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ତାଙ୍କ ସ୍ତ୍ରୀ ସୁନୀତା କେଜରିଓ୍ବାଲଙ୍କଠାରୁ ଦୂରେଇ ରହିଛନ୍ତି। ସୁନୀତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ମୁଖ୍ୟମନ୍ତ୍ରୀ ନିଜକୁ ଆଇସୋଲେଟ୍‌ କରି ରଖିଛନ୍ତି। ସେହିପରି ସୁନୀତା ଏବେ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ କେଜରିଓ୍ବାଲଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇଥିଲା। ତେବେ ତାଙ୍କର ନମୁନା ପରୀକ୍ଷା ରିପୋର୍ଟ ନେଗେଟିଭ୍‌ ଆସିଥିଲା।

Share