Categories: ଜାତୀୟ

ମୁଖ୍ୟମନ୍ତ୍ରୀ ମାତା ପିତାଙ୍କ ସହିତ ନେଲେ କରୋନା ଟିକାର ପ୍ରଥମ ଡୋଜ୍‌

ନୂଆଦିଲ୍ଲୀ,୪।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଅଭିଯାନରେ ଗୁରୁବାର ପ୍ରଥମ ଡୋଜ୍‌ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ହସ୍ପିଟାଲରେ ପହଞ୍ଚି କୋଭିଶିଲ୍ଡ ଟିକା ନେଇଛନ୍ତି। ତାଙ୍କ ସହିତ ମାତା ଗୀତା ଦେବୀ ଏବଂ ପିତା ଗୋବିନ୍ଦ ରାମ କେଜରିଓ୍ବାଲଙ୍କୁ ମଧ୍ୟ କରୋନା ଟିକା ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବୟସ ୫୨ ବର୍ଷ। ତେବେ ଡାଇବେଟିସ୍‌ ଥିବାରୁ ସୁରକ୍ଷା ଦୃଷ୍ଟିରୁ ତାଙ୍କୁ କରୋନା ଡୋଜ୍‌ ଦିଆଯାଇଛି।

Share